କଙ୍ଗନାଙ୍କ ହାତରେ ଆଉ ଏକ ବାୟୋପିକ

ମୁମ୍ବାଇ: ନିଜର ବେକାବୁ ବୟାନକୁ ନେଇ ସବୁବେଳେ ଚର୍ଚ୍ଚାରେ ରହୁଥିବା ବଲିଉଡ ବିୟୁଟି କଙ୍ଗନା ରାନାୱତଙ୍କ ପ୍ରଶଂସକଙ୍କ ପାଇଁ ଏକ ଖୁସି ଖବର । ନିକଟରେ କଙ୍ଗନାଙ୍କୁ ଭାରତୀୟ ଜନତା ପାର୍ଟି(ଭାଜପା) ହିମାଚଳ ପ୍ରଦେଶ ପାଇଁ ଷ୍ଟାର ପ୍ରଚାରକ କରିଥିବା ବେଳେ ଏହାକୁ ନେଇ ବି ଚର୍ଚ୍ଚା ହୋଇଥିଲା । ଏହାସହ ଫିଲ୍ମ ଏମରଜେନ୍ସିକୁ ନେଇ ବି ପ୍ରାୟ ଅଧିକାଂଶ ସମୟରେ ଚର୍ଚ୍ଚାରେ ରହୁଛନ୍ତି ଏହି ଅଭିନେତ୍ରୀ । ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ବାୟୋପିକ ‘ଏମରଜେନ୍ସି’ରେ ସେ ନିଜେ ଇନ୍ଦିରାଙ୍କ ଭୂମିକାରେ ନଜର ଆସି ଆସିଛନ୍ତି ଚର୍ଚ୍ଚାକୁ ।
ଏବେ ଶୁଣିବାକୁ ମିଳିଛି ଯେ କଙ୍ଗନାଙ୍କ ହାତରେ ଲାଗିଛି ଆଉ ଏକ ବାୟୋପିକ । କଙ୍ଗନା ତାଙ୍କ ନୂଆ ପ୍ରୋଜେକ୍ଟରେ ବିନୋଦିନି ଦାସୀଙ୍କ ବାୟୋପିକରେ ନଜର ଆସିବେ ବୋଲି ଶୁଣିବାକୁ ମିଳିଛି । ଏଥିରେ ସେ ବିନୋଦିନିଙ୍କ ଭୂମିକାରେ ନଜର ଆସିବେ । ସୂଚନାଯୋଗ୍ୟ, ବିନୋଦିନି ହେଉଛନ୍ତି ପଶ୍ଚିମବଙ୍ଗର ଜଣାଶୁଣା ଥିଏଟର ଆର୍ଟିଷ୍ଟ । ତାଙ୍କ ନାମ କ୍ରାନ୍ତିକାରୀ ଅଭିନେତ୍ରୀଙ୍କ ତାଲିକାରେ ଗଣାଯାଇଥାଏ । ଗଣମାଧ୍ୟମର ସୂଚନା ଅନୁଯାୟୀ, ମାତ୍ର ୧୨ ବର୍ଷ ବୟସରେ ତାଙ୍କ ପ୍ରଥମ ଥିଏଟରରେ ସେ ପ୍ଲେ କରିଥିଲେ । ତାଙ୍କର ଜୀବନ ଥିଲା ବେଶ ସଂଘର୍ଷପୂର୍ଣ୍ଣ । ଏବେ କଙ୍ଗନା ଏହି ବିନୋଦିନି ଦାସୀଙ୍କ ବାୟୋପିକରେ କାମ କରିବାକୁ ଯାଉଥିବା କୁହାଯାଉଛି । ଏହି ଖବର ଆସିବା ପରେ କଙ୍ଗନାଙ୍କ ପ୍ରଶଂସକ ଖୁସି ହୋଇ ଯାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?