Posted inଖେଳ

ଟିମ୍‌ ଇଣ୍ଡିଆକୁ ଧକ୍କା ପରେ ଧକ୍କା

ମୁମ୍ବାଇ,୨୨।୭: ଇଂଲଣ୍ଡ ବିପକ୍ଷ ୫ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌ ପୂର୍ବରୁ ଭାରତକୁ ଲାଗି ଚାଲିଛି ଝଟ୍‌କା ପରେ ଝଟ୍‌କା। ଯୁବ ଓପନର ଶୁବମାନ ଗିଲଙ୍କ ପରେ ପେସର ଅଭେଶ ଖାଁ। ଆଉ ଏବେ ଅଲରାଉଣ୍ଡର ଓ୍ବାଶିଂଟନ ସୁନ୍ଦର ଆହତ ସମସ୍ୟା ଯୋଗୁ ପୂରା ସିରିଜ୍‌ରୁ ବାଦ୍‌ ପଡ଼ିଛନ୍ତି।

ଉଭୟ ଅଭେଶ ଓ ଓ୍ବାଶିଂଟନ ଆଙ୍ଗୁଠି ଜନିତ ସମସ୍ୟା ଦେଇ ଗତି କରୁଛନ୍ତି। ଏହି କାରଣରୁ ଦୁହେଁ ଇଂଲଣ୍ଡ ଗସ୍ତରେ ଟିମ୍‌ ଇଣ୍ଡିଆ ପାଇଁ ଉପଲବ୍ଧ ରହିବେ ନାହିଁ। ତେବେ ଅଲରାଉଣ୍ଡରଙ୍କ ଆହତ ସମସ୍ୟା ଉପରେ ବିସିସିଆଇ ପକ୍ଷରୁ ବିଶେଷ ତଥ୍ୟ ଦିଆଯାଇ ନାହିଁ। ଗିଲ ଦୁଇ ସପ୍ତାହ ପୂର୍ବରୁ ଗୋଡ଼ ଜନିତ ସମସ୍ୟା କାରଣରୁ ସିରିଜ୍‌ରୁ ବାଦ୍‌ ପଡ଼ିଥିଲେ। ଏବେ ସେ ଭାରତ ଫେରି ଆସିଛନ୍ତି। ଏହାଛଡ଼ା କୋଭିଡ୍‌-୧୯ରେ ସଂକ୍ରମିତ ଉଇକେଟକିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତ ଏବେ କ୍ୱାରେଣ୍ଟିନରେ ଅଛନ୍ତି। ମେଡିକାଲ ଟିମ୍‌ର ତତ୍ତ୍ୱାବଧାନରେ ରଖାଯିବା ସତ୍ତ୍ୱେ ପ୍ରଥମ ଟେଷ୍ଟ ଲାଗି ସେ ନେଇ ଅନିଶ୍ଚିତତା ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବନ୍ଧୁ ସବୁବେଳେ ହୃଦୟରେ ଜୀବିତ ଥାନ୍ତି, କାହିଁକି ଏମିତି କହିଲେ କ୍ରିକେଟର

ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ସମଗ୍ର ଦେଶକୁ ଥରାଇ ଦେଇଥିଲା। ଏବେ ତାଙ୍କ ଆତ୍ମହତ୍ୟାର ତଦନ୍ତ ଚାଲିଛି। ମୁମ୍ବାଇ ପୋଲିସ ଏବଂ ବିହାର...

ଅଲିମ୍ପିକ୍ସ ଭିଲେଜରେ କାର୍ଡବୋର୍ଡ ବେଡ୍‌

ଟୋକିଓ,୧୦।୧(ଏପି)- ଚଳିତବର୍ଷର ଟୋକିଓ ଅଲିମ୍ପିକ୍ସ ଆଥଲେଟ ଭିଲେଜରେ ମଜଭୁତ କାର୍ଡବୋର୍ଡରେ ନିର୍ମିତ ବେଡ ରଖାଯିବ। ଏହି ବେଡ ୪୪୦ ପାଉଣ୍ଡ (୨୦୦ କେଜି) ଓଭନ ସମ୍ଭାଳି...

ଫିଟ୍‌ନେସ ଟେଷ୍ଟରେ ଉତ୍ତୀର୍ଣ୍ଣ ହେଲେ ଈଶାନ୍ତ: ଟେଷ୍ଟ ଦଳରେ ଯୋଗ ଦେବେ

୧୬।୨(ପି.ଟି.)- ଅଭିଜ୍ଞ ଦ୍ରୁତ ବୋଲର ଇଶାନ୍ତ ଶର୍ମା ଶନିବାର ଫିଟ୍‌ନେସ ଟେଷ୍ଟରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ବେଙ୍ଗାଲୁରୁସ୍ଥିତ ଜାତୀୟ କ୍ରିକେଟ ଏକାଡେମୀରେ ସେ ଫିଟ୍‌ନେସ ପ୍ରମାଣ ପାଇଁ...

ଯୁବିଙ୍କ ବଟଲ କ୍ୟାପ୍‌ ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୧୦।୭- ସୋସିଆଲ ମିଡିଆରେ ଗତ କିଛିଦିନ ହେଲେ ବଟଲ କ୍ୟାପ୍‌ ଚ୍ୟାଲେଞ୍ଜ ଲୋକପ୍ରିୟତା ହାସଲ କରିଛି। ଏହି ଚ୍ୟାଲେଞ୍ଜରେ ବୋଟଲକୁ ସ୍ପର୍ଶ ନ କରି କ୍ୟାପ୍‌...

‘ଦି ହଣ୍ଡ୍ରେଡ୍‌’ରେ ଖେଳିବେ ୫ ଭାରତୀୟ

ଲଣ୍ଡନ, ୧୦।୬- ୟୁକେରେ ଚଳିତ ମାସ ୨୧ରୁ ଆରମ୍ଭ ହେବାକୁ ଯାଉଛି ‘ଦି ହଣ୍ଡ୍ରେଡ’ମହିଳା କ୍ରିକେଟ ଟୁର୍ନାମେଣ୍ଟ। ଏଥିରେ ୫ ଭାରତୀୟ ମହିଳା ଖେଳାଳି ଅଂଶଗ୍ରହଣ...

ରେଷ୍ଟୁରାଣ୍ଟର ମାଲିକାଣୀ ଏହି କ୍ରିକେଟରଙ୍କ ସ୍ତ୍ରୀ

ଟିମ ଇଣ୍ଡିଆର ଷ୍ଟାର ଉଇକେଟ କିପର ରିଦ୍ଧିମାନ ସାହା ୨୦୧୧ରେ ରୋମି ମିତ୍ରଙ୍କୁ ବିବାହ କରିଥିଲେ। ବିବାହ ପରେ ରୋମି ତାଙ୍କ ନାମ ଦେବାରତୀ ସାହା...

ଏହି କ୍ରିକେଟର୍‌ଙ୍କୁ ଭାବପ୍ରବଣ ମେସେଜ୍‌ କଲେ କୋହଲି

ଅହମଦାବାଦ,୨୨।୨: ପ୍ରତ୍ୟେକ ଯୁବ କ୍ରିକେଟର ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କୁ ଏକ ଆଦର୍ଶ ଭାବରେ ଦେଖନ୍ତି ଏବଂ ତାଙ୍କ ସହ କ୍ରିକେଟ ଖେଳିବାକୁ ଚାହାଁନ୍ତି। ମାତ୍ର...

୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ ପାଇଁ ବାଂଲାଦେଶକୁ ୧୭୮ ରନ୍‌ ଦରକାର

ପୋଚଫ୍ସଷ୍ଟ୍ରୁମ,୯।୨- ଚଳିତ ୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ ଫାଇନାଲରେ ଡିଫେଣ୍ଡିଂ ଚାମ୍ପିୟନ ଭାରତ ମାତ୍ର ୧୭୭ ରନ୍‌ରେ ଅଲଆଉଟ୍‌ ହୋଇଯାଇଛି। ପ୍ରଥମ ଥର କୌଣସି ଆଇସିସି...

Advertisement
Ten Cric Info


Archives

Model This Week