Posted inଜାତୀୟ

ଇଣ୍ଡିଆ ମେଣ୍ଟକୁ ଆଉ ଏକ ଧକ୍କା, ଦିଲ୍ଲୀର ସମସ୍ତ ୭ ଆସନରେ ଏକାକି ଲଢିବ ଏଏପି, ସଙ୍କେତ ଦେଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୧୧।୨: ଇଣ୍ଡିଆ ମିଳିତ ମେଣ୍ଟ ଆଉ ଏକ ବଡ଼ ଅସୁବିଧାର ସମ୍ମୁଖୀନ ହୋଇଛି। ଆମ ଆଦମୀ ପାର୍ଟି (ଏଏପି) ନେତା ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ପଞ୍ଜାବ ପରେ ଦିଲ୍ଲୀର ସମସ୍ତ ୭ଟି ଆସନରେ ଏକାକୀ ନିର୍ବାଚନ ଲଢିବାକୁ ନିଷ୍ପତ୍ତି ନେଇଛନ୍ତି। ସୂଚନାଯୋଗ୍ୟ, ଯେ ଏହାପୂର୍ବରୁ ବିହାରରେ ଜେଡିୟୁ ନେତା ନୀତୀଶ କୁମାର ଏବଂ ପଶ୍ଚିମବଙ୍ଗର ତ୍ରୁଣ ମୂଳ କଂଗ୍ରେସ ସୁପ୍ରିମୋ ମମତା ବାନାର୍ଜୀ ମଧ୍ୟ ବିରୋଧୀ ଦଳରୁ ଅଲଗା ହୋଇ ଆଗାମୀ ଲୋକ ସଭା ନିର୍ବାଚନରେ ‘ଏକଲା ଚଲୋ’ ସୂତ୍ର ଗ୍ରହଣ କରିଥିଲେ। ସୂଚନାନୂସାରେ ପଞ୍ଜାବର ତରନ ତାରନରେ ବୈଠକକୁ ସମ୍ବୋଧିତ କରିବାବେଳେ କେଜରିୱାଲ ଏହି ବଡ ସଙ୍କେତ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ ହତ୍ୟାକାଣ୍ଡ: ମୁଖ୍ୟ ଅଭିଯୁକ୍ତଙ୍କୁ ଏନ୍‌କାଉଣ୍ଟର କଲା ପୋଲିସ

ପୁରୀ,୨୪ା୬(ଅଜିତ କୁମାର ମହାନ୍ତି): ପୁରୀରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବଳିଆପଣ୍ଡା ଥାନା ଅଞ୍ଚଳରେ ଜଣେ ହୋଟେଲ ମାଲିକଙ୍କୁ ବୀଭତ୍ସ ହତ୍ୟା…

ହ୍ରାସ ପାଉଛି ଜମିର ଉର୍ବରତା: ଜୈବିକ ପଦ୍ଧତିରେ ଚାଷ କରିବାକୁ ଆହ୍ବାନ

ଦାରିଙ୍ଗବାଡ଼ି,୨୪ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କାର୍ଯ୍ୟାଳୟ ପରିସରରେ ବିକାଶର ଧାରା ଓଡ଼ିଶା ସାରା କାର୍ଯ୍ୟକ୍ରମର ଶେଷ ଦିବସ ଅବସରରେ ବିଡିଓ ପ୍ରୀତିରଞ୍ଜନ ରଥଙ୍କ ତତ୍ତ୍ୱାବଧାନରେ…

ଅବସରର ସପ୍ତାହେ ପୂର୍ବରୁ ଗିରଫ ହେଲେ ନିର୍ବାହୀ ଯନ୍ତ୍ରୀ: ୨ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବାବେଳେ ମାଡ଼ିବସିଲା ଭିଜିଲାନ୍ସ

ରାୟଗଡା,୨୪।୬: ରାୟଗଡ଼ା ଗ୍ରାମ୍ୟ ଉନ୍ନୟନ ବିଭାଗ ନିର୍ବାହୀ ଯନ୍ତ୍ରୀ ପ୍ରସନ୍ନ ପଟ୍ଟନାୟକ ଗିରଫ କରିଛି। ଭିଜିଲାନ୍ସ। ୨ ଲକ୍ଷ ଟଙ୍କା ଲାଞ୍ଚ ନେବାବେଳେ ଧରାପଡ଼ିଥିଲେ ପ୍ରସନ୍ନ। କାର୍ଯ୍ୟ…

ବନ୍ଦ ହୋଇଯିବ ବରଗଡ଼ ସିମେଣ୍ଟ କାରଖାନା, ତେଜିଲା ଅସନ୍ତୋଷ

ବରଗଡ଼,୨୪ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ସିମେଣ୍ଟ କାରଖାନା ଆସନ୍ତା ଅଗଷ୍ଟ ୧୯ରୁ କାରଖାନା ସମ୍ପୂର୍ଣ୍ଣ ବନ୍ଦ ହୋଇଯିବ। କାରଖାନା କର୍ତ୍ତୃପକ୍ଷ ଏ ନେଇ ଗତ ୧୯ ତାରିଖ ଭାରତ…

ସଂଶୋଧିତ ତାଲିକାରେ ବି ବଢ଼ିଲା ତ୍ରୁଟି: ଦକ୍ଷତାକୁ ନେଇ ବଡ଼ ପ୍ରଶ୍ନବାଚୀ

ଭୁବନେଶ୍ୱର,୨୪ା୬(ସୁଚିସ୍ମିତା ସାହୁ): ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପାଇଁ ବଢ଼ୁଛି ବିବାଦ। ପ୍ରତିଦିନ ପାଠ୍ୟପୁସ୍ତକରେ ତ୍ରୁଟି ନେଇ ନୂଆ ନୂଆ ତଥ୍ୟ ପଦାକୁ ଆସୁଛି। ପାଠ୍ୟପୁସ୍ତକରେ ତ୍ରୁଟି…

ପଳାତକ ନୀରବ ମୋଦିଙ୍କୁ ଲାଗିଲା ଜୋରଦାର ଝଟକା: ଫେରାଇବେ ୧୦୦ କୋଟି ଟଙ୍କା

ନୂଆଦିଲ୍ଲୀ,୨୪।୬: ପଳାତକ ହୀରା ବ୍ୟବସାୟୀ ନୀରବ ମୋଦିଙ୍କୁ ଲଣ୍ଡନ ହାଇକୋର୍ଟରୁ ଏକ ବଡ଼ ଝଟକା ଲାଗିଛି। ଏକ ଋଣ ବିବାଦରେ ବ୍ୟାଙ୍କ ଅଫ ଇଣ୍ଡିଆ ସପକ୍ଷରେ ରାୟ…

ସ୍ବାମୀ ସ୍ମାର୍ଟ ଚାଷୀ, ସ୍ତ୍ରୀ ରୋଲ ମଡେଲ: ମଫସଲରେ ସଫଳ ସ୍ମାର୍ଟ ଫାର୍ମିଂ

ବଲାଙ୍ଗୀର,୨୪ା୬(ବୀରେନ୍ଦ୍ର କୁମାର ଝାଙ୍କର): ଚାଷୀ ଦମ୍ପତିଙ୍କ କଠିନ ପରିଶ୍ରମ, ଗଭୀର ଆତ୍ମବିଶ୍ୱାସ ଏବଂ ସରକାରୀ ଯୋଜନାଗୁଡ଼କର ଉପଯୁକ୍ତ ସମନ୍ବୟ ଏବେ ବଲାଙ୍ଗୀର ଜିଲାରେ ସ୍ବାବଲମ୍ବନ ଓ ସଫଳତାର…

କାଦୁଅ ରାସ୍ତା, ଅଧାବାଟରୁ ଫେରିଲା ମୁଖ୍ୟମନ୍ତ୍ରୀ ବସ୍‌

ଲୋଇସିଂହା,୨୪।୬(ସୁଶାନ୍ତ ବାରିକ):ବର୍ଷାରେ କେନାଲ ରାସ୍ତା କାଦୁଅ ହୋଇ ପଡିଥିବାରୁ ଆଗଲପୁରରୁ ପଟୁଆପାଲିକୁ ଚାଲୁଥିବା ମୁଖ୍ୟମନ୍ତ୍ରୀ ବସ୍‌ ଗତ ଦୁଇ ଦିନ ହେବ ଅଧାବାଟରୁ ଫେରୁଥିବା ଅଭିଯୋଗ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri