ପେଟିଏମ୍‌କୁ ଆଉ ଏକ ଝଟ୍‌କା

ନୂଆଦିଲ୍ଲୀ,୫।୫ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ (ଆରବିଆଇ) ଦ୍ୱାରା ପେଟିଏମ ପେମେଣ୍ଟ ବ୍ୟାଙ୍କ ଉପରେ ଲଗାଯାଇଥିବା ପ୍ରତିବନ୍ଧକ ପରେ ପେଟିଏମକୁ ଆଉ ଏକ ଝଟ୍‌କା ଲାଗିଛି। କମ୍ପାନୀର ସିଇଓ ତଥା ସଭାପତି ଭବେଶ ଗୁପ୍ତା ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। ଭବେଶ ଆସନ୍ତା ୩୧ରେ ତାଙ୍କ ପଦ ଛାଡିବେ। ତାଙ୍କ ଇସ୍ତଫା କମ୍ପାନୀ ଗ୍ରହଣ କରିଛି। ଡିଜିଟାଲ ପେମେଣ୍ଟ ଏବଂ ଆର୍ଥିକ ସେବା କମ୍ପାନୀ ଏହାର ତ୍ରୈମାସିକ ଫଳାଫଳ ଘୋଷଣା କରିବା ପୂର୍ବରୁ ଏହି ଝଟ୍‌କା ଲାଗିଛି।
ଭବେଶ ତାଙ୍କ ନିଷ୍ପତ୍ତି ବିଷୟରେ ଏକ ଚିଠି ମାଧ୍ୟମରେ ସୂଚନା ଦେଇଛନ୍ତି। ବ୍ୟକ୍ତିଗତ କାରଣରୁ ସେ ନିଜ ପଦ ଛାଡିଛନ୍ତି ବୋଲି ସେ କହିଛନ୍ତି। ସେ ନିଜ କ୍ୟାରିୟରରେ ବିରତି ନେବାକୁ ଚାହୁଁଛନ୍ତି। ତେବେ କମ୍ପାନୀ ଛାଡିବା ପରେ ମଧ୍ୟ ସେ ପେଟିଏମକୁ ସାହାଯ୍ୟ କରିବା ପାଇଁ ସର୍ବଦା ଉପଲବ୍ଧ ରହିବେ। ପେଟିଏମର ଉଜ୍ଜ୍ୱଳ ଭବିଷ୍ୟତ ବିଷୟରେ ସେ ସମ୍ପୂର୍ଣ୍ଣ ଆତ୍ମବିଶ୍ୱାସ ପ୍ରକାଶ କରିଛନ୍ତି।
ପେଟିଏମର ଜାନୁଆରୀ-ମାର୍ଚ୍ଚ ତ୍ରୈମାସିକ ଫଳାଫଳ ଶୀଘ୍ର ଆସିବ। ପେଟିଏମ ପେମେଣ୍ଟ ବ୍ୟାଙ୍କ ବିରୋଧରେ ନିଆଯାଇଥିବା କାର୍ଯ୍ୟର ପ୍ରତିକୂଳ ପ୍ରଭାବ ଏହି ଫଳାଫଳ ଉପରେ ସ୍ପଷ୍ଟ ଦେଖାଯିବ ବୋଲି ବିଶ୍ୱାସ କରାଯାଏ। ଏହି କାର୍ଯ୍ୟ ଯୋଗୁ ପେଟିଏମ ବହୁତ କ୍ଷତି ସହିଛି। ଏହାର ଗ୍ରାହକ ମଧ୍ୟ ଯଥେଷ୍ଟ ହ୍ରାସ ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ଡାଉନ ହେଲା ସୋସିଆଲ ମିଡିଆ ପ୍ଲାଟଫର୍ମ X, ହଜାର ହଜାର ୟୁଜର୍ସ…

ବୁଧବାର ସନ୍ଧ୍ୟାରେ ଭାରତରେ ସୋସିଆଲ ମିଡିଆ ପ୍ଲାଟଫର୍ମ X ହଠାତ୍ ଠପ୍ ହୋଇଯାଇଥିଲା । ଯାହା ଫଳରେ ଅନେକ ଉପଭୋକ୍ତା ଅସୁବିଧାର ସମ୍ମୁଖୀନ ହୋଇଥିଲେ । ଡାଉନଡିଟେକ୍ଟର…

କୋରାପୁଟରେ ଛେଚିଲା କୁଆପଥର ବର୍ଷା, ଅନ୍ଧାରରେ ସହର

କୋରାପୁଟ,୧୮।୩(ଅମିତାଭ ବେହେରା ): ବୁଧବାର ସନ୍ଧ୍ୟାରୁ କୋରାପୁଟ ଜିଲାର ବିଭିନ୍ନ ଅଞ୍ଚଳରେ ହଠାତ୍ କୁଆପଥର ସହ ପ୍ରବଳ ବର୍ଷା ହୋଇଥିଲା । ଫଳରେ କିଛି ସମୟ ପର୍ଯ୍ୟନ୍ତ…

୫ ଦିନ ଯାଏ ଯୁଦ୍ଧ କରିବେନି ପାକିସ୍ତାନ-ଆଫଗାନିସ୍ତାନ, କାରଣ ଜାଣିଲେ…

ନୂଆଦିଲ୍ଲୀ,୧୮।୩: ଆଫଗାନିସ୍ତାନ ଏବଂ ପାକିସ୍ତାନ ମଧ୍ୟରେ ଚାଲିଥିବା ସଂଘର୍ଷ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଉଭୟ ଦେଶ ଏକ ଅସ୍ଥାୟୀ ଯୁଦ୍ଧବିରତି ଘୋଷଣା କରିଛନ୍ତି ।…

ତୁଳସୀ ଗାବାର୍ଡଙ୍କ ବୟାନକୁ ନେଇ ହଇଚଇ, ପାକିସ୍ତାନ ଏବଂ ଚୀନ୍ ଆମେରିକା ପାଇଁ…

ନୂଆଦିଲ୍ଲୀ,୧୮।୩: ଆମେରିକାର ନ୍ୟାସନାଲ ଇଣ୍ଟେଲିଜେନ୍ସ ଡାଇରେକ୍ଟର ତୁଳସୀ ଗାବାର୍ଡ ପାକିସ୍ତାନ ଏବଂ ଚୀନକୁ ଆମେରିକାର ବିପଦ ବୋଲି ବୟାନ ଦେଇଛନ୍ତି । ବୁଧବାର ସେ କହିଥିଲେ ଯେ…

ଅପହରଣ କରି ନେଇ ଯାଇଥିଲେ ତାମିଲନାଡୁ, ୭ ଦିନ ଯାଏ ନାବାଳିକାଙ୍କୁ…ଅଭିଯୁକ୍ତଙ୍କୁ ବାନ୍ଧି…

ପାଇକମାଳ,୧୮।୩ (ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଅପହରଣ କରିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

ଫିଲ୍ମ ଷ୍ଟାଇଲରେ ଗୋଡ଼ାଇ ଗୋଡ଼ାଇ ଧରିଲା ପୋଲିସ, ମହୁଲି ମଦ ସହ ଦୁଇ….

ହାଟଡିହୀ,୧୮।୩(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ଫିଲ୍ମ ଷ୍ଟାଇଲରେ ଦୁଇ ଚୋରା ମହୁଲି ମଦ ବେପାରୀଙ୍କୁ ବୁଧବାର ରାତି ପ୍ରାୟ ୮ଟା ସମୟରେ ଧରିଛି ।…

ଭାରତରେ ବଢୁଛି ରହିବା ଖର୍ଚ୍ଚ: ୨୦୨୬ରେ ଏହି ସହର ସବୁଠୁ ମହଙ୍ଗା, ଜାଣନ୍ତୁ କେଉଁ ସହରରେ କେତେ ?

ନୂଆଦିଲ୍ଲୀ,୧୮।୩: ୨୦୨୬ ମାର୍ଚ୍ଚ ମାସର ସଦ୍ୟତମ ‘ନମ୍ବିଓ’ ରିପୋର୍ଟ ଅନୁଯାୟୀ, ଭାରତରେ ଜୀବନଶୈଳୀ ଏବଂ ସହର ଅନୁସାରେ ରହିବା ଖର୍ଚ୍ଚରେ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ବର୍ତ୍ତମାନର…

ନିଶା ନିବାରଣ ପାଇଁ ବାହାରିଲେ ଛାତ୍ରୀଛାତ୍ର, ସ୍କୁଲରେ ହେଲା….

ବରଗଡ଼,୧୮।୩(ପ୍ରେମାନନ୍ଦ ଖମାରୀ): ନିଶା ମଣିଷକୁ ବିବେକ ଶୂନ୍ୟ କରି ଦିଏ । ନିଶାସକ୍ତ ବ୍ୟକ୍ତି ନିଜ ପରିବାର ସହିତ ସମାଜର ମଧ୍ୟ ଅନେକ କ୍ଷତି ପହଞ୍ଚାଇଥାଏ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri