ଆଜି ଆଉ ଜଣଙ୍କର ମୃତଦେହ ଜବତ

ଯାଜପୁର ଅଫିସ, ୧୯।୩: ଯାଜପୁର ଟାଉନ୍‌ ଥାନା ବଡ଼ସୁଆର ନିକଟରେ ଖରସ୍ରୋତାରେ ବୁଡିଯିବା ଘଟଣାରେ ଆଜି ଆଉ ଜଣଙ୍କର ମୃତଦେହ ଜବତ କରାଯାଇଛି। ଏହାକୁ ମିଶାଇ ଏଯାବତ୍‌ ୩ ଜଣଙ୍କର ମୃତ୍ୟୁ ହୋଇଛି। ଶୁକ୍ରବାର ୨ ଜଣଙ୍କର ମୃତଦେହ ମିଳିଥିଲା। ନିଖୋଜ ଥିବା ୩ ଜଣଙ୍କୁ ଖୋଜାଖୋଜି ଜାରି ରହିଛି।
ଗତକାଲି ହୋଲି ଖେଳିସାରି ନଦୀକୁ ଗାଧେଇବାକୁ ଯାଇଥିବାବେଳେ ୬ ଜଣ ଯୁବକ ବୁଡିଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଧୋଇବା ବେଳେ ନଦୀରେ ବୁଡ଼ି ନାବାଳିକାଙ୍କ ମୃତ୍ୟୁ

ପଟ୍ଟାମୁଣ୍ଡାଇ, ୨୯/୮ (କଳ୍ପତରୁ ନାୟକ): ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ଅନ୍ତର୍ଗତ ତନୂପୁର ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବ୍ରାହ୍ମଣୀ ନଦୀର ଶାଖା ନାଳରେ ଗାଧୋଇବା ସମୟରେ…

ରୋଷେଇ ଘରେ ବିଷ? ଏଭରେଷ୍ଟ ହିଙ୍ଗୁ ଉପରେ FSSAIର ବ୍ୟାନ୍, ୩ ମସଲା ନେଇ ସାମ୍ନାକୁ ଆସିଲା ବଡ଼ ଜାଲିଆତି!

ନୂଆଦିଲ୍ଲୀ,୨୯।୮: ଭାରତୀୟ ଖାଦ୍ୟ ସୁରକ୍ଷା ଓ ମାନକ ପ୍ରାଧିକରଣ (FSSAI) ଗ୍ରାହକଙ୍କ ସ୍ୱାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ପ୍ରସିଦ୍ଧ ମସଲା…

ବହୁ ଚର୍ଚ୍ଚିତ ସୁଧୀର ପାତ୍ର ଅପହରଣ, ହତ୍ୟା ମାମଲା: ଅଭିଯୁକ୍ତ ତୁଷାରଙ୍କ ଜାମିନ ଖାରଜ

ବ୍ରହ୍ମପୁର,୨୯୮(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଗୋପାଳପୁର ଥାନା ଅନ୍ତର୍ଗତ ସତ୍ୟ ନାରାୟଣପୁର ମୁଖ୍ୟ ରାସ୍ତାରେ ପ୍ଲଟ ବ୍ୟବସାୟୀ ସୁଧୀର କୁମାର୍‌ ପାତ୍ରଙ୍କୁ ଗତ ଏପ୍ରିଲ ୧୫…

ରାକ୍ଷୀ ପୂର୍ଣ୍ଣିମା ପାଇଁ ବାପଘରକୁ ଆସିଥିଲେ: ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩ ଗୁରୁତର

ବାରିପଦା, ୨୯।୮ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅନ୍ତର୍ଗତ ପଟିସାରି ଗ୍ରାମପଞ୍ଚାୟତର ଜଡ଼ିପଦା ଗାଁରେ ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩…

ଗଣତନ୍ତ୍ରକୁ ସଶକ୍ତ କରିବା ପାଇଁ ଯୁବପିଢ଼ିଙ୍କୁ ଆହ୍ବାନ: ସଚେତନ ନାଗରିକ ହେବାକୁ ଛାତ୍ରୀଛାତ୍ରଙ୍କ ଶପଥ

ଭଞ୍ଜନଗର,୨୯ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଅନ୍ତର୍ଗତ ପିଏମ ସରକାରୀ ଉଚ୍ଚ ବିଦ୍ୟାଳୟ, ମୁଜାଗଡ଼ ଏବଂ କବିସମ୍ରାଟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, କୁଲାଡ଼ରେ ନିର୍ବାଚନ ସାକ୍ଷରତା…

ଭାରତ ପରି ପାକିସ୍ତାନରେ ବି ମିଳେ ମାଗଣା ରାସନ; ନଗଦ ଟଙ୍କାକୁ ଚାଉଳ,ଅଟା-ଚିନି…

ନୂଆଦିଲ୍ଲୀ,୨୯।୮: ଭାରତରେ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା (PMGKAY) ଅଧୀନରେ ପ୍ରାୟ ୮୦ କୋଟି ଲୋକଙ୍କୁ ମାଗଣା ରାସନ ମିଳିଥାଏ, ଯାହା ଉପରେ ସରକାର ବାର୍ଷିକ…

ନିଟ୍‌ରେ ୧୫,୨୭୨ ରାଙ୍କ: ଆଦିତ୍ୟଙ୍କୁ ସମ୍ବର୍ଦ୍ଧନା

ରାଇକିଆ, ୨୯।୮ (ପ୍ରଦୀପ ବେହେରା): ଚଳିତ ବର୍ଷ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିଥିବା ରାଇକିଆର ଛାତ୍ର ଆଦିତ୍ୟ ପାତ୍ରଙ୍କୁ ରାଇକିଆ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର…

ଖାଲଖମାରେ ଭର୍ତ୍ତି ହୋଇଛି ୧୪୩ ନମ୍ବର ଜାତୀୟ ରାଜପଥ, ସ୍ଥାୟୀ ମରାମତି ଦାବି କରି…

କୁଆଁରମୁଣ୍ଡା,୨୯ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଦାମଦାପଡ଼ା ନିକଟରୁ ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତ ଫାଟକ ପର୍ଯ୍ୟନ୍ତ ପ୍ରାୟ ୩ କିମିରୁ ଊଦ୍ଧର୍‌ବ ୧୪୩ ନମ୍ବର ଜାତୀୟ ରାଜପଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri