ଗଞ୍ଜାମ,୨୫ା୬: ଗଞ୍ଜାମ ଚମାଖଣ୍ଡି ଥାନା ଆଗରେ ବୁଧବାର ଗୋଟିଏ କାରକୁ ଆଉ ଗୋଟିଏ କାର୍ ଧକ୍କା ଦେବାରୁ ହୁତୁହୁତୁ ହୋଇ ଜଳିଗଲା। ଜଳି ଯାଇଥିବା ୨ଟି କାର୍ରୁ ୨ ଜଣ ସାମାନ୍ୟ ଆହତ ହୋଇଥିବା ଜଣାପଡ଼ିଛି।