ଏଏସ୍‌ଓ ପରୀକ୍ଷାକୁ ନେଇ ହାଇକୋର୍ଟରେ ଆଉ ଏକ ମାମଲା

କଟକ ଅଫିସ,୩୦ା୧୧: ଓପିଏସ୍‌ସି ଦ୍ୱାରା ପରିଚାଳିତ ଏଏସ୍‌ଓ ପରୀକ୍ଷାକୁ ନେଇ ତୁଟୁନି ବିବାଦ। ଏହି ପରୀକ୍ଷାକୁ ନେଇ ହାଇକୋର୍ଟରେ ପୁଣି ଏକ ମାମଲା ଦାୟର କରିଛନ୍ତି କିଛି ପରୀକ୍ଷାର୍ଥୀ। ଚୟନ ପାଇଁ ବିଷୟ ଭିତ୍ତିକ ସର୍ବନିମ୍ନ ମାର୍କ ବ୍ୟବସ୍ଥା ଉଚ୍ଛେଦ ଦାବି କରି ହାଇକୋର୍ଟରେ ଆବେଦନ କରିଛନ୍ତି। ବିଷୟ ଭିତ୍ତିକ ସର୍ବନିମ୍ନ ମାର୍କ ଉଠାଇ ମେରିଟ୍‌ ଲିଷ୍ଟ ପ୍ରକାଶ କରିବାକୁ ଦାବି କରାଯାଇଛି। ଅନ୍ୟପକ୍ଷରେ ହାଇକୋର୍ଟ ନିବେଦନକୁ ଗ୍ରହଣ କରି ଓପିଏସ୍‌ସିକୁ ଆବେଦନର କପି ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଡିସେମ୍ବର ୨ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଟି-୨୦ ବିଶ୍ୱକପ୍ ୨୦୨୬: ଟସ୍ ଜିତି ପାକିସ୍ତାନର ଫିଲ୍ଡିଂ ନିଷ୍ପତ୍ତି, ହ୍ୟାଣ୍ଡସେକ୍ ପାଇଁ ପୁଣି…

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ୨୦୨୬ର ହାଇଭୋଲ୍ଟେଜ୍ ଗ୍ରୁପ୍-ଏ ମ୍ୟାଚରେ ପାକିସ୍ତାନ ଅଧିନାୟକ ସଲମାନ ଆଘା ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଭାରତୀୟ…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ସବୁଠାରୁ କମ୍ ବୟସର ଅଙ୍ଗଦାନକାରୀ: ୫ ଜଣଙ୍କୁ ନୂଆ ଜୀବନ ଦେଲା ୧୦ ମାସର ଶିଶୁ

ଥିରୁଅନନ୍ତପୁରମ୍,୧୫।୨: ଜଣେ ୧୦ ମାସର ଶିଶୁ କନ୍ୟାର ନିଷ୍ପାପ ଅଙ୍ଗ ବଞ୍ଚାଇବ ପାଞ୍ଚ ଜଣଙ୍କ ଜୀବନ। କେରଳର ପଠାନମତିଟ୍ଟା ଜିଲା ମାଲାପ୍ପଲ୍ଲୀର ୧୦ ମାସର ଶିଶୁ ଆଲିନ୍…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

ଟି-୨୦ ବିଶ୍ଵକପ୍ ପୂର୍ବରୁ ପାକିସ୍ତାନକୁ ନିର୍ଧୂମ ଛେଚିଲା ଭାରତ; ୮ ୱିକେଟରେ ଜିତିଲା ମହିଳା ଦଳ

ବ୍ୟାଙ୍କକ୍,୧୫।୨: କଲମ୍ବୋରେ ଭାରତ ଓ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ହାଇଭୋଲଟେଜ୍ ପୁରୁଷ ଟି-୨୦ ବିଶ୍ଵକପ୍ ମ୍ୟାଚ୍ ପୂର୍ବରୁ, ବ୍ୟାଙ୍କକରେ ଭାରତୀୟ ମହିଳା ‘ଏ’ ଦଳ ପାକିସ୍ତାନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri