ଗୁଜରାଟରେ ଆଉ ଜଣେ ଓମିକ୍ରନ ସଂକ୍ରମିତ ଚିହ୍ନଟ

ଗାନ୍ଧିନଗର,୪ ।୧୨: ଦେଶରେ ଆଉ ଜଣେ ଓମିକ୍ରନ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି । ସେ ୨ ଦିନ ତଳେ ଦକ୍ଷିଣ ଆଫ୍ରିକାରୁ ଫେରିଥିବା ବେଳେ ବିମାନ ବନ୍ଦରରେ ତାଙ୍କର କରୋନା ଟେଷ୍ଟ କରାଯାଇଥିଲା । ଏଥିରେ ତାଙ୍କ ରିପୋର୍ଟ ପଜିଟିଭ ଆସିବା ପରେ ଜେନୋମ ସିକ୍ୟୁଏନସିଂ ପାଇଁ ଏହା ପଠାଯାଇଥିଲା । ଏବେ ସ୍ପଷ୍ଟ ହୋଇଛି କି ସେ କରୋନାର ନୂଆ ଭାରିଏଣ୍ଟ ଓମିକ୍ରନ ଦ୍ୱାରା ଆକ୍ରାନ୍ତ । ଏହାକୁ ନେଇ ଦେଶରେ ୩ ଓମିକ୍ରନ ସଂକ୍ରମିତ ଚିହ୍ନଟ କରାଗଲେଣି । ଏହାପୂର୍ବରୁ କର୍ନାଟକରେ ୨ ଓମିକ୍ରନ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି । ସଂକ୍ରମିତ ବ୍ୟକ୍ତିଙ୍କ ବୟସ ୭୨ ବର୍ଷ ହୋଇଥିବା ବେଳେ ସେ ଜିମ୍ବାୱେରୁ ଜାମନଗର ଫେରିଥିଲେ । ଏବେ ତାଙ୍କୁ ଆଇସୋଲେଶନରେ ରଖି ଚିକିତ୍ସା କରାଯାଉଛି ।
ଏହାକୁ ନେଇ ଦେଶରେ ୩ ଓମିକ୍ରନ ସଂକ୍ରମିତ ଚିହ୍ନଟ କରାଗଲେଣି । ଏହାପୂର୍ବରୁ କର୍ନାଟକରେ ୨ ଓମିକ୍ରନ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି ।
ମିଳିଥିବା ସୂଚନାରୁ ଜଣାପଡିଛି କି ଆଗକୁ ଦେଶରେ ଓମିକ୍ରନ ସଂକ୍ରମିତଙ୍କ ସଂଖ୍ୟା ବଢିପାରେ । ମହାରାଷ୍ଟ୍ରର ୩୦ ଜଣଙ୍କ ସାମ୍ପଲ ଜିନୋମ ସିକ୍ୟୁଏନସିଂ ପାଇଁ ପଠାଯାଇଥିବା ବେଳେ ଶୁକ୍ରବାର ସୁଦ୍ଧା ରାଜ୍ୟକୁ ୨,୮୨୧ ଜଣ ଯାତ୍ରୀ ହାଇରିସ୍କ ଦେଶରୁ ମୁମ୍ବାଇ ଫେରିଛନ୍ତି । ଏମାନଙ୍କ ମଧ୍ୟରୁ ୨ ଜଣଙ୍କ ରିପୋର୍ଟ ପଜିଟିଭ ଆସିଛି । ହେଲେ ରାଜ୍ୟରେ ଏପର୍ଯ୍ୟନ୍ତ କେହି ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇ ନାହାନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

୨ ଜଣଙ୍କୁ ଧକ୍କାଦେଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରି ପୋଲିସକୁ ଜିମାଦେଲେ ଲୋକେ

ଦାରିଙ୍ଗବାଡ଼ି,୨୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଦ୍ୟୁତ୍‌ କାର୍ଯ୍ୟାଳୟ ନିକଟରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ କାର୍‌ ଚାଳକ ନିଶାସକ୍ତ ଅବସ୍ଥାରେ ୨ ଜଣଙ୍କୁ ଧକ୍କା ଦେବା…

ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ସହ ଗଞ୍ଜେଇ ଜବତ, କିଙ୍ଗ୍‌ପିନ୍‌ଙ୍କୁ ଗିରଫ କରି ପୋଲିସ…

ବାଲିଗୁଡ଼ା,୨୨ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ପୋଲିସ ପକ୍ଷରୁ ଚାଲିଛି ନିଶାମୁକ୍ତ ସମଗ୍ର କନ୍ଧମାଳ। ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବ୍ରାଉନ ସୁଗାର…

ସ୍ବାମୀଙ୍କ ସହ ବାଇକ୍‌ରେ ଯିବାବେଳେ ଓଢ଼ଣୀ ନେଲା ସ୍ତ୍ରୀଙ୍କ ଜୀବନ

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଏକ ଦୁଃଖଦ ଘଟଣା ଘଟିଛି। ବାଇକ୍‌ ଚକାରେ ଓଢ଼ଣୀ ଫସିଯିବା ଯୋଗୁ ତଳେ ପଡ଼ି ଜଣେ ମହିଳାଙ୍କ…

ହାଫିଜ ସୟିଦଙ୍କୁ ସମନ ଜାରି କରିବ NIA

ଜମ୍ମୁ-କଶ୍ମୀର,୨୨।୮: ୨୦୨୫ ପହଲଗାମ ଆକ୍ରମଣ ଘଟଣାରେ ଜାତୀୟ ତଦନ୍ତକାରୀ ସଂସ୍ଥା(NIA) ପକ୍ଷରୁ ପାକିସ୍ତାନୀ ଆତଙ୍କବାଦୀ ହାଫିଜ ସୟିଦଙ୍କୁ ସମନ ଜାରି କରାଯିବ। ବୈଦେଶିକ ମନ୍ତ୍ରଣାଳୟ ଜରିଆରେ ପାକିସ୍ତାନକୁ…

କରିସ୍ମାଙ୍କୁ ପୂଜା କରନ୍ତି କଙ୍ଗନା, ତାଙ୍କ ଫ୍ୟାଶନ ସେନ୍ସକୁ ପ୍ରଶଂସା କରିବା ସହ ଏମିତି କହି…

ମୁମ୍ବାଇ: ଭାଜପା ନେତ୍ରୀ ତଥା ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ କୌଣସି ନା କୌଣସି କାରଣକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ସୋସିଆଲ ମିଡିଆରେ ସବୁବେଳେ…

କାମ କରୁଥିବାବେଳେ ଶ୍ରମିକଙ୍କୁ ଶୁଭିଲା ସାପର ଗର୍ଜନ, ପାଖକୁ ଯାଇ ଦେଖିବା ପରେ…

ଦିଗପହଣ୍ଡି,୨୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧ ନଂ ଓ୍ବାର୍ଡ ଘୋଡ଼ାହାଡ଼ ଡ଼୍ୟାମ ରାସ୍ତାକଡ଼ରେ ନିର୍ମାଣାଧୀନ ମେଡିକାଲ କୋଠା ପରିସରରୁ ପ୍ରାୟ ୭…

ଗଞ୍ଜାମରେ ୯୦ ଦିନ ପାଇଁ ଧାରା ୩୦ ଲାଗୁ, ଜାଣନ୍ତୁ ଏହା କ’ଣ, କାହିଁକି ହୁଏ…

ଗଞ୍ଜାମ,୨୨ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ପୋଲିସ ଆଇନ ୧୯୬୧ର ଧାରା-୩୦ ଲାଗୁ କରାଯାଇଛି। ୯୦ ଦିନ ପାଇଁ କଟକଣା ଲଗାଇଛି ଗଞ୍ଜାମ ପୋଲିସ। ସଭା, ସମିତି ଓ…

୪ ବର୍ଷରୁ କମ ବୟସର ପିଲାମାନଙ୍କୁ ଦିଆଯିବ ନାହିଁ ଏହି ଥଣ୍ଡା-କାଶ ଔଷଧ: କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୮: କେନ୍ଦ୍ର ସରକାର ଛୋଟ ପିଲାମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ସରକାର ୪ ବର୍ଷରୁ କମ ବୟସର ପିଲାମାନଙ୍କ ପାଇଁ ଉଦ୍ଦିଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri