ଭୋପାଳ,୧୪।୭: ମଧ୍ୟପ୍ରଦେଶର କୁନୋ ନାଶନାଲ ପାର୍କରେ ଆଉ ଗୋଟିଏ ଚିତାର ମୃତ୍ୟୁ ହୋଇଛି। ଗତ ଚାରି ମାସ ମଧ୍ୟରେ ଏହାକୁ ମିଶାଇ ୮ଟି ଚିତାଙ୍କର ଜୀବନ ଯାଇଛି। ଶୁକ୍ରବାର ସକାଳେ ନାଶନାଲ ପାର୍କରେ ଆଫ୍ରିକୀୟ ଚିତା ସୁରଜର ମୃତଦେହ ମିଳିଛି। ସୁରଜର ମୃତର କାରଣ ଏବେ ଯାଏଁ ସ୍ପଷ୍ଟ ହୋଇନାହିଁ।
ଭୋପାଳ,୧୪।୭: ମଧ୍ୟପ୍ରଦେଶର କୁନୋ ନାଶନାଲ ପାର୍କରେ ଆଉ ଗୋଟିଏ ଚିତାର ମୃତ୍ୟୁ ହୋଇଛି। ଗତ ଚାରି ମାସ ମଧ୍ୟରେ ଏହାକୁ ମିଶାଇ ୮ଟି ଚିତାଙ୍କର ଜୀବନ ଯାଇଛି। ଶୁକ୍ରବାର ସକାଳେ ନାଶନାଲ ପାର୍କରେ ଆଫ୍ରିକୀୟ ଚିତା ସୁରଜର ମୃତଦେହ ମିଳିଛି। ସୁରଜର ମୃତର କାରଣ ଏବେ ଯାଏଁ ସ୍ପଷ୍ଟ ହୋଇନାହିଁ।
ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍ସିଆର୍ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍ରେ…
ଗୁଆହାଟୀ,୬।୧୦: ଭାରତୀୟ ମହିଳା କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ହରମନ୍ପ୍ରୀତ କୌରଙ୍କ ସ୍ଥାନରେ ଷ୍ଟାର୍ ବ୍ୟାଟର ସ୍ମୃତି ମନ୍ଧାନାଙ୍କୁ ଭାରତୀୟ ମହିଳା କ୍ରିକେଟ୍…
ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…
ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…
ନୂଆଦିଲ୍ଲୀ,୬।୧୦: ଦୀପାବଳି ପୂର୍ବରୁ ଦେଶର ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର ଦେଇଛନ୍ତି କେନ୍ଦ୍ର ସରକାର। ଭେରିଏବଲ୍ ଡିଅରନେସ୍ ଆଲାଉନ୍ସ (VDA)କୁ ବୃଦ୍ଧି କରିଛନ୍ତି ସରକାର। ଏହି…
ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପରେ ଭାରତୀୟ କ୍ରିକେଟ୍ ଦଳ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରିବ, ଯେଉଁଠାରେ ତିନୋଟିଯାକ ଫର୍ମାଟ୍ରେ ସିରିଜ୍ ଖେଳାଯିବ। ତେବେ ଏହି ଗୁରୁତ୍ୱପୂର୍ଣ୍ଣ…
ନୂଆଦିଲ୍ଲୀ,୬।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସିଜନ୍ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ (DC) ସୌରଭ ଗାଙ୍ଗୁଲିଙ୍କୁ ଟିମ୍ର ନୂଆ ହେଡ୍ କୋଚ୍ ଭାବେ ନିଯୁକ୍ତ କରିଛି।…
ନୂଆଦିଲ୍ଲୀ,୬।୧୦: ଦୁବାଇରୁ ତେଲ ଆଭିଭ ଯାଉଥିବା ବିମାନରେ ଜଣେ ଓମାନୀ ସହ-ପାଇଲଟ (କୋ-ପାଇଲଟ) ଭାରତୀୟ ପାଇଲଟ ସ୍ମିତ ମଚ୍ଚାରଙ୍କ ଉପରେ ଆକ୍ରମଣ କରି ବିମାନକୁ କ୍ରାସ କରାଇବାକୁ…