କଟାପାଲିରେ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ: ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୯ରେ ପହଞ୍ଚିଲା

ବରଗଡ଼ ଅଫିସ, ୨୭।୬: ବରଗଡ଼ ଜିଲାରେ ଶନିବାର ପୁଣି ଜଣେ ନୂଆ କରୋନା (କୋଭିଡ -୧୯) ପଜିଟିଭ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ଜଣଙ୍କ ବରଗଡ଼ ବ୍ଲକ କଟାପାଲି ଗ୍ରାମର ୫୮ ବର୍ଷୀୟ ବୃଦ୍ଧ। ପଜିଟିଭ ଜଣାପଡ଼ିବା ପରେ ତାଙ୍କୁ ଚିକିତ୍ସା ପାଇଁ ଭୁବନେଶରର ଏକ ଘରୋଇ ହସ୍ପିଟାଲକୁ ପଠାଯାଇଛି। ଏ ନେଇ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ ସୂଚନା ଦେଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୯ରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁଶୁଡିଯିବ ବୈତରଣୀ ସେତୁ

ରାମଚନ୍ଦ୍ରପୁର,୨୦।୪(ଗଣେଶ୍ୱର ସା)କେନ୍ଦୁଝର ଜିଲା ଘସିପୁରା ବ୍ଲକ୍‌ ଅନ୍ତର୍ଗତ ବାତୋଠା ଆମ୍ବୋକୁ ସଂଯୋଗୀକରଣ ହେଉଥିବା ବୈତରଣୀ ନଦୀର ସେତୁ ନିକଟରୁ ବେଧଡ଼କ ବାଲି ଚୋରାଚାଲାଣ ହେଉଛି। ସେହିପରି...

ମତ୍ସ୍ୟଜୀବୀଙ୍କୁ ମିଳୁନି ମୌଳିକ ସୁବିଧା

କାଳିପଦା, ୨୦।୪(ରାଜଶ୍ରୀ ପାଣିଗ୍ରାହୀ)ନିର୍ବାଚନ ପୂର୍ବରୁ ସବୁବର୍ଗର ଲୋକଙ୍କୁ ଖୁସି କରିବା ଲାଗି ବିଭିନ୍ନ ଲୋଭନୀୟ ଯୋଜନା ମାଧ୍ୟମରେ ସରକାର ଲୋକଙ୍କ ପାଖରେ ପହଞ୍ଚାଇବାକୁ ଚେଷ୍ଟା କରୁଛନ୍ତି।...

ଖରାରେ ଖଟୁଛନ୍ତି ଶ୍ରମିକ

ବାରିପଦା,୨୦ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ)ପ୍ରଚଣ୍ଡ ରୌଦ୍ରତାପକୁ ନେଇ ନିଦ୍ଦିଷ୍ଟ ସମୟ ମଧ୍ୟରେ ଶ୍ରମିକମାନେ କାର୍ଯ୍ୟ କରିବାକୁ ରାଜ୍ୟ ସରକାର ନିର୍ଦ୍ଦେଶନାମା ଜାରି କରିଥିବା ବେଳେ ମୟୂରଭଞ୍ଜ ଜିଲାରରେ...

ଗଞ୍ଜାମ ଜିଲାରେ ମହିଳାଙ୍କୁ ପ୍ରାର୍ଥୀ କରିନି ଭାଜପା

ବ୍ରହ୍ମପୁର,୨୦ା୪(ନରସିଂହ ସାହୁ)ମହିଳା ଭୋଟରଙ୍କୁ ନଜରରେ ରଖି ଭାଜପାର ନିର୍ବାଚନୀ ଇସ୍ତାହାରରେ ନାରୀ ଶକ୍ତି ବନ୍ଧନକୁ ଗୁରୁତ୍ୱ ଦିଆଯାଇଛି। ତେବେ ଗଞ୍ଜାମ ଜିଲାର ୧୩ ବିଧାନସଭା ନିର୍ବାଚନ...

ବଢ଼ୁଛି ଖରା, ପିଇବାକୁ ପାଣି ନାହିଁ

କେନ୍ଦ୍ରାପଡ଼ା, ୨୦ା୪ (ଜଗନ୍ନାଥ ଧଳ)କେନ୍ଦ୍ରାପଡ଼ା ଜିଲାରେ ଉତ୍ତାପ ୪୨ ଡିଗ୍ରୀ ଉପରେ ଅଛି। ମହାନଦୀ, ବ୍ରାହ୍ମଣୀ ଓ ବୈତରଣୀ ସିଷ୍ଟମ୍‌ରେ ଥିବା ୭ ନଦୀ ଶୁଖିଲା...

ଖଣି ବିଭାଗର ଡ୍ରୋନ୍‌ କ୍ୟାମେରାରେ ମାପଚୁପ

ଯାଜପୁର,୨୦।୪ (ହର୍ଷବର୍ଦ୍ଧନ ବେହେରା)ଦ୍ରୁତ ଶିଳ୍ପାୟନ ରାଜ୍ୟର ଆର୍ଥିକ ଅଭିବୃଦ୍ଧି ସହ ଅଧିକରୁ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ ବୋଲି ରାଜ୍ୟ ସରକାର ଦାବି କରୁଛନ୍ତି।...

ଛାତ୍ରୀଛାତ୍ରଙ୍କ ଦୁର୍ଦ୍ଦଶାର ହେଉନି ଅନ୍ତ

ଡେରାବିଶ, ୨୦ା୪ (ବେବର୍ତ୍ତା ଅଜୟ ଦାସ)କେନ୍ଦ୍ରାପଡ଼ା ଜିଲା ଅନ୍ତର୍ଗତ ଡେରାବିଶ ବ୍ଲକ କୁରୁଜଙ୍ଗାଠାରେ ୨୦୨୨ରେ ଖୋଲାଯାଇଥିବା ଆଦର୍ଶ ବିଦ୍ୟାଳୟ ଏବେ ବି ସମସ୍ୟା ଘେରରେ। ଏହି...

୬ ମାସ ହେବ ପାନୀୟ ଜଳ ପ୍ରକଳ୍ପ ଅଚଳ

ନାଉଗାଁ ,୨୦ା୪(ସୁଧା ବେହୁରା)ଗ୍ରୀଷ୍ମ ପ୍ରବାହ ଦିନକୁ ଦିନ ବୃଦ୍ଧି ପାଇ ଚାଲିଥିବାବେଳେ ସକାଳ ୯ଟା ପରେ ଘରୁ ବାହାରିବା କଷ୍ଟସାଧ୍ୟ ହୋଇପଡୁଛି। ଏନେଇ ପାନୀୟ ଜଳର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri