କଟାପାଲିରେ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ: ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୯ରେ ପହଞ୍ଚିଲା

ବରଗଡ଼ ଅଫିସ, ୨୭।୬: ବରଗଡ଼ ଜିଲାରେ ଶନିବାର ପୁଣି ଜଣେ ନୂଆ କରୋନା (କୋଭିଡ -୧୯) ପଜିଟିଭ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ଜଣଙ୍କ ବରଗଡ଼ ବ୍ଲକ କଟାପାଲି ଗ୍ରାମର ୫୮ ବର୍ଷୀୟ ବୃଦ୍ଧ। ପଜିଟିଭ ଜଣାପଡ଼ିବା ପରେ ତାଙ୍କୁ ଚିକିତ୍ସା ପାଇଁ ଭୁବନେଶରର ଏକ ଘରୋଇ ହସ୍ପିଟାଲକୁ ପଠାଯାଇଛି। ଏ ନେଇ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ ସୂଚନା ଦେଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୯ରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

‘କରୋନା ଫ୍ଲୁ ନୁହେଁ, ଏକ ଆକ୍ରମଣ’

ଓ୍ବାଶିଂଟନ,୨୪ା୪: କରୋନା ସଂକ୍ରମଣ ରୋକିବା ପାଇଁ ବିପୁଳ ଡଲାର ଢାଳିଦେବା ପରିବର୍ତ୍ତେ ଆଉ କିଛି ବିକଳ୍ପ ନାହିଁ। ଏହି ଭାଇରସ୍‌ ଏକ ଫ୍ଲୁ ନୁହେଁ, ବରଂ...

ଲୋକସେବା ଭବନରେ କରୋନା କଟକଣା: କମିଲା କର୍ମଚାରୀଙ୍କ ସଂଖ୍ୟା

ଭୁବନେଶ୍ୱର,୨୩।୩(ବ୍ୟୁରୋ): କରୋନା ଭାଇରସ୍‌ ସମଗ୍ର ବିଶ୍ୱରେ କାୟା ବିସ୍ତାର କରିଚାଲିଥିବା ବେଳେ ଭାରତରେ ମଧ୍ୟ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିଚାଲିଛି। ଏହି ଘାତକ ଭୂତାଣୁର...

ଅସହାୟଙ୍କୁ ରନ୍ଧାଖାଦ୍ୟ ପ୍ରଦାନ

ଭଣ୍ଡାରିପୋଖରୀ ,୫।୪ (ଡ଼ି.ଏନ.ଏ): ସରକାରଙ୍କ ନିର୍ଦ୍ଦେଶ କ୍ରମେ ଗ୍ରାମାଞ୍ଚଳରେ ଵସବାସ କରୁଥିବା ଅସହାୟ ଲୋକମାନଙ୍କୁ ରନ୍ଧାଖାଦ୍ୟ ବଣ୍ଟନ କରାଯାଉଛି। ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ରଣଜିତ...

କରୋନା ମୁକାବିଲା ଚିନ୍ତା: ଏମ୍‌କେସିଜିରେ ଖୋଲାଯାଇଛି ସ୍ବତନ୍ତ୍ର ଓ୍ବାର୍ଡ, ହୋଲି ନ ଖେଳିବାକୁ ଜିଲାପାଳଙ୍କ ପରାମର୍ଶ

ଛତ୍ରପୁର,୮ା୩(ଡି.ଏନ୍‌.ଏ.)- କରୋନା ଭାଇରସ୍‌ ନେଇ ସତର୍କତା ଅବଲମ୍ବନ ପରିପ୍ରେକ୍ଷୀରେ ବାହାରେ ହୋଲି ନ ଖେଳିବାକୁ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଜନସାଧାରଣଙ୍କୁ ରବିବାର ପରାମର୍ଶ...

ଚାଉଳ, ଭତ୍ତା ପାଇଁ ପାହାଡ଼ ଚଢି ଯାଉଛନ୍ତି ଗ୍ରାମବାସୀ

ଫିରିଙ୍ଗିଆ,୨୫ା୮-ଫିରିଙ୍ଗିଆ ବ୍ଲକ ଭୁଙ୍ଗିଯୋଡି ପଞ୍ଚାୟତ ଗାଜୁରିଘାଟି ଓ ମହଲିଙ୍ଗିଆ ଗ୍ରାମକୁ ରାସ୍ତା ନାହିଁ। ପଞ୍ଚାୟତ ସଦର ମହକୁମା ଠାରୁ ଏହି ୨ଗ୍ରାମ ପ୍ରାୟ ୬ କିମି...

ପୁଅକୁ ତାଲା ପକାଇ ରଖୁଥିଲେ ମା’

କଟକ ଅଫିସ,୧୮ା୧୧: ୯ ବର୍ଷର ନାବାଳକଙ୍କୁ ଘର ଭିତରେ ରଖି ବାହାର ପଟୁ ତାଲା ଦେଇ କର୍ମକ୍ଷେତ୍ରକୁ ଯାଉଥିଲେ ମା’। ସିଡିଏ ବିରେନ ମିତ୍ର ପାର୍କ...

୫ ଜଣଙ୍କୁ ନେଇ ହେବ ଶ୍ରୀଦଧିବାମନଜୀଉଙ୍କ ସ୍ନାନଯାତ୍ରା  

ମନମୁଣ୍ଡା,୨୯।୫ (ଡି.ଏନ.ଏ.)- ଚଳିତବର୍ଷ କରୋନା କଟକଣା ଯୋଗୁ ବୌଦ୍ଧ ଜିଲା କଣ୍ଟାମାଳ ବ୍ଲକ ମନମୁଣ୍ଡାଠାରେ ଥିବା ଶ୍ରୀଦଧିବାମନଜୀଉଙ୍କ ସ୍ନାନଯାତ୍ରା ରୀତିନୀତି ପୂଜକଙ୍କ ସମେତ ୫ ଜଣଙ୍କୁ...

ସମ୍ପର୍କୀୟଙ୍କ ମୃତଦେହ ସଂସ୍କାର କରିବାକୁ ଆସି କୋଲାବ ଜଳଭଣ୍ଡାରରେ ବୁଡ଼ିଗଲେ ବୃଦ୍ଧ

କୋରାପୁଟ,୮ା୧୦(ସ୍ବ.ପ୍ର.): କୋରାପୁଟସ୍ଥିତ କୋଲାବ ଜଳଭଣ୍ଡାରରେ ବୁଡ଼ି ଜଣେ ବୃଦ୍ଧଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। କୋରାପୁଟ ଓଡ୍ରାଫ୍‌ ଟିମ୍‌ ପକ୍ଷରୁ ଗୁରୁବାର ସକାଳେ ଜଳଭଣ୍ଡାରରେ ଦୀର୍ଘ ସମୟ...

Coronavirus Update

Archives

Model This Week

Why Dharitri