Posted inUncategorized

ବରଗଡ଼ରେ ପୁଣି ଜଣେ କରୋନା ପଜିଟିଭ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୧୬୮ରେ ପହଞ୍ଚିଲା

ବରଗଡ଼ ଅଫିସ,୧୦।୭: ବରଗଡ଼ ଜିଲାରେ ଶୁକ୍ରବାର ପୁଣି ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ଜଣଙ୍କ ବରଗଡ଼ ପୌର ପରିଷଦ ଅନ୍ତର୍ଗତ ୱାର୍ଡ ନଂ. ୫ର ଜଣେ ୫୩ ବର୍ଷୀୟ ମହିଳା। ସେ ହୃଦ୍‌ରୋଗରେ ଅସୁସ୍ଥ ହୋଇ ଭୁବନେଶ୍ୱର ଏମ୍ସ ହସ୍ପିଟାଲରେ ଚିକିତ୍ସାଧିନ ଥିଲେ। ସେଠାରେ ତାଙ୍କ ସ୍ବାବ ନମୁନା ପରୀକ୍ଷା ପରେ ପଜିଟିଭ ଆସିଥିଲା। ଫଳରେ ତାଙ୍କୁ କିମ୍ସ କୋଭିଡ୍‌ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଥିବା ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ ସୂଚନା ଦେଇଛନ୍ତି। ଏହାକୁ ମିଶାଇ ବରଗଡ଼ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୬୮ରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inUncategorized View All

ବୋଲ୍ଡ ଫଟୋ ଶେୟାର କଲେ ବିପାଶା

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ବିପାଶା ବସୁ କରନ ସିଂ ଗ୍ରୋଭରଙ୍କୁ ବିବାହ କରିବା ପରେ ଆଉ ଫିଲ୍ମ ଦୁନିଆରେ ଦେଖିବାକୁ ମିଳୁନାହାନ୍ତି। କିନ୍ତୁ ସୋସିଆଲ ମିଡିଆରେ...

ବାପା ହେଲେ ଏହି ଭାରତୀୟ କ୍ରିକେଟର୍‌

ଗୁଣ୍ଟୁର, ୧୩।୭- ନିଜର ଦମ୍‌ଦାର ବ୍ୟାଟିଂ ବଳରେ ଭାରତକୁ ଅନେକ ମ୍ୟାଚ୍‌ରେ ବିଜୟୀ କରାଇଥିବା ବ୍ୟାଟ୍ସମ୍ୟାନ ଅମ୍ବାତି ରାୟୁଡ଼ୁଙ୍କ ପାଇଁ ଖୁସି ଖବର। ରାୟୁଡ଼ୁ ପିତୃତ୍ୱ...

୨୫ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଗଞ୍ଜେଇ ସହ ଟ୍ରକ ଜବତ: ୩ ଗିରଫ

ସୁନ୍ଦରଗଡ଼,୧୩।୧୧(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଟାଉନ ଥାନା ଅଞ୍ଚଳରେ ଚୋରାରେ ଚାଲାଣ ହେଉଥିବା ସାଢ଼େ ୫ କ୍ୱିଣ୍ଟାଲ ଗଞ୍ଜେଇ ସହ ଏକ ଟ୍ରକକୁ ଜବତ କରିଛି ପୋଲିସ। ଜବତ...

ବନ୍ୟପ୍ରାଣୀ, ବନ କର୍ମଚାରୀଙ୍କ ସୁରକ୍ଷା ଚିନ୍ତା

ଭୁବନେଶ୍ୱର,୧୭ା୪(ବ୍ୟୁରୋ): ଲକ୍‌ଡାଉନ୍‌ ଓ କରୋନା କଟକଣାରୁ ମୁକ୍ତ ରହିଛି ରାଜ୍ୟ ଜଙ୍ଗଲ ଓ ପରିବେଶ ବିଭାଗର କାର୍ଯ୍ୟ। ତେବେ ସଂକ୍ରମଣ ଭୟ ଥିବାରୁ ଚିନ୍ତା ବଢ଼ିଛି।...

ଏହି ଅଭିନେତାଙ୍କୁ ‘ପାପାଜୀ’ ଡାକନ୍ତି ସ୍ତ୍ରୀ

ଅଭିନେତା ତଥା ମଡେଲ ମିଲିନ୍ଦ ସୋମେନ୍‌ ପ୍ରାୟତଃ ଚର୍ଚ୍ଚାରେ ଥାନ୍ତି। କେତେବେଳେ ସେ ନିଜ ଫିଟନେସ୍‌ ପାଇଁ ତ, ଆଉ କେତେବେଳେ ସ୍ତ୍ରୀ ଅଙ୍କିତା କୁଅଁରଙ୍କ...

କାର୍ଯ୍ୟାନୁଷ୍ଠାନ ନ ନିଆଯିବାରୁ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ବଳାତ୍କାରୀ ପୀଡ଼ିତା

ଜୟପୁର,୨୯।୭: ଜୟପୁରରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ସହରର ବୈଶାଳୀ ନଗର ଥାନାରେ ଏକ ବଳାତ୍କାର ମାମଲାରେ କାର୍ଯ୍ୟାନୁଷ୍ଠାନ ନ ନିଆଯିବାରୁ ବଳାତ୍କାରୀ ପୀଡ଼ିତା...

ପିଆର୍‌ଏମ୍‌ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲ: ସଫେଇ ସଂସ୍ଥାଠାରୁ ଦାୟିତ୍ୱ ପ୍ରତ୍ୟାହାର

ବାରିପଦା ଅଫିସ,୧୪।୯- ବଣପାହାଡ଼ ଘେରା ତଥା ଆଦିବାସୀ ଅଧ୍ୟୁଷିିତ ମୟୂରଭଞ୍ଜ ଜିଲାର ଅପହଞ୍ଚ ଇଲାକାର ଲୋକଙ୍କୁ ସ୍ବାସ୍ଥ୍ୟସେବା ଯୋଗାଇବା ପାଇଁ ରାଜ୍ୟ ସରକାର କେନ୍ଦ୍ରୀୟ ଅନୁଦାନରେ...

ଧରିତ୍ରୀ କାର୍ଟୁନ୍‍ – Dharitri Cartoon

ଧରିତ୍ରୀ କାର୍ଟୁନ୍‍

Coronavirus Update

Archives

Model This Week

Why Dharitri