ବରଗଡ଼ରେ ପୁଣି ଜଣେ କରୋନା ପଜିଟିଭ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୧୬୮ରେ ପହଞ୍ଚିଲା

ବରଗଡ଼ ଅଫିସ,୧୦।୭: ବରଗଡ଼ ଜିଲାରେ ଶୁକ୍ରବାର ପୁଣି ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ଜଣଙ୍କ ବରଗଡ଼ ପୌର ପରିଷଦ ଅନ୍ତର୍ଗତ ୱାର୍ଡ ନଂ. ୫ର ଜଣେ ୫୩ ବର୍ଷୀୟ ମହିଳା। ସେ ହୃଦ୍‌ରୋଗରେ ଅସୁସ୍ଥ ହୋଇ ଭୁବନେଶ୍ୱର ଏମ୍ସ ହସ୍ପିଟାଲରେ ଚିକିତ୍ସାଧିନ ଥିଲେ। ସେଠାରେ ତାଙ୍କ ସ୍ବାବ ନମୁନା ପରୀକ୍ଷା ପରେ ପଜିଟିଭ ଆସିଥିଲା। ଫଳରେ ତାଙ୍କୁ କିମ୍ସ କୋଭିଡ୍‌ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଥିବା ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ ସୂଚନା ଦେଇଛନ୍ତି। ଏହାକୁ ମିଶାଇ ବରଗଡ଼ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୬୮ରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ବିଲ ପୌର ବ୍ୟାଙ୍କ ଖାତାରୁ ୨.୪୫ କୋଟି ଟଙ୍କା ହଡ଼ପ ଘଟଣା: ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ଇଓଡବ୍ଲ୍ୟୁ

ବଡ଼ବିଲ, ୨୮।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡବିଲ ପୌରକାର୍ଯ୍ୟାଳୟର ବ୍ୟାଙ୍କ ଖାତାରୁ ୨.୪୫ କୋଟି ଟଙ୍କା ଗାଏବ ଘଟଣାରେ ଇଓଡବ୍ଲ୍ୟୁ (ଇକୋନୋମିକ ଅଫେନ୍ସ ୱିଙ୍ଗ) ରବିବାର ଆଉ ଜଣେ...

ନଦୀଗର୍ଭରେ ଖସିପଡିଲା ଟ୍ରଲର, ଜଣେ ମୃତ

ଢେଙ୍କାନାଳ ଅଫିସ,୧୯।୨: ଢେଙ୍କାନାଳ ଜିଲା ତୁମୁଶିଙ୍ଗା ଥାନା ବ୍ରାହ୍ମଣୀ ନଦୀର କମଗରା ଘାଟ ନିକଟରେ ଏକ ଦୁର୍ଘଟଣା ଘଟିଛି। ଶନିବାର ଭୋର ସମୟରେ ଏକ ୨୨...

ମନ୍ଥର ଗତିରେ ଚାଲିଛି ଧାନକିଣା

ଖୋର୍ଦ୍ଧା ଅଫିସ,୪ା୩: ଖୋର୍ଦ୍ଧା ଜିଲାରେ ଧାନକିଣାରେ ବ୍ୟାପକ ଅବ୍ୟବସ୍ଥା ଲାଗି ରହିଛି। ମଣ୍ଡିରେ ଧାନବସ୍ତା ରଖି ଚାଷୀ ଜଗି ବସିଥିବା ବେଳେ ମିଲର୍ସ ବିଭିନ୍ନ ଆଳ...

ରାଜସ୍ଥାନର ସମସ୍ତ ୯ ଓମିକ୍ରନ୍ ଆକ୍ରାନ୍ତଙ୍କ ରିପୋର୍ଟ ଆସିଲା ନେଗେଟିଭ୍‌

ଜୟପୁର,୧୦ ।୧୨: କରୋନାର ନୂଆ ଭାରିଏଣ୍ଟ ଓମିକ୍ରନ୍ ଦ୍ୱାରା ଆକ୍ରାନ୍ତ ହୋଇଥିବା ରାଜସ୍ଥାନର ସମସ୍ତ ୯ ଜଣଙ୍କ ରିପୋର୍ଟ ନେଗେଟିଭ ଆସିଛି । ରାଜସ୍ଥାନ ସ୍ୱାସ୍ଥ୍ୟ...

କୁଲଡ଼ିହା ସ୍ଥିତି ସମୀକ୍ଷା କଲେ କେନ୍ଦ୍ରମନ୍ତ୍ରୀ

ସଜନାଗଡ଼, ୧୩।୩(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳରେ ଥିବା କୁଲଡ଼ିହା ଅଭୟାରଣ୍ୟରେ ଦୀର୍ଘ ଏକ ସପ୍ତାହରୁ ଊର୍ଦ୍ଧ୍ୱ ହେବ ନିଆଁ ଲାଗି ବୃକ୍ଷଲତା ପୋଡି ପାଉଁଶ ହୋଇଯାଇଛି।...

୬ଘଣ୍ଟାରେ ୨୦ ବାଇକ୍‌ ଜବତ

ବଡ଼ସାହି,୯ା୪(ସ୍ବ.ପ୍ର.)-କରୋନା ମୁକାବିଲା ପାଇଁ ସାରା ଦେଶ ଲକ୍‌ଡାଉନରେ ରହିଛି। ସରକାରଙ୍କ ନିୟମକୁ ଊଲ୍ଲଂଘନ କରି କେତେକ ଅସାମାଜିକ ଯୁବକ ବାଇକ ଯୋଗେ ଏଣେ ତେଣେ ବୁଲୁଥିବା...

୧୫ ହଜାର ତଳେ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ,୧୭।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ପାର୍ବଣ ଯୋଗୁ ବୃଦ୍ଧି...

ଘରୁ ବଜାର ଯାଉଛି କହି ଆସିଥିଲେ ରଞ୍ଜନ : ତିନିଦିନ ପରେ ମିଳିଲା ମୃତଦେହ

ବରୀ,୧୭।୯(ଡି.ଏନ୍‌.ଏ.): ଯାଜପୁର ଜିଲା ବରୀ ବ୍ଲକ ଇଶାଣପୁର ପଞ୍ଚାୟତ ଶଙ୍କରାକୁଳ ଗ୍ରାମର ରଞ୍ଜନ କୁମାର କର(୩୯) ଦୀର୍ଘ ତିନି ଦିନ ଧରି ବନ୍ୟା ଜଳରେ ଭାସି...

Advertisement
Archives

Model This Week