Posted inଜାତୀୟ

ଦିଲ୍ଲୀ ଏମ୍ସରେ ପୁଣି ସାଇବର ଆକ୍ରମଣ…

ନୂଆଦିଲ୍ଲୀ,୬।୬ : ନୂଆଦିଲ୍ଲୀସ୍ଥିତ ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସ (ଏମ୍ସ) ରେ ପୁଣି ସାଇବର ଆକ୍ରମଣ ହୋଇଛି। ଏମ୍ସ ନୂଆଦିଲ୍ଲୀ ପକ୍ଷରୁ ଏନେଇ ଟୁଇଟ କରାଯାଇଛି। ଏମ୍ସ ପ୍ରଶାସନ ଦ୍ୱାରା ଅଂଶୀଦାର ହୋଇଥିବା ସୂଚନାରେ ଦର୍ଶାଯାଇଛି ହସ୍ପିଟାଲର ସାଇବର ସୁରକ୍ଷା ବ୍ୟବସ୍ଥା ଦ୍ୱାରା ଅପରାହ୍ନ ୨ଟା ୫୦ରେ ମାଲୱେୟାର ଆକ୍ରମଣ ଚିହ୍ନଟ ହୋଇଥିଲା।

ଏମ୍ସ ପ୍ରଶାସନ କହିଛି ଏହି ସାଇବର ଆକ୍ରମଣକୁ ସଫଳତାର ସହ ବିଫଳ କରି ଦିଆଯାଇଛି। ନିୟୋଜିତ ସାଇବର ସୁରକ୍ଷା ବ୍ୟବସ୍ଥା ସେମାନଙ୍କର କାର୍ଯ୍ୟ କରିଥିଲା ଏବଂ ବିପଦକୁ ହଟାଇ ଦିଆଯାଇଥିଲା। ବର୍ତ୍ତମାନ ଇ-ହସ୍ପିଟାଲ ସେବା ସମ୍ପୂର୍ଣ୍ଣ ସୁରକ୍ଷିତ। ଡାକ୍ତରଖାନା ପ୍ରଶାସନର ସମସ୍ତ ସେବା ସାଧାରଣ ଭାବରେ କାର୍ଯ୍ୟ କରୁଛି ।


Enter your email to get our daily news in your inbox.

All Right Reserved By Dharitri.Com

ଜୁକରବର୍ଗଙ୍କୁ ଅଲ୍ଟିମେଟମ ଦେଲେ ସରକାର: କ୍ଷମା ମାଗ ନଚେତ୍‌…

ନୂଆଦିଲ୍ଲୀ,୫।୮: ଫେସବୁକରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭିଡିଓ ଡିଲିଟ କରିବା ସମ୍ପର୍କରେ ସଂସଦୀୟ କମିଟି କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି। ସୂତ୍ର ଅନୁଯାୟୀ, ଯୋଗାଯୋଗ ଏବଂ ସୂଚନା…

୧୮ ବର୍ଷର ଛାତ୍ର ହେଲେ କଲେଜ ପ୍ରଫେସର: ଭାଙ୍ଗିଗଲା ୩୦୬ ବର୍ଷର ପୁରୁଣା ରେକର୍ଡ

ଯେଉଁ ବୟସରେ ଅଧିକାଂଶ ଛାତ୍ର ସେମାନଙ୍କର କଲେଜ ଶିକ୍ଷା ଆରମ୍ଭ କରୁଛନ୍ତି, ସେହି ବୟସରେ ଆମେରିକାର ଜଣେ ଯୁବକ କଲେଜ ପ୍ରଫେସର ଭାବରେ ଛାତ୍ରମାନଙ୍କୁ ପାଠ ପଢ଼ାଉଛନ୍ତି।…

ଭାଙ୍ଗିଲା କେନାଲ: ଉଜୁଡିଲା ଚାଷୀଙ୍କ ଫସଲ

ରିଷିଡା,୫।୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା ଉତେଇ ଜଳସେଚନ ବିଭାଗ ପକ୍ଷରୁ କର୍ଲାମୁଣ୍ଡା ବ୍ଲକ ରାଜପୁର ଗ୍ରାମର ଭୋରପଡା( ଆର ୧) ସବମାଇନର କେନାଲ ବିଭିନ୍ନ ସ୍ଥାନରେ ନୂତନ…

ଜନ୍ତର-ମନ୍ତରରେ ଆନ୍ଦୋଳନ ପଛରେ ପାକିସ୍ତାନର ଷଡ଼ଯନ୍ତ୍ର! ହେଲା ବଡ଼ ପର୍ଦ୍ଦାଫାଶ, ISI ମଡ୍ୟୁଲର ୯ ଲୋକ…

ନୂଆଦିଲ୍ଲୀ,୫।୮: ଅମୃତସର କମିଶନରେଟ ପୋଲିସ ଆଇଏସଆଇ (ISI) ସମର୍ଥିତ ଦୁଇଟି ଆତଙ୍କବାଦୀ ମଡ୍ୟୁଲର ପର୍ଦ୍ଦାଫାଶ କରିଛି ଏବଂ ଏହି ମାମଲାରେ ମୋଟ ୯ ଜଣ ଅଭିଯୁକ୍ତଙ୍କୁ ଗିରଫ…

ଆନାଲଗ ପନିର ବ୍ୟାନ୍‌: ଜାଣନ୍ତୁ ଏହା କ’ଣ

ମୁମ୍ବାଇ,୫।୮: ଜନସ୍ବାସ୍ଥ୍ୟକୁ ପ୍ରାଥମିକତା ଦେଇ ମହାରାଷ୍ଟ୍ର ସରକାର ରାଜ୍ୟ ମଧ୍ୟରେ ଆନାଲଗ ପନିର(ନକଲି କିମ୍ବା ନନ୍‌-ଡାୟରୀ ପନିର) ଉତ୍ପାଦନ, ବିକ୍ରୟ, ରଖିବା, ପରିବହନ ଏବଂ ବଣ୍ଟନ ଉପରେ…

ଅଗରକରଙ୍କ ହେବ ଛୁଟି! ତାଙ୍କୁ ସ୍ଥାନ ନେଇପାରନ୍ତି ଏହି ମହାନ ଖେଳାଳି

ନୂଆଦିଲ୍ଲୀ,୫।୮: ଅଜିତ ଅଗରକରଙ୍କୁ ଟିମ ଇଣ୍ଡିଆର ମୁଖ୍ୟ ଚୟନକର୍ତ୍ତା ପଦରୁ ହଟାଯାଇପାରେ। ବିସିସିଆଇ ଏହି ଦାୟିତ୍ୱ ସେଣ୍ଟର ଅଫ ଏକ୍ସଲେନ୍ସ (ସିଓଇ)ର ମୁଖ୍ୟ ଭିଭିଏସ ଲକ୍ଷ୍ମଣଙ୍କୁ ଦେଇପାରେ।…

ମୋବାଇଲ୍‌ ନ ଦେବାକୁ ଚରମ ନିଷ୍ପତ୍ତି ନେଲେ ସପ୍ତମ ଶ୍ରେଣୀ ଛାତ୍ର: ଘରେ ଖେଳିଗଲା…

ସୁରତ,୫।୮:ଗୁଜରାଟର ସୁରତରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ମୋବାଇଲ ଫୋନ ନିଶା ପିଲାମାନଙ୍କ ଜୀବନ ଉପରେ କେତେ ପ୍ରଭାବ ପକାଇପାରେ ତାହାର ଏକ ହୃଦୟ ବିଦାରକ…

ଆଜିଠୁ ଚମକିବ ଏହି ୬ ରାଶିର ଭାଗ୍ୟ: ବୁଧ କର୍କଟ ରାଶିରେ ପ୍ରବେଶ….

ଆଜି ବୁଧ ମିଥୁନ ରାଶିରୁ କର୍କଟ ରାଶିକୁ ପ୍ରବେଶ କରୁଛନ୍ତି। ଜ୍ୟୋତିଷ ଶାସ୍ତ୍ରରେ ବୁଧକୁ ବୁଦ୍ଧି, ଯୋଗାଯୋଗ, ଶିକ୍ଷା, ବ୍ୟବସାୟ, ଧନ ଏବଂ ଚିନ୍ତା ପ୍ରକ୍ରିୟାର ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri