ବରଗଡ଼ରୁ ପୁଣି ଜଣଙ୍କ କରୋନାରେ ମୃତ୍ୟୁ: ଆକ୍ରାନ୍ତଙ୍କ ସଂଖ୍ୟା ୮୩୨୪ରେ ପହଞ୍ଚିଲା

ବରଗଡ଼ ଅଫିସ,୨୪।୧୦: ବରଗଡ ଜିଲାରେ କରୋନା (କୋଭିଡ-୧୯) ସଂକ୍ରମଣ ଥମିବାର ନାଁ ନେଉ ନାହିଁ। ସେହିପରି ସଂକ୍ରମିତ ଓ ମୃତକଙ୍କ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ପୁଣି ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଶନିବାର ସୂଚନା ଦିଆଯାଇଛି। ମୃତକ ବୟସ ୫୩ ବର୍ଷ ଏବଂ ସେ ଉଚ୍ଚ ରକ୍ତଚାପ ଓ ମଧୁମେହ ରୋଗରେ ମଧ୍ୟ ଆକ୍ରାନ୍ତ ଥିବା ସୂଚନା ଦିଆଯାଇଛି। ଏହାକୁ ମିଶାଇ ସରକାରୀ ସୂଚନା ମୁତାବକ ଜିଲାରେ ମୃତକଙ୍କ ସଂଖ୍ୟା ୧୭ରେ ପହଞ୍ଚିଛି ।
ସେହିପରି ଜିଲାରେ ପୁଣି ୫୬ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୫ଜଣ ମହିଳା ଓ ୪୧ଜଣ ପୁରୁଷ ଅଛନ୍ତି। ନୂଆ ଆକ୍ରାନ୍ତ ମଧ୍ୟରେ ୩ଜଣ ଶିଶୁ ରହିଛନ୍ତି। ବର୍ତ୍ତମାନ ସୁଦ୍ଧା ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୮୩୨୪ରେ ପହଞ୍ଚିଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୭ଜଣକର ମୃତ୍ୟୁ ହୋଇଛି ଏବଂ ୭୭୬୭ ଜଣ ସୁସ୍ଥ ହୋଇଛନ୍ତି ବୋଲି ସରକାରୀ ଭାବେ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri