Posted inଖେଳ

ଓଡ଼ିଶା ଏଫ୍‌ସିର ଆଉ ଏକ ପରାଜୟ

ବାମ୍ବୋଲିମ୍‌, ୨।୨: ଚଳିତ ଇଣ୍ଡିଆନ ସୁପରଲିଗ୍‌ (ଆଇଏସ୍‌ଏଲ୍‌)ରେ ଓଡ଼ିଶା ଏଫ୍‌ସି ଆଉ ଏକ ପରାଜୟ ବରଣ କରିଛି। ସୋମବାର ଅନୁଷ୍ଠିତ ସଂଘର୍ଷପୂର୍ଣ୍ଣ ମ୍ୟାଚରେ ଦଳ ୦-୧ ଗୋଲରେ ଜାମସେଦପୁର ଏଫ୍‌ସି ନିକଟରୁ ହାରି ଯାଇଛି। ମ୍ୟାଚର ୪୧ତମ ମିନିଟରେ ମହମ୍ମଦ ମୋବାସିର ଦେଇଥିବା ଗୋଲଟି ଶେଷରେ ନିର୍ଣ୍ଣାୟକ ହୋଇଥିଲା। ଗୋଲ ପରିଶୋଧ ପାଇଁ ଭୁବନେଶ୍ୱର ଭିତ୍ତିକ ଦଳ ଜୋରଦାର ଉଦ୍ୟମ କରିଥିଲେ ହେଁ ସଫଳ ହୋଇ ନ ଥିଲା। ଫଳରେ ୧୪ ମ୍ୟାଚରୁ ୮ମ ପରାଜୟ ବରଣ କରିଛି ଓଡ଼ିଶା। ଦଳ ମାତ୍ର ଗୋଟିଏ ମ୍ୟାଚ ଜିତି ପାରିଥିବାବେଳେ ୫ଟିରେ ପଏଣ୍ଟ ଭାଗ କରିବାକୁ ସକ୍ଷମ ହୋଇଛି। ଫଳରେ ୮ ପଏଣ୍ଟରେ ସ୍ଥିର ରହି ଟେବୁଲର ସର୍ବନିମ୍ନ ସ୍ଥାନରେ ଅପରିବର୍ତ୍ତିତ ରହିଛି। ଅନ୍ୟପକ୍ଷରେ ଜାମସେଦପୁର ଏଫ୍‌ସି ୧୫ ମ୍ୟାଚରୁ ୪ର୍ଥ ବିଜୟ ସହ ୧୮ ପଏଣ୍ଟରେ ପହଞ୍ଚତ୍ ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପରମ୍ପରା କାହିଁକି ଭାଙ୍ଗିଲେ ଜୟ ଶାହା? ସେ ଜଣେ ପାକିସ୍ତାନୀ ଖେଳାଳିଙ୍କ ସହ ସର୍ବସାଧାରଣରେ ହାତ ମିଳାଇଲେ

ନୂଆଦିଲ୍ଲୀ,୮।୬: ଭାରତ ଏବଂ ପାକିସ୍ତାନ ମଧ୍ୟରେ ସମ୍ପର୍କ ଏତେ ଖରାପ ହୋଇଯାଇଛି ଯେ ଉଭୟ ଦେଶର ଖେଳାଳିମାନେ କ୍ରିକେଟ ପଡ଼ିଆରେ ହାତ ମିଳାନ୍ତି ନାହିଁ। ପାକିସ୍ତାନ ଲଗାତାର…

ଖାଲି କ୍ରିକେଟ ଖେଳିବାକୁ ଆସିନି, ୧୦-୨୦ ବର୍ଷ ଯାଏ ଡୋମିନେଟ୍‌ କରିବାକୁ ଚାହୁଁଛି: ବୈଭବଙ୍କ…

ନୂଆଦିଲ୍ଲୀ,୭।୬: ଆଇପିଏଲ୍‌ ୨୦୨୬ରେ ନିଜର ବିସ୍ଫୋରକ ବ୍ୟାଟିଂ ଦ୍ୱାରା ସାରା ବିଶ୍ୱକୁ ଚକିତ କରିଥିବା ୧୫ ବର୍ଷର ଯୁବ କ୍ରିକେଟରବୈଭବ ସୂର୍ଯ୍ୟବଂଶୀଙ୍କୁ ଶନିବାର ଦିନ ଏକ ବଡ଼…

ଟିମ ଇଣ୍ଡିଆରେ ଏଣ୍ଟ୍ରି ପରେ ବିଜ୍ଞାପନ ବଜାରରେ ଛାଇଗଲେ ସୂର୍ଯ୍ୟବଂଶୀ; କିନ୍ତୁ ବିରାଟ-ରୋହିତଙ୍କ ଭଳି କରିପାରିବେନି ସବୁ ବ୍ରାଣ୍ଡର ପ୍ରଚାର, ଜାଣନ୍ତୁ କାହିଁକ?

ନୂଆଦିଲ୍ଲୀ,୭।୬: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ଗସ୍ତ ସହିତ ଏସିଆନ ଗେମ୍ସ ପାଇଁ ମଧ୍ୟ ନିଜର ଟି-୨୦ ଦଳ ଘୋଷଣା କରିସାରିଛି।…

‘ସ୍ବପ୍ନ ପୂରଣ ହେଲା..’, ବିରାଟ କୋହଲିଙ୍କୁ ନେଇ ଏମିତି କଥା କହିଲେ ବୈଭବ ସୂର୍ଯ୍ୟବଂଶୀ, ଏବେ ହେଉଛି ଖୁବ ଚର୍ଚ୍ଚା

ନୂଆଦିଲ୍ଲୀ,୭।୬: ଯଦିଓ RCB GTକୁ ପରାସ୍ତ କରି IPL 2026 ଟାଇଟଲ ଜିତିଥିଲା, କିନ୍ତୁ 19ତମ ସିଜିନ ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରଦର୍ଶନ ପାଇଁ ମନେ ରହିବ। ବୈଭବ…

ଅଧିନାୟକ ପଦ ଯିବା ପରେ ସନ୍ୟାସ ନେଲେ ସୂର୍ଯ୍ୟକୁମାର? ସୋସିଆଲ ମିଡିଆରେ ପୋଷ୍ଟ ଭାଇରାଲ

ନୂଆଦିଲ୍ଲୀ,୭।୬: ଟି-୨୦ ବିଶ୍ୱକପ ବିଜୟୀ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କୁ ଟିମ ଇଣ୍ଡିଆର ଇଂଲଣ୍ଡ ଏବଂ ଆୟର୍ଲାଣ୍ଡ ଗସ୍ତ ପାଇଁ ଚୟନ କରାଯାଇ ନଥିଲା। ତାଙ୍କ ସ୍ଥାନରେ ଶ୍ରେୟସ…

ଶ୍ରେୟସ ଆୟର ଟିମ ଇଣ୍ଡିଆର ଅଧିନାୟକ ହେବା ପରେ ମୁହଁ ଖୋଲିଲେ ସୂର୍ଯ୍ୟକୁମାର, କହିଦେଲେ ଏମିତି କଥା…

ନୂଆଦିଲ୍‌ଲୀ,୭।୬: ଆଇପିଏଲ ପରେ ଭାରତୀୟ ଟି-୨୦ ଦଳରେ କିଛି ଚମକାଇ ଦେବା ଭଳି ପରିବର୍ତ୍ତନ ଦେଖିବାକୁ ମିଳିଛି। ସୂର୍ଯ୍ୟକୁମାର ଯାଦବ ଏବେ ଆଉ ଟିମ ଇଣ୍ଡିଆର ଅଧିନାୟକ…

ଆମେରିକା ପ୍ରବେଶ ପାଇଁ ଇରାନ ଫୁଟବଲ ଦଳକୁ ମିଳିଲା ଭିଜା

ଓ୍ବାଶିଂଟନ,୫।୬: ଯୁକ୍ତରାଷ୍ଟ୍ର ଆମେରିକା(ୟୁଏସ୍‌) ଇରାନ ବିଶ୍ୱକପ୍‌ ପୁଟ୍‌ବଲ ଦଳର ସଦସ୍ୟମାନଙ୍କୁ ଭିଜା ପ୍ରଦାନ କରିଛି। ଫଳରେ ଇରାନ ଦଳ ଆମେରିକାରେ ପ୍ରବେଶ କରିପାରିବ। ମେକ୍ସିକୋର ଟିଜୁଆନାରେ ଦଳ…

ପ୍ରଥମ ଦିନ ଖେଳ ଶେଷ ସୁଦ୍ଧା ଭାରତ ୩୬୮/୩

ନୂଆ ଚଣ୍ଡିଗଡ଼,୬ା୬ ଭାରତ-ଆଫଗାନିସ୍ତାନ ମଧ୍ୟରେ ଏକମାତ୍ର ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ମ୍ୟାଚ୍‌ର ପ୍ରଥମ ଦିନ ସମ୍ପୂର୍ଣ୍ଣ ରୂପେ ଭାରତୀୟ ବ୍ୟାଟରଙ୍କ ନିୟନ୍ତ୍ରଣରେ ରହିଛି। ଅଧିନାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri