ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ

ଭୁବନେଶ୍ୱର,୨୩।୭: ଆଉ ଏକ ଲଘୁଚାପ ଦାନା ବାନ୍ଧୁଛି। ଉତ୍ତର ଓଡ଼ିଶା ତଥା ଏହାର ସଂଲଗ୍ନ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହୋଇ ଲଘୁଚାପର ରୂପ ନେବ ବୋଲି ପାଣିପାଗ ବିଭାଗ ଅନୁମାନ କରିଛି। ଅନ୍ୟପକ୍ଷେ ଉପକୂଳ ଓଡ଼ିଶା ସମେତ ଉତ୍ତର ଓଡ଼ିଶାର କିଛି ଜିଲାରେ ମଧ୍ୟମ ଧରଣର ବର୍ଷା ହେଉଛି । କେତେକ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।
ପୁରୀ, ଗଞ୍ଜାମ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ବାଲେଶ୍ବର, ଯାଜପୁର, ଢେଙ୍କାନାଳ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ରାୟଗଡା, ମାଲକାନଗିରି, କୋରାପୁଟ, କଳାହାଣ୍ଡି ଜିଲାର ଅଳ୍ପ କିଛି ସ୍ଥାନରେ ପ୍ରବଳ ବର୍ଷା ହେଉଛି । କିଛି ସ୍ଥାନରେ ୭୦ ରୁ ୨୦୦ ମିଲିମିଟର ବର୍ଷା ସମ୍ଭାବନା ଥିବା ବେଳେ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ୬ଟି ଜିଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗୀର, ଗଞ୍ଜାମ ଏବଂ ଗଜପତି ଜିଲାକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କତା ଜାରି କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଐତିହାସିକ ଶତକ ସହ ଅରେଞ୍ଜ କ୍ୟାପ ହାସଲ କଲେ ଅଭିଷେକ

ହାଇଦ୍ରାବାଦ୍‌,୨୨ା୪: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅପରାଜିତ ଐତିହାସିକ ଶତକ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌ (ଏସ୍‌ଆର୍‌ଏଚ୍‌) ମଙ୍ଗଳବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି)କୁ ୪୭ ରନରେ…

ସ୍କୁଲ ପାଇଁ ନୂଆ ଗାଇଡ୍‌ଲାଇନ୍‌ ଜାରିକଲେ ସରକାର

ନୂଆଦିଲ୍ଲୀ,୨୨ା୪: ପ୍ରବଳ ଗରମକୁ ଦୃଷ୍ଟିରେ ରଖି ଦିଲ୍ଲୀ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ସରକାର ସ୍କୁଲଗୁଡ଼ିକ ପାଇଁ ନୂଆ ଗାଇଡ୍‌ଲାଇନ୍‌ ଜାରି କରିଛନ୍ତି। ପିଲାମାନଙ୍କ ସ୍ବାସ୍ଥ୍ୟକୁ…

ଏକର ପିଛା ୩୦ କୋଟି ଦିଅ: ପ୍ରସ୍ତାବିତ ମେଗା ଷ୍ଟିଲପ୍ଲାଣ୍ଟ ପାଇଁ ଦାବି ରଖିଲେ ଗ୍ରାମବାସୀ

ପାଟଣା,୨୨/୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଚେମେଣା ହାଇସ୍କୁଲ ପଡିଆରେ ମେଗା ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ବୁଧବାର ଗ୍ରାମସଭା ଗ୍ରାମରେ ଅନୁଷ୍ଠିତ ହୋଇଛି।…

ତମାଖୁ ବର୍ଜନ କଲେ ୨୦.୫ ନିୟୁତ ପରିବାରରେ ଆସିପାରେ ଆର୍ଥିକ ସୁଧାର

ନୂଆଦିଲ୍ଲୀ,୨୨ା୪(ପିଟି):ତମାଖୁ ସେବନ ସ୍ବାସ୍ଥ୍ୟ ପ୍ରତି ହାନିକାରକ ହୋଇଥାଏ ବୋଲି ସାଧାରଣରେ ବିଶ୍ୱାସ କରାଯାଏ। ହେଲେ ଏହା ପରିବାରର ଆର୍ଥିକ ସ୍ଥିତିକୁ ମଧ୍ୟ ବିଶେଷ ପ୍ରଭାବିତ କରିଥାଏ। ଏକ…

ଟ୍ରମ୍ପଙ୍କ ଅସ୍ତ୍ରବିରତି ବୃଦ୍ଧିରେ ଖୁସି ନାହିଁ ଇରାନ: କହିଲା- ଏହା ଏକ ଚାଲ୍‌…

ତେହରାନ୍‌,୨୨।୪: ଇରାନର ସଂସଦର ବାଚସ୍ପତି ଏବଂ ଶୀର୍ଷ ଆଲୋଚନାକାରୀ ମହମ୍ମଦ ବାଘେର ଗାଲିବାଫଙ୍କ ଜଣେ ପରାମର୍ଶଦାତା ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଯୁଦ୍ଧବିରତି ବୃଦ୍ଧି ଘୋଷଣାକୁ ଖାରଜ…

ଟ୍ରେନରୁ ଖସିପଡି ଯୁବକଙ୍କ ମୃତ୍ୟୁ: ମିଳିନି ପରିଚୟ, ଘଟଣାସ୍ଥଳରେ ପୋଲିସ

ନୂଆଗାଁ , ୨୨।୪ (ଧନେଶ୍ୱର ସାହୁ ): ନୟାଗଡ ଜିଲା ନୂଆଗାଁ ଥାନା ଆଛୁପଡା ନିକଟବର୍ତ୍ତୀ ସ୍ଥାନରେ ବୁଧବାର ଟ୍ରେନରୁ ଖସିପଡି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି…

ଅଭିଷେକଙ୍କୁ ‘ସାର୍‌’ ବୋଲି ଡାକିଲେ ଯୁବରାଜ, ଥରେ କହିଥିଲେ ଚପଲରେ ମାରିବା ବିଷୟରେ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୨।୪: ଅଭିଷେକ ଶର୍ମା ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ୧୩୫ ରନର ଏକ ଚମତ୍କାର ଇନିଂସ ଖେଳିଥିଲେ, ଯାହା ପରେ ତାଙ୍କ ପରାମର୍ଶଦାତା ଏବଂ ଗୁରୁ ଯୁବରାଜ ସିଂହ…

ଭାରତ କେବେ ବି ମୁଣ୍ଡ ନୁଆଁଇବ ନାହିଁ…ପାକିସ୍ତାନକୁ ଅଲ୍ଟିମେଟମ ଦେଲେ ମୋଦି

ନୂଆଦିଲ୍ଲୀ,୨୨।୪: ପହଲଗାମ ଆତଙ୍କବାଦୀ ଆକ୍ରମଣର ପ୍ରଥମ ବାର୍ଷିକୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୀଡିତମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ସେ କହିଛନ୍ତି, ସେମାନଙ୍କୁ କେବେ ଭୁଲି ହେବ ନାହିଁ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri