ପୁଣି ଏକ ଦନ୍ତା ହାତୀର ମୃତ୍ୟୁ

ଢେଙ୍କାନାଳ ଅଫିସ/ହିନ୍ଦୋଳ,୬।୭(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ବାଲିମି ଥାନା ଅନ୍ତର୍ଗତ ଅସରଡା ଜଙ୍ଗଲରେ ବୁଧବାର ଏକ ଦନ୍ତା ହାତୀର ମୃତ୍ୟୁ ହୋଇଛିି। ବାର୍‌ହା ଶିକାର ପାଇଁ ବଛା ଯାଇଥିବା ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ତେବେ ଘଟଣାସ୍ଥଳରେ ପହଞ୍ଚି ବନବିଭାଗ ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସଫେଇ ଅଭିଯାନରେ ସାମିଲ ହେଲେ ଅଧିକ୍ଷକ: କର୍ମଚାରୀଙ୍କୁ ଦେଲେ ସ୍ବଚ୍ଛତା ବାର୍ତ୍ତା

କେସିଙ୍ଗା, ୧।୧୦ (ତୁମେଶ୍ୱର ସାହୁ): ଆଗାମୀ ଗାନ୍ଧୀ ଜୟନ୍ତୀ ଏବଂ ଅକ୍ଟୋବର ୧ ତାରିଖର ସ୍ବତନ୍ତ୍ର ସ୍ବଚ୍ଛତା ଶ୍ରମଦାନ ଅବସରରେ କଳାହାଣ୍ଡି ଜିଲାର କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ…

ବାଲେଶ୍ବରରେ ପୁଣି ଅଗ୍ନିକାଣ୍ଡ; ବିଦ୍ୟୁତ ତାରରୁ ସର୍ଟ ସର୍କିଟ ହୋଇ ଜଳିଗଲା…

ବାଲେଶ୍ୱର,୧।୧୦(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହରରେ ପୁଣି ଅଗ୍ନିକାଣ୍ଡ ଘଟିଛି । ଗୁରୁବାର ପୂର୍ବାହ୍ନରେ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ପ୍ରଚଣ୍ଡ ଶବ୍ଦରେ ବିସ୍ଫୋରଣ ଘଟି ନିଆଁ ଲାଗିଯାଇଥିଲା ।…

ସେତୁ ଆପ୍ରୋଚ ରାସ୍ତା ନ କରି ଖୋଲିଦେଲେ: ସ୍କୁଲ କଲେଜ ଯିବା ପାଇଁ ଦୁର୍ଦ୍ଦଶା ଭୋଗୁଛନ୍ତି ଛାତ୍ରୀଛାତ୍ର

ରାଜନଗର, ୧ା୧୦(ଭାସ୍କର ରାଉତରାୟ): ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ରାସ୍ତା ଓ ସେତୁ ନିର୍ମାଣ କରାଯାଉଛି। ସେତୁ ତିଆରି ଓ ସେତୁ ଆପ୍ରୋଜ ରୋଡ କାମ ନ ସାରି…

ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ୧୩ ଗେଟ୍‌, ୨ ଗେଟ୍‌ରେ ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୧ା୯(ପ୍ରମୋଦ ବହିଦାର): ସମ୍ପ୍ରତ୍ତି ମହାନଦୀର ଉପରମୁଣ୍ଡରୁ ବନ୍ୟାଜଳ ପ୍ରବାହ ହ୍ରାସ ପାଇବାରୁ ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ମଧ୍ୟ କ୍ରମଶଃ ହ୍ରାସ ପାଇଛି। ତେଣୁ ହୀରାକୁଦ…

ଭୁଶୁଡ଼ିଲା ବାଘୁଆମେଦୀ ମୁଖ୍ୟ ରାସ୍ତା: ଗାଁକୁ ଯାଇପାରୁନି ଆମ୍ବୁଲାନ୍ସ

ମହାକାଳପଡ଼ା,୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଉଳକଣୀ ପଞ୍ଚାୟତ ଆଦିବାସୀ ଅଧ୍ୟୁଷିତ ବାଘୁଆ ମେଦୀ ମୁଖ୍ୟ ରାସ୍ତା ଲଘୁଚାପ ଜନିତ ବର୍ଷାରେ ଭୁଶୁଡି ପଡିଛି।…

ଅଙ୍ଗନୱାଡ଼ି କେନ୍ଦ୍ରରେ ୪ ଶିଶୁଙ୍କୁ ତାଲା ପକାଇ ରାଶନ ପାଇଁ ଗଲେ କର୍ମଚାରୀ

ଜି.ଉଦୟଗିରି,୧ା୧୦(ଚିନ୍ମୟ କୁମାର ସେଠୀ):କୁପୋଷଣ ଦୂର ପାଇଁ ଅଙ୍ଗନଓ୍ବାଡି କେନ୍ଦ୍ରଗୁଡ଼ିକରେ ଆଙ୍ଗନ କା ଉତ୍ସବ ପାଳନ କରାଯାଇଥିବା ବେଳେ ମଙ୍ଗଳବାର ୪ ଶିଶୁଙ୍କୁ କେନ୍ଦ୍ରରେ ତାଲା ପକାଇ ରଖାଯାଇଥିବା…

ଏମ୍‌ପିଙ୍କ ହସ୍ତକ୍ଷେପ ଲୋଡ଼ିଲେ ଯୋଗାଣ ସହାୟକ: ଦୀର୍ଘଦିନର ସମସ୍ୟା ସମାଧାନ ଦାବି

ଗଞ୍ଜାମ, ୩୦।୯: ଦୀର୍ଘ ୧୪ ବର୍ଷ ଧରି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ଅଧୀନରେ କାର୍ଯ୍ୟ କରିଆସୁଥିବା ଯୋଗାଣ ସହାୟକମାନେ ନିଜର ବିଭିନ୍ନ ସମସ୍ୟା…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?