ପୁଣି ଏକ ଦନ୍ତା ହାତୀର ମୃତ୍ୟୁ

ଢେଙ୍କାନାଳ ଅଫିସ/ହିନ୍ଦୋଳ,୬।୭(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ବାଲିମି ଥାନା ଅନ୍ତର୍ଗତ ଅସରଡା ଜଙ୍ଗଲରେ ବୁଧବାର ଏକ ଦନ୍ତା ହାତୀର ମୃତ୍ୟୁ ହୋଇଛିି। ବାର୍‌ହା ଶିକାର ପାଇଁ ବଛା ଯାଇଥିବା ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ତେବେ ଘଟଣାସ୍ଥଳରେ ପହଞ୍ଚି ବନବିଭାଗ ତଦନ୍ତ ଆରମ୍ଭ କରିଛି।