ରେଢ଼ାଖୋଲରେ ଆଉ ଏକ ଦନ୍ତାହାତୀ ମୃତ

ରେଢ଼ାଖୋଲ,୨୮ା୮(ଡି.ଏନ୍‌.ଏ): ସମ୍ବଲପୁର ଜିଲା ରେଢ଼ାଖୋଲ ବନଖଣ୍ଡର ବଡ଼ବାହାଳ ରେଞ୍ଜ ଅଧୀନ କର୍ଡାପାଳ ଗ୍ରାମ ନିକଟ ଲାଙ୍ଗରତୈଳା ଜଙ୍ଗଲରେ ଏକ ଦନ୍ତାହାତୀର ମୃତ୍ୟୁ ଘଟିଛି। ଶନିବାର ସକାଳେ କର୍ଡାପାଳ ଗ୍ରାମର ଲୋକେ ଜଙ୍ଗଲକୁ ଯାଇଥିବା ବେଳେ ଦନ୍ତା ମରିପଡିଥିବା ଦେଖି ବନ ବିଭାଗକୁ ଖବର ଦେଇଥିଲେ। ବନ ବିଭାଗ ଏସିଏଫ୍‌ ଦେବୀପ୍ରସାଦ ରାଉତ, ବଡ଼ବାହାଳ ରେଞ୍ଜ ଅଧିକାରୀ ଓ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚତ୍ଥିବା ଜଣାପଡ଼ିଛି। ହାତୀ ମୃତ୍ୟୁର କାରଣ ସ୍ପଷ୍ଟ ହୋଇନାହିଁ। ତେବେ ଦନ୍ତାଟିର ବୟସାଧିକ ଯୋଗୁ ଦେହ ଅସୁସ୍ଥ ହୋଇ ମୃତ୍ୟୁ ଘଟିଥାଇପାରେ ବୋଲି ଡିଏଫ୍‌ଓ ରମାକାନ୍ତ ନାୟକ କହିଛନ୍ତି। ତେବେ ବ୍ୟବଚ୍ଛେଦ ପରେ ମୃତ୍ୟୁର ସଠିକ କାରଣ ଜଣାପଡ଼ିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବେଆଇନ ଗୋହତ୍ୟା ରୋକିବାକୁ ଜିଲାପାଳ, ଥାନାଧିକାରୀଙ୍କୁ ସ୍ମାରକପତ୍ର

ବନ୍ତ,୨୭ା୫(କିଶୋର କୁମାର ସେଠୀ): ମୁସଲମାନ ସମ୍ପ୍ରଦାୟର ପର୍ବ ଇଦ-ଉଲ-ଜୁହା (ବକ୍ରିଦ) ପର୍ବ ପାଳନ ହେବାକୁ ଯାଉଥିବା ବେଳେ, ଏହି ସମୟରେ ବେଆଇନ ଗୋହତ୍ୟା ଏବଂ ଗୋ-ଚାଲାଣକୁ ସମ୍ପୂର୍ଣ୍ଣ…

ଭାଇ-ଭାଇ ବିବାଦ ଯୋଗୁଁ ମା’ର କଲେନି ଅନ୍ତିମସଂସ୍କାର, ପୋଲିସ ଆସି କାନ୍ଧେଇଲା ଶବ

ବାଲେଶ୍ୱର,୨୭ା୫( ବାଞ୍ଛାନିଧି ଦେ): ଦୁଇ ପୁଅ ମଧ୍ଯରେ ବିବାଦ ପାଇଁ ବଳି ପଡିଲେ ମା’ । ଏମିତି କି ମା’ର ଶବସତ୍କାର କଲେନି ଦୁଇ ପୁଅ ।…

OCS ପରୀକ୍ଷାରେ ଚାଷୀ ପୁଅଙ୍କ କମାଲ୍, ପ୍ରଥମ ପ୍ରୟାସରେ ସଫଳ ହୋଇ…

ବରଗଡ଼,୨୭।୫(ପ୍ରେମାନନ୍ଦ ଖମାରୀ): ଓଡିଶା ସର୍ଭିସ୍ କମିଶନ(OPSC ) ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ୍ (ଓସିଏସ୍) ପରୀକ୍ଷାରେ ବରଗଡ଼ ଜିଲା ଭଟଲି ବ୍ଲକ ଅନ୍ତର୍ଗତ ବାଘମୁଣ୍ଡା(ଭିଞ୍ଜେତୋରା) ଗ୍ରାମର ନିବାସ…

ଭାଜପାରେ ଯୋଗଦେଇ ଭୁବନେଶ୍ବର ଫେରିବା ପରେ ବଡ଼ ଗୁମର ଖୋଲିଦେଲେ ଦେବାଶିଷ, ବିଜେଡିର ଅବସ୍ଥା….

ଭୁବନେଶ୍ବର,୨୭ା୫: ବିଜେଡି ଛାଡି ଭାଜପାରେ ଯୋଗ ଦେଇଛନ୍ତି ପୂର୍ବତନ ରାଜ୍ୟ ସଭା ଏମ୍‌ପି ଦେବାଶିଷ ସାମନ୍ତରାୟ । ସୋମବାର ଦେବାଶିଷ ଦଳର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଥିଲେ…

ପେଟ୍ରୋଲ ପମ୍ପରେ ତେଲ ବଳିଥିବାବେଳେ ଯଦି ଦାମ୍ ବଢ଼େ; ତେବେ କାହା ପକେଟ୍‌କୁ ଯାଏ ବର୍ଦ୍ଧିତ ଟଙ୍କା, ମାଲିକ ନା କମ୍ପାନୀ?

ନୂଆଦିଲ୍‌ଲୀ,୨୭।୫: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଉତ୍ତେଜନା ଯୋଗୁଁ ଗତ କିଛି ଦିନ ହେବ ପେଟ୍ରୋଲ ଏବଂ ଡିଜେଲ ଦର ଅନେକ ଥର ବୃଦ୍ଧି ପାଇଛି। ନିକଟରେ ପେଟ୍ରୋଲ ଲିଟର…

୩ ବ୍ୟାଙ୍କ ଅଫିସରଙ୍କୁ ଗିରଫ କଲା ଇଓଡବ୍ଲ୍ୟୁ

ଭୁବନେଶ୍ୱର,୨୭।୫(ତ୍ରିନାଥ ମହାନ୍ତି): ଜାଲ ଦସ୍ତାବିଜ୍‌ ଦେଇ ଏସ୍‌ବିଆଇର ୪ଟି ଶାଖାରୁ ବ୍ୟକ୍ତିଗଣ ଋଣ ନାମରେ ୬କୋଟି ୮୮ଲକ୍ଷ ୨୯ ହଜାର ଟଙ୍କା ଠକେଇ ମାମଲାରେ କ୍ରାଇମ୍‌ବ୍ରାଞ୍ଚର ଅର୍ଥନୈତିକ…

IPL ଇତିହାସରେ ପ୍ରଥମଥର ପାଇଁ ଘଟିଲା ଏମିତି: ସବୁ ଦଳର ଖେଳାଳି…

ନୂଆଦିଲ୍ଲୀ,୨୭।୫: IPL 2026 ଲିଗ ମାର୍ଚ୍ଚ ୨୮ରେ ଆରମ୍ଭ ହୋଇଥିଲା। ଏହି ଟୁର୍ନାମେଣ୍ଟ ଏବେ ଏହାର ଦ୍ୱିତୀୟ ମାସ ସମାପ୍ତ ହେବାକୁ ଯାଉଛି। ଏହି ସିଜିନ ଏକ…

ତୈଳଦର ଅହେତୁକ ବୃଦ୍ଧି ନେଇ ବିଜୁ ଯୁବ ଛାତ୍ର ଜନତା ଦଳର ପ୍ରତିବାଦ

ପାଟଣାଗଡ଼,୨୭ା୫(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ ବିଜେଡି ଦଳ ପକ୍ଷରୁ ପେଟ୍ରୋଲ, ଡିଜେଲ ଓ ଅତ୍ୟାବଶ୍ୟକ ସାମଗ୍ରୀର ଅହେତୁକ ଦରବୃଦ୍ଧି କୁନେଇ ବୁଧବାର ସ୍ଥାନୀୟ ବିଜୁ ଯୁବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri