Posted inଜାତୀୟ

କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଆଉ ଏକ ଖୁସି ଖବର

ନୂଆଦିଲ୍ଲୀ,୧୫।୭: କେନ୍ଦ୍ର ସରକାରୀ କର୍ମଚାରୀମାନେ ଦ୍ୱିଗୁଣ ସୁବିଧା ପାଇବାକୁ ଯାଉଛନ୍ତି। ୨୮ ପ୍ରତିଶତ ମହଙ୍ଗା ଭତ୍ତା ପରେ ଏବେ ଘର ଭଡା ଅର୍ଥାତ୍‌ ସରକାରୀ କର୍ମଚାରୀଙ୍କ ‘ଏଚ୍‌ଆର୍‌ଏ’ ମଧ୍ୟ ବୃଦ୍ଧି ପାଇପାରେ। ମହଙ୍ଗା ଭତ୍ତା ବୃଦ୍ଧି ସହିତ, ‘ଏଚ୍‌ଆର୍‌ଏ’ ବୃଦ୍ଧି କରିବାର ନିୟମ ଅଛି। ଅର୍ଥ ମନ୍ତ୍ରଣାଳୟର ଏହା ଏକ ନିୟମ ଯେ, ମହଙ୍ଗା ଭତ୍ତା ବୃଦ୍ଧି ସହିତ ‘ଏଚ୍‌ଆର୍‌ଏ’ ବୃଦ୍ଧି ପାଇଥାଏ। ଯେତେବେଳେ ମହଙ୍ଗା ଭତ୍ତା ହାର ୨୫ ପ୍ରତିଶତରୁ ଅଧିକ ହେବ, ଘର ଭଡା ଭଡା ୯ ପ୍ରତିଶତ, ୧୮ ପ୍ରତିଶତ ଏବଂ ୨୭ ପ୍ରତିଶତ ହେବ। ଯଦି ମହଙ୍ଗା ଭତ୍ତା ହାର ୫୦ ପ୍ରତିଶତରୁ ଅଧିକ ହୁଏ, ତେବେ ‘ଏଚ୍‌ଆର୍‌ଏ’ କୁ ୧୦, ୨୦ ଏବଂ ୩୦ ପ୍ରତିଶତ ବୃଦ୍ଧି କରାଯିବ। ବୁଧବାର କେନ୍ଦ୍ର କ୍ୟାବିନେଟର ବୈଠକ ପରେ ୨୮ ପ୍ରତିଶତ ହାରରେ ମହଙ୍ଗା ଭତ୍ତା ଦେବାକୁ ଘୋଷଣା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲେବାନନ୍‌ରେ ଇସ୍ରାଏଲ୍‌ର ଏୟାରଷ୍ଟ୍ରାଇକ୍‌

ବେରୁଟ୍‌,୨୬ା୫: ଲେବାନନ୍‌ର ଏକ ଗ୍ରାମ ଉପରେ ଇସ୍ରାଏଲୀ ସେନା ଏୟାରଷ୍ଟ୍ରାଇକ୍‌ କରିବାରୁ ୧୨ ଜଣଙ୍କ ମୃତ୍ୟୁ ଘଟିଥିବା ସେଠାର ସରକାରୀ ଗଣମାଧ୍ୟମ ପ୍ରକାଶ କରିଛି। ଲେବାନନ୍‌କୁ ଇସ୍ରାଏଲ…

ଭାରତ ହାତରେ ଲାଗିଲା ‘କୁବେର ଭଣ୍ଡାର’, ମାଟିତଳୁ ମିଳିଲା କୋଟି କୋଟି ଟଙ୍କାର… ଚୀନର ଉଡ଼ିଗଲା ନିଦ!

ନୂଆଦିଲ୍‌ଲୀ,୨୬।୫: ପଶ୍ଚିମ ରାଜସ୍ଥାନର ବାଲୋତ୍ରା ଜିଲାରେ ପ୍ରାୟ ୭୫୦ ବର୍ଗ କିଲୋମିଟର ପତିତ ଜମି ତଳେ ବିପୁଳ ପରିମାଣର ‘ରେୟାର୍‌ ଆର୍ଥ ଏଲିମେଣ୍ଟସ’ (Rare Earth Elements…

ମିଥୁନ ରାଶିରେ ବୁଧଙ୍କ ଗୋଚର: ମେ’ ୨୯ରୁ ଜୁଲାଇ ୨୨ ଯାଏ ଏହି ୪ଟି ରାଶି ରୁହନ୍ତୁ ସାବଧାନ! ନଚେତ…

ଜ୍ୟୋତିଷ ଶାସ୍ତ୍ରରେ ବୁଧ ଗ୍ରହକୁ ବୁଦ୍ଧି, ବାଣୀ, ତର୍କ, ଯୋଗାଯୋଗ, ବ୍ୟାପାର ଏବଂ ନିଷ୍ପତ୍ତି ନେବାର କ୍ଷମତାର କାରକ ବୋଲି ମାନାଯାଏ। ସେଥିପାଇଁ ବୁଧ ଗ୍ରହଙ୍କର ଯେକୌଣସି…

ନାବାଳିକାକୁ ଅପହରଣ କରି ବଳାତ୍କାର

ବଲାଙ୍ଗୀର,୨୬।୫(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଅଞ୍ଚଳରେ ଏକ ଲଜ୍ଜା ଜନକ ଘଟଣା ଘଟିଛି। ଜଣେ ନାବାଳିକାକୁ ଅପହରଣ କରି ବଳାତ୍କାର କରାଯାଇଥିବା ଅଭିଯୋଗ…

ପ୍ରକାଶ ପାଇଲା OAS ପରୀକ୍ଷାଫଳ: ୨୦୦ ପରୀକ୍ଷାର୍ଥୀ କୃତକାର୍ଯ୍ୟ, ବୁବୁନ ସାହ ଟପ୍ପର, ଦେଖନ୍ତୁ ତାଲିକା…

ଭୁବନେଶ୍ୱର,୨୬।୫: ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍‌ସି) ପରିଚାଳିତ OCS-୨୦୨୪ ପରୀକ୍ଷାର ଚୂଡ଼ାନ୍ତ ଫଳାଫଳ ମଙ୍ଗଳବାର ପ୍ରକାଶ ପାଇଛି। ଏହି ପ୍ରତିଷ୍ଠିତ ପରୀକ୍ଷାରେ ମୋଟ ୨୦୦ ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ…

ପୂର୍ବତନ ତୀରନ୍ଦାଜ ଶ୍ୟାମ ଲାଲଙ୍କ ପରଲୋକ, ସେଉଲ ଅଲିମ୍ପିକ୍ସରେ କରିଥିଲେ ପ୍ରତିନିଧିତ୍ୱ

ନୂଆଦିଲ୍ଲୀ, ୨୬ା୫: ଭରତର ପୂର୍ବତନ ତୀରନ୍ଦାଜ ଶ୍ୟାମ ଲାଲ ମୀନାଙ୍କ ପରଲୋକ ଘଟିଛି। ସେ ୧୯୮୮ ସେଉଲ ଅଲିମ୍ପିକ୍ସରେ ଭାରତର ପ୍ରତିନିଧିତ୍ୱ କରିଥିଲେ। ମୃତ୍ୟୁ ବେଳକୁ ତାଙ୍କୁ…

ମମତାଙ୍କ ବିରୋଧରେ FIR; ବଢ଼ିଲା ଅଡୁଆ!

କୋଲକାତା,୨୬।୫: ବିଧାନସଭା ନିର୍ୱାଚନରେ ଶୋଚନୀୟ ପରାଜୟ ପରେ ପଶ୍ଚିମବଙ୍ଗର ପୂର୍ୱତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣି ଥରେ ବିବାଦରେ ଫସିଛନ୍ତି। ତାଙ୍କ ବିରୋଧରେ ସିଲିଗୁଡ଼ି ସାଇବର ପୋଲିସ…

ନିର୍ଦ୍ୱନ୍ଦରେ ଅଧ୍ୟକ୍ଷ ଭାବରେ ନିର୍ବାଚିତ ହେଲେ ଅରୁଣ କୁମାର ପଣ୍ଡା, କହିଲେ କୃଷକ ସମସ୍ତ…

ପୁରୁଷୋତ୍ତମପୁର,୨୬।୫ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଆତ୍ମା (କୃଷିବୈଷୟିକ କମିଟି)ର ନିର୍ବାଚନ ମଙ୍ଗଳବାର କୃଷି କାର୍ଯ୍ୟାଳୟ ପରିଷରରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୋଟ ୨୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri