Posted inଜାତୀୟ

କରୋନା ଟିକା ନେଇ ପୁଣି ଜଣେ ସ୍ବାସ୍ଥ୍ୟ କର୍ମୀଙ୍କ ମୃତ୍ୟୁ

ହାଇଦ୍ରାବାଦ,୨୦।୧: କରୋନା ଟିକା ନେଇ ପୁଣି ଜଣେ ସ୍ବାସ୍ଥ୍ୟ କର୍ମୀଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି। ସେ ତେଲଙ୍ଗାନାର ର୍ନିମଲ ଜିଲାର ଜଣେ ୪୨ ବର୍ଷିୟ ସ୍ବାସ୍ଥ୍ୟ କର୍ମୀ ବୋଲି ସୂଚନା ମିଳିଛି।  ସ୍ବାସ୍ଥ୍ୟ କର୍ମୀ ଜଣକ ୧୯ତାରିଖରେ ସ୍ଥାନୀୟ ଡାକ୍ତରଖାନାରେ କରୋନା ଟିକାକରଣ କରାଇଥିଲେ । ପରେ ତାଙ୍କ ଛାତିରେ ଅସହ୍ୟ ଯନ୍ତ୍ରଣା ହୋଇଥିଲା। ଏନେଇ ପରିବାର ଲୋକେ ତାଙ୍କୁ ହସ୍ପିଟାଲକୁ ଆଣିଥିଲେ। ବୁଧବାର ସେହି ସ୍ବାସ୍ଥ୍ୟକର୍ମୀଙ୍କ ମୃତ୍ୟୁ ଘଟିଛି। ରାଜ୍ୟ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଜି. ଶ୍ରୀନିବାସା ରାଓ ଏକ ପ୍ରେସ ବିବୃତ୍ତିରେ କହିଛନ୍ତି, ସ୍ବାସ୍ଥ୍ୟ କର୍ମୀଙ୍କ ମୃତ୍ୟୁ ଟିକା କାରଣରୁ ନୁହେଁ। ପୋଲିସ ମୃତଦେହ ବ୍ୟବଚ୍ଛେଦ କରାଇଛି। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ପ୍ରକୃତ କାରଣ ସାମ୍ନାକୁ ଆସିବ।


Enter your email to get our daily news in your inbox.

All Right Reserved By Dharitri.Com

ବରଫପାତରେ ଗରବା କରୁଥିବା ସେନା କର୍ମଚାରୀଙ୍କ ଭିଡ଼ିଓ ସୋସିଆଲ ମିଡ଼ିଆରେ ଭାଇରାଲ

ନୂଆଦିଲ୍ଲୀ,୭।୧୦: ଦେଶରେ ଦଶହରା ଆଡମ୍ବରରେ ପାଳିତ ହେଉଥିବାବେଳେ କେନ୍ଦ୍ରୀୟ ମନ୍ତ୍ରୀ ଡ. ଜିତେନ୍ଦ୍ର ସିଂ ଟୁଇଟରରେ ବରଫପାତରେ ମନ ଖୁସିରେ ଗରବା ନାଚ କରୁଥିବା କିଛି...

ସ୍ବାମୀଙ୍କ ହତ୍ୟାକାରୀ ସ୍ତ୍ରୀର ଷଡ଼ଯନ୍ତ୍ର ଜାଣି ଚକିତ ହୋଇଗଲା ପୋଲିସ

ଫରିଦାବାଦ୍‌, ୮ା୨- ଏକ ସୁପରିକଳ୍ପିତ ହତ୍ୟାକାଣ୍ଡର ପର୍ଦ୍ଦା ଫାସ କରିଛି ଡାବୁଆ ପୋଲିସ। ଜାନୁୟାରୀ ୨୮ ତାରିଖରେ ଦିଲ୍ଲୀ ଏନ୍‌ସିଆର ସିଟିର ଡାବୁଆ ଅଞ୍ଚଳର ଡ୍ରେନରୁ...

ଭାରତ ସୀମାରେ ପାକିସ୍ତାନୀ ମୋବାଇଲ୍‌ ନେଟଓ୍ବାର୍କ ସକ୍ରିୟ…

ଜୟପୁର,୨୦।୭: ସୀମାରେ ପାକିସ୍ତାନୀ ନାଗରିକଙ୍କ ଅନୁପ୍ରବେଶ ସାଧାରଣ କଥା। ତେବେ ଏବେ ପାକିସ୍ତାନୀ ମୋବାଇଲ୍‌ ନେଟ୍‌ଓ୍ବାର୍କ ଭାରତ ସୀମାର ୪ କିଲୋମିଟର ଭିତରେ ମଧ୍ୟ ସକ୍ରିୟ...

ଶୋପିଆନ୍‌ ଏନ୍‌କାଉଣ୍ଟରରେ ଲଶ୍କର କମାଣ୍ଡରଙ୍କ ମୁଣ୍ଡ ଗଡ଼ିଲା…

ଶ୍ରୀନଗର,୧୯।୭: ଜମ୍ମୁ-କଶ୍ମୀରରେ ଅତଙ୍କବାଦ ବିରୋଧୀ ଅପରେଶନ୍‌ରେ ମିଳିତ ସୁରକ୍ଷା କର୍ମୀଙ୍କୁ ବଡ଼ ସଫଳତା ମିଳିଛି। ଦକ୍ଷିଣ କଶ୍ମୀରର ଶୋପିଆନ୍‌ରେ ହୋଇଥିବା ଏନ୍‌କାଉଣ୍ଟରରେ ୨ ଜଣ ଆତଙ୍କବାଦୀଙ୍କ...

ଗୁଜରାଟ ସରକାରଙ୍କ ଘୋଷଣା: ସହରରେ ହେଲ୍‌ମେଟ ପିନ୍ଧିବା ଇଚ୍ଛାଧୀନ

ଅହମଦାବାଦ,୫ା୧୨: ନୂଆ ମୋଟରଯାନ ଆଇନ, ୨୦୧୯କୁ ସାରା ଦେଶରେ କଡ଼ାକଡ଼ି ଭାବେ ଲାଗୁ କରିବା ପାଇଁ ଉଦ୍ୟମ ଚାଲିଥିବାବେଳେ ଭାଜପା ଶାସିତ ଗୁଜରାଟରେ ଏହାର ବ୍ୟତିକ୍ରମ...

ଜିନ୍ସ, ଟି-ଶାର୍ଟ ପିନ୍ଧିପାରିବେନି ସରକାରୀ କର୍ମଚାରୀ

ପାଟନା,୩୦।୮: ରାଜ୍ୟ ସଚିବାଳୟରେ ସରକାରୀ କର୍ମଚାରୀମାନେ ପିନ୍ଧୁଥିବା ଜିନ୍ସ ଓ ଟି-ଶାର୍ଟ ଉପରେ ବିହାର ସରକାର କଟକଣା ଲଗାଇଛନ୍ତି। ଯେଉଁ ସରକାରୀ କର୍ମଚାରୀ ପୋଷାକରେ ଶାଳୀନତା...

୧୪ ଦିନ ପର୍ଯ୍ୟନ୍ତ କରୋନା ପଜିଟିଭ ନ ଆସିଲେ ରେଡ୍‌ ଜୋନ୍‌ ହେବ ଅରେଞ୍ଜ

ନୂଆଦିଲ୍ଲୀ,୧୮।୪: କରୋନା ସଂକ୍ରମଣକୁ ନେଇ ଯେଉଁ ସବୁ ସ୍ଥାନକୁ ରେଡ୍‌ ଜୋନ୍‌ ଘୋଷଣା କରାଯାଇଛି ସେଠାରେ ୧୪ ଦିନ ପର୍ଯ୍ୟନ୍ତ ଯଦି କୌଣସି ସଂକ୍ରମଣର ଘଟଣା...

ଯୋଗୀଙ୍କ ବିଫଳତାକୁ ଲୁଚାଇ ପାରିବେ ନାହିଁ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୬ା୭- ମହାମାରୀ କରୋନାର ଦ୍ୱିତୀୟ ଲହର ଉତ୍ତର ପ୍ରଦେଶକୁ ଥରାଇ ଦେଇଛି। ଏହାର ମୁକାବିଲା କରିବାରେ ରାଜ୍ୟ ସରକାର ସମ୍ପୂର୍ଣ୍ଣ ବିଫଳ। ଏହାସତ୍ତ୍ୱେ ମୁଖ୍ୟମନ୍ତ୍ରୀ ଯୋଗୀ...

Advertisement
Archives

Model This Week