Posted inଜାତୀୟ

ବଡ଼ ଧରଣର ବିସ୍ଫୋରଣ ଘଟାଇବା ଯୋଜନାରେ ଥିଲେ ଆତଙ୍କବାଦୀ

ଶ୍ରୀନଗର,୨୭।୬: ଜମ୍ମୁ ବିମାନ ବନ୍ଦରରେ ଭାରତୀୟ ବାୟୁ ସେନା (ଆଇଏଏଫ୍‌)ର ଷ୍ଟେଶନ ଉପରେ ଦୁଇଟି ଡ୍ରୋନ ଆକ୍ରମଣ ପରେ ରବିବାର ସକାଳେ ଉଦ୍ଧାର ହୋଇଛି ଆଇଇଡି ବୋମା। ଏହି ବୋମା ଦ୍ୱାରା ସର୍ବସାଧାରଣ ସ୍ଥାନରେ ବଡ଼ ଧରଣର ବିସ୍ଫୋରଣ ଘଟାଇବାକୁ ଯୋଜନା କରିଥିଲେ ଆତଙ୍କବାଦୀ। ଉଦ୍ଧାର ହୋଇଥିବା ଆଇଇଡି ବୋମା ସହ ୪ କେଜି ବିସ୍ଫୋରକ ଖଞ୍ଜା ଯାଇଥିଲା। ଏହି ବୋମା ଉଦ୍ଧାର ହେବା ପରେ ଜମ୍ମୁ ଉପରୁ ବଡ଼ ବିପଦ ଟଳିଥିବା କହିଛନ୍ତି ଜମ୍ମୁ-କଶ୍ମୀର ପୋଲିସ ମୁଖ୍ୟ ଦିଲବାଗ ସିଂ।

ଜମ୍ମୁର ନରଓ୍ବାଲ ଅଞ୍ଚଳର ବାନିହାଲ ବାସିନ୍ଦା ନଦୀମ ଉଲ ହକ୍‌(୨୨)ଙ୍କ ଠାରୁ ବୋମା ଜବତ କରିବା ସହ ତାଙ୍କୁ ଗିରଫ କରାଯାଇଛି। ତେବେ ସେ ବିମାନ ବନ୍ଦର ବିସ୍ଫୋରଣରେ ସମ୍ପୃକ୍ତ ନ ଥିଲେ ବୋଲି ଦିଲବାଗ ସ୍ପଷ୍ଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମେହବୁବା ମୁଫତିଙ୍କ ବଢ଼ିଲା ଗୃହବନ୍ଦୀ ଅବଧି

ଶ୍ରୀନଗର,୩୧।୭: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପିପୁଲ୍ସ ଡେମୋକ୍ରାଟିକ୍‌ ପାର୍ଟି (ପିଡିପି)ର ମୁଖ୍ୟ ମେହବୁବା ମୁଫତିଙ୍କ ଗୃହବନ୍ଦୀ ଅବଧିକୁ ପ୍ରଶାସନ ପକ୍ଷରୁ ଆହୁରି ବଢ଼ାଇ ଦିଆଯାଇଛି।...

ମଣିପୁର ମୁଖ୍ୟମନ୍ତ୍ରୀ ଅପାରଗ: ଡି. ରାଜା…

ଇମ୍ଫାଲ,୨୨।୬ : ମଣିପୁର ହିଂସାକୁ ନେଇ ରାଜନୈତିକ ଦଳଗୁଡ଼ିକ କ୍ରମାଗତ ଭାବରେ ଭାଜପା ସରକାରକୁ ଘେରିବାରେ ଲାଗିଛନ୍ତି। ଏହି ପର୍ଯ୍ୟାୟରେ ସିପିଆଇର ଜାତୀୟ ସାଧାରଣ ସଚିବ...

ଶପଥ ଗ୍ରହଣ ପୂର୍ବରୁ ଭାଜପା କାର୍ଯ୍ୟାଳୟ ପହଞ୍ଚିଲେ ୟେଦୁରପ୍ପା

ବେଙ୍ଗାଲୁରୁ,୨୬।୭: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଭାଜପା ନେତା ବିଏସ୍‌ ୟେଦୁରପ୍ପା ଶୁକ୍ରବାର କର୍ନାଟକର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ସନ୍ଧ୍ୟା ୬ଟାରେ...

ଜାତିସଂଘ ସୁରକ୍ଷା ପରିଷଦରେ ଭାରତର ଅଭିଯୋଗ: ଆତଙ୍କବାଦ ରପ୍ତାନି କରୁଛି ପାକିସ୍ତାନ

ଜାତିସଂଘ,୭ା୧୧(ପି.ଟି.): ଜାତିସଂଘ ସୁରକ୍ଷା ପରିଷଦ ଅଧିବେଶନରେ ପାକିସ୍ତାନ କଶ୍ମୀର ମହିଳାଙ୍କ ଅଧିକାର ପ୍ରସଙ୍ଗ ଉଠାଇଥିଲାବେଳେ ଭାରତ ଏହାର କଡ଼ା ସମାଲୋଚନା କରିଛି। ଇସ୍‌ଲାମାବାଦ ଆତଙ୍କବାଦ ରପ୍ତାନି...

ଏଭଳି ନେତା ଯାହାଙ୍କୁ ଦେଖି ଥରୁ ଥିଲା କଂଗ୍ରେସ

ହାଇଦ୍ରାବାଦ୍‌,୨୨।୧୨: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଓ୍ବାଇ. ଏସ୍‌. ଜଗନ ମୋହନ ରେଡ୍ଡୀ ସୋମବାର ୪୮ ବର୍ଷରେ ପାଦ ଦେଇଛନ୍ତି। ୟୁବାଜନ ଶ୍ରମିକ ରିଥୁ କଂଗ୍ରେସ ପାର୍ଟି (YSRCP)ର...

ପଶ୍ଚିମବଙ୍ଗରେ ଭାଜପାର ମିଶନ-୨୫୦

କୋଲକତା,୯।୬: ଲୋକ ସଭା ନିର୍ବାଚନରେ ଭାଜପାର ବିପୁଳ ବିଜୟ ହୋଇଛି। ଦଳ ପଶ୍ଚିମବଙ୍ଗର ୪୨ ଲୋକ ସଭା ଆସନ ମଧ୍ୟରୁ ୧୮ରେ ବିଜୟୀ ହୋଇଥିବାବେଳେ ତୃଣମୂଳ...

ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୯,୪୩୫

ନୂଆଦିଲ୍ଲୀ,୨୮।୪: ଦେଶରେ କରୋନା ସ୍ଥିତି ବେଳକୁ ବେଳ ଉଦ୍‌ବେଗଜନକ ହେବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ୧,୫୪୩ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ...

ଉନ୍ନାଓ ପୀଡିତାଙ୍କର ଏମ୍ସରେ ହେବ ଚିକିତ୍ସା: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୫।୮: ଦୁର୍ଘଟଣାର ଶିକାର ହୋଇ କିଙ୍ଗ ଜର୍ଜସ୍‌ ମେଡିକାଲ କଲେଜରେ ଚିକିତ୍ସିତ ହେଉଥିବା ଉତ୍ତର ପ୍ରଦେଶର ଉନ୍ନାଓ ପୀଡିତାଙ୍କର ଚିକିତ୍ସା ଏବେ ଦିଲ୍ଲୀ ସ୍ଥିତ ଅଲ୍‌...

Advertisement
Archives

Model This Week