ପୁଣି ନକ୍ସଲ ଖଞ୍ଜିଥିବା ଲ୍ୟାଣ୍ଡ ମାଇନ ବିସ୍ଫୋରଣ: କୋବ୍ରା ବାଟାଲିୟନର ଦୁଇ ଯବାନ ଗୁରୁତର

ବଣାଇଁ,୨୨।୨(ପ୍ରଦୀପ ତ୍ରିପାଠୀ): ଶନିବାର ଝାରଖଣ୍ଡ ପଶ୍ଚିମ ସିଂହଭୂମ ଜିଲାର ସାରାଣ୍ଡା ଜଙ୍ଗଲ ଅଞ୍ଚଳରେ ନକ୍ସଲ ବିରୋଧୀ ଅଭିଯାନ ସମୟରେ ପୁଣି ଲ୍ୟାଣ୍ଡ ମାଇନ ବିସ୍ଫୋରଣ ଘଟିଥିବା ଜଣାପଡ଼ଛି । ଛୋଟାନାଗରା ଥାନା ଅନ୍ତର୍ଗତ ଚାଦ୍ରିଡେରା ଜଙ୍ଗଲରେ ୨୦୯ ନମ୍ବର କୋବ୍ରା ବାଟାଲିୟନର ଯବାନମାନେ ଶର୍ଚ୍ଚ ଅପରେଶନ କରୁଥିବା ବେଳେ ଏକ ଆକସ୍ମିକ ବିସ୍ଫୋରଣ ଘଟିଥିଲା । ସମ୍ପୃକ୍ତ ଅଞ୍ଚଳରେ ଏକ କ୍ୟାମ୍ପ କରିବା ପାଇଁ ସ୍ଥାନ ନିରୂପଣ ନିମନ୍ତେ ଯାଇଥିବା ଏହି ଯବାନଙ୍କ ମଧ୍ୟରୁ ବିସ୍ଫୋରଣରେ ଦୁଇଜଣ ହେଡ କନେଷ୍ଟବଳ ବଲଜିନ୍ଦର ସିଂ ଓ ଦିନେଶ କୁମାର ଗୁରୁତର ଭାବେ ଆହତ ହୋଇଥିଲେ। ତାଙ୍କୁ ଏୟାର ଲିଫ୍ଟ କରାଯାଇ ରାଞ୍ଚି ଚିକିତ୍ସା ପାଇଁ ପଠା ଯାଇଥିଲା । ଏବେ ଉଭୟଙ୍କ ଅବସ୍ଥା ଠିକ ଥିବା ସୂଚନା ମିଳିଛି ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିମାନବନ୍ଦରରେ ରିଲ୍ସ କରୁଥିଲେ ସାବଧାନ! ଆସିଲା ନୂଆ ନିୟମ, ନଚେତ୍ ହୋଇପାରେ

ନୂଆଦିଲ୍ଲୀ,୩।୬: ଏଣିକି ବିମାନବନ୍ଦରରେ ସେଲଫି ନେବା, ଇନଷ୍ଟାଗ୍ରାମ ରିଲ୍ ତିଆରି କରିବା କିମ୍ବା ଯାତ୍ରା ଭ୍ଲଗ୍ ସୁଟିଂ କରୁଥିବା ପ୍ରେମୀମାନଙ୍କୁ ସତର୍କ ରହିବାକୁ ପଡିବ ।ଡିଜିସିଏ ବିମାନବନ୍ଦର ପରିସରରେ…

ଯୁବତୀଙ୍କୁ ଲଜ୍‌ରେ ସିନ୍ଦୂର ପିନ୍ଧାଇ ବିବାହ କରିଥିଲେ ଯୁବକ, ଶାରୀରିକ ସମ୍ପର୍କ ରଖିବା ପରେ…

ରିଷିଡ଼ା,୩ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା ମ.ରାମପୁର ଥାନା ଅନ୍ତର୍ଗତ ରିଷିଡ଼ା ଫାଣ୍ଡି ଅଞ୍ଚଳର ଜଣେ କଲେଜ ପଢୁଆ ଯୁବକ ଜଣେ ଯୁବତୀଙ୍କୁ ବିବାହର ପ୍ରଲୋଭନ ଦେଖାଇ ଶାରୀରିକ…

ଦିନେ ଛାଡ଼ି ଦେଇଥିଲେ ୧୦୭ କୋଟି ଟଙ୍କାର ଅଫର୍, ଆଜି ଖାନ ସାରଙ୍କ କୋଚିଂ ଫିସ୍‌, ମାସକୁ କେତେ ଲକ୍ଷ ଟଙ୍କା ରୋଜଗାର ଜାଣନ୍ତୁ…

ନୂଆଦିଲ୍ଲୀ,୩।୬: ପ୍ରସିଦ୍ଧ ଶିକ୍ଷକ ତଥା ୟୁଟ୍ୟୁବର୍‌ ଖାନ ସାର୍‌ (Khan Sir) ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ବିହାରର ରାଜଧାନୀ ପାଟନାରେ ଥିବା ତାଙ୍କ କୋଚିଂ ପ୍ରତିଷ୍ଠାନ…

କୃତୀ ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା: ଭବିଷ୍ୟତରେ ନିଷ୍ଠାର ସହ ଆଗକୁ ବଢ଼ିବାକୁ ପରାମର୍ଶ

କୋରାପୁଟ,୩ା୬(ଅମିତାଭ ବେହେରା): କୋରାପୁଟ ଜିଲାର ନାରାୟଣପାଟଣା ବ୍ଲକ ପକ୍ଷରୁ ବୁଧବାର କୃତୀ ଛାତ୍ରୀଛାତ୍ରଙ୍କୁ ଉପଢୌକନ, ପ୍ରମାଣପତ୍ର ଓ ଉତ୍ତରୀୟ ପ୍ରଦାନ କରି ସମ୍ବର୍ଦ୍ଧିତ କରାଯାଇଛି। ନାରାୟଣପାଟଣା ବ୍ଲକ…

IND vs AFG: ଆଫଗାନିସ୍ତାନ ବିପକ୍ଷ ମ୍ୟାଚରେ ଖେଳିବେନି ମହମ୍ମଦ ସିରାଜ! ସାମ୍ନାକୁ ଆସିଲା ବଡ଼ କାରଣ

ନୂଆଦିଲ୍ଲୀ,୩।୬: ଆଫଗାନିସ୍ତାନ ବିପକ୍ଷ ଟେଷ୍ଟ ମ୍ୟାଚ୍‌ରେ ଡାହାଣହାତୀ ଦ୍ରୁତ ବୋଲର ମହମ୍ମଦ ସିରାଜ ଖେଳିବା ସମ୍ଭାବନା ବହୁତ କମ୍ ରହିଛି । ଏହି ଟେଷ୍ଟ ମ୍ୟାଚ୍ ଜୁନ୍…

ସରକାରୀ କର୍ମଚାରୀଙ୍କ ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ! ଲଞ୍ଚ ପାଇଁ ଘରକୁ ଯିବା ମନା, ୬ ମାସ ପର୍ଯ୍ୟନ୍ତ…

ନୂଆଦିଲ୍ଲୀ,୩।୬: ଇନ୍ଧନ, ବିଜୁଳି ଏବଂ ଅତ୍ୟାବଶ୍ୟକ ସମ୍ପଦର ସୀମିତ ତଥା ମିତବ୍ୟୟୀ ବ୍ୟବହାର ସୁନିଶ୍ଚିତ କରିବା ପାଇଁ ରାଜ୍ୟ ସରକାର ସରକାରୀ କର୍ମଚାରୀଙ୍କ ପାଇଁ ନୂଆ ମାର୍ଗଦର୍ଶିକା…

ଚତୁର୍ଥୀ ରାତିରେ ଝୁଲିପଡ଼ିଲେ ସନ୍ତୋଷୀ: ଶାଶୁଘର ଲୋକେ…

କୁଜଙ୍ଗ,୩ା୬(ମନୋଜ ପ୍ରଧାନ):ବାହାଘରର ଚତୁର୍ଥୀ ରାତିରେ ଶୋଇବା ଘରୁ ନବବଧୂଙ୍କ ଝୁଲନ୍ତା ମୃତଦେହ ମିଳିଛି। ଜଗତ୍‌ସିଂହପୁର ଜିଲା କୁଜଙ୍ଗ ଥାନା ଅନ୍ତର୍ଗତ ବଳେଇପୁର ଗ୍ରାମରେ ସୋମବାର ଏହି ଘଟଣା…

ଏଲ୍‌ନିନୋକୁ ନେଇ IMD ଡିଜିଙ୍କ ବଡ଼ ସୂଚନା: ଚଳିତବର୍ଷ ମୌସୁମୀରେ ହେବ…

ଭୁବନେଶ୍ୱର,୩ା୬: ଚଳିତ ବର୍ଷ ମୌସୁମୀରେ ଏଲ୍‌ ନିନୋର ପ୍ରଭାବ ସମ୍ଭାବନା ରହିଛି। ଏହାର ପ୍ରଭାବରେ ଭାରତରେ ମୌସୁମୀ ଜନିତ ବର୍ଷା କମ୍‌ ରହିବ ବୋଲି କହିଛନ୍ତି ଆଇଏମ୍‌ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri