କଲମ୍ବିଆରେ ପୁଣି ଭୂସ୍ଖଳନ: ୩ ମୃତ, ୨୦ରୁ ଅଧିକ ନିଖୋଜ…

ବୋଗୋଟା,୫।୧୨ : କଲମ୍ବିଆରେ ପୁଣି ଥରେ ଭୂସ୍ଖଳନ ହେବାର ଖବର ଆସିଛି। ଭୂସ୍ଖଳନ ଯୋଗୁ ଏକ ସଡ଼କ କ୍ଷତିଗ୍ରସ୍ତ ହୋଇଛି। ଏହି ଘଟଣାରେ ତିନି ଜଣଙ୍କର ମୃତ୍ୟୁ ହୋଇଛି। ଅଧିକାରୀ କହିଛନ୍ତି ଯେ ବର୍ତ୍ତମାନ ସୁଦ୍ଧା ୨୦ରୁ ଅଧିକ ଜଣ ଲୋକ ନିଖୋଜ ରହିଥିବା ଜଣାଯାଇଛି। ସେମାନ ସନ୍ଧାନରେ ଉଦ୍ଧାର କାର୍ଯ୍ୟ ଚାଲିଛି।

ଅଧିକାରୀଙ୍କ କହିବାନୁସାରେ, ଉଦ୍ଧାରକାରୀ ଦଳ ଏକ ବସ ଏବଂ କେତେକ ମୋଟରସାଇକେଲରେ ଯାତ୍ରା କରୁଥିବା ଲୋକଙ୍କୁ ଖୋଜୁଛନ୍ତି। ସେମାନେ ଭୂସ୍ଖଳନରେ ମାଟି ତଳେ ପୋତି ରହିଥିବା ଜଣାଯାଇଛି। ଏନେଇ ରାଷ୍ଟ୍ରପତି ଗୁସ୍ତାଭୋ ପେଟ୍ରୋ ସୂଚନା ଦେଇଛନ୍ତି ଯେ ଏପର୍ଯ୍ୟନ୍ତ ନଅ ଜଣଙ୍କୁ ନିରାପଦରେ ଉଦ୍ଧାର କରାଯାଇଛି। ଲୋକେ ନିଖୋଜ ଥିବାରୁ ମୃତକଙ୍କ ସଂଖ୍ୟା ବଢ଼ିବାର ଆଶଙ୍କା ରହିଛି।
ସିଭିଲ ଡିଫେନ୍ସ ଅଧିକାରୀଙ୍କ କହିବାନୁସାରେ, ବସ ରେ ପ୍ରାୟ ୨୫ ଜଣ ଯାତ୍ରୀ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱର ଗଣବଳାତ୍କାର ପରେ ମହିଳା କମିଶନ ସଦସ୍ୟଙ୍କ ଅଜବ ଯୁକ୍ତି, ଝିଅମାନେ ରାତି ୮ଟା ପରେ…

ଭୂବନେଶ୍ୱର,୧୬।୧୨: ଧଉଳୀ ସ୍ଥିତ ଦୟାନଦୀ ପଠାରେ ଜଣେ ନାବାଳିକା ଗଣବଳାତ୍କାରର ଶିକାର ହେବା ଘଟଣାକୁ ନେଇ ସାରା ରାଜ୍ୟରେ ଚର୍ଚ୍ଚା ଲାଗି ରହିଛି। ଏହି ଘଟଣାର...

ଦିଲ୍ଲୀ ସରକାରଙ୍କ ପ୍ରାଣମୁର୍ଚ୍ଛା ଉଦ୍ୟମ, ପ୍ରଦୂଷଣ ରୋକିବାକୁ ‘ତନ୍ଦୁର’ ଉପରେ ଲାଗିଲା ବ୍ୟାନ

ନୂଆଦିଲ୍ଲୀ,୧୬।୧୨: ଦିଲ୍ଲୀରେ ବାୟୁ ପ୍ରଦୂଷଣ ସଙ୍କଟଜନକ ସ୍ତରରେ ପହଞ୍ଚିବା ପରେ ରାଜ୍ୟ ସରକାର ଅଧିକ କଡ଼ା କଟକଣା ଲାଗୁ କରିଛନ୍ତି। ରୁଟି ଏବଂ ଅନ୍ୟାନ୍ୟ ଖାଦ୍ୟ...

ଧୋନୀଙ୍କ ଟିମକୁ ଯିବା କଥା ଶୁଣି ବହିଲା ଲୁହର ଧାର, ୧୪.୨ କୋଟି ଟଙ୍କାରେ ନିଲାମ ଖବର…

ନୂଆଦିଲ୍ଲୀ,୧୬।୧୨: ଆଇପିଏଲ୍ ୨୦୨୬ ନିଲାମିରେ ମହେନ୍ଦ୍ର ସିଂ ଧୋନିଙ୍କର ଜଣେ ବଡ଼ ଫ୍ୟାନ୍ ତଥା ୱିକେଟକିପର-ବ୍ୟାଟର୍ କାର୍ତ୍ତିକ ଶର୍ମାଙ୍କ ପାଇଁ ଚେନ୍ନାଇ ସୁପର କିଙ୍ଗ୍ସ (CSK)...

IPL ନିଲାମ: ଫିଟିଲା ଭାଗ୍ୟ, ତୃତୀୟ ରାଉଣ୍ଡରେ ପୃଥ୍ୱୀ ଶ’ଙ୍କୁ କିଣିଲା ଏହି ଟିମ୍

ଆବୁଧାବି,୧୬।୧୨: କ୍ୟାରିଅରରେ ବଡ଼ ଧରଣର ଅବନତି ଦେଇ ଗତି କରୁଥିବା ୨୬ ବର୍ଷୀୟ ମହାରାଷ୍ଟ୍ରର ଓପନିଂ ବ୍ୟାଟ୍ସମ୍ୟାନ୍ ପୃଥ୍ୱୀ ଶ’ଙ୍କୁ ଆଇପିଏଲ୍ ୨୦୨୬ ମିନି-ନିଲାମରେ ପୁଣି...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

୧୯ ବର୍ଷର  ଏହି ଖେଳାଳିଙ୍କ ଉପରେ ୧୪.୨ କୋଟି ଉଡାଇଲା CSK, ଆଫ୍ରିଦିଙ୍କଠାରୁ ଦ୍ରୁତ ଶତକ ମାରି ଥିଲେ ଚର୍ଚ୍ଚାରେ… 

ଆବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ସବୁଠାରୁ ବଡ଼ ସରପ୍ରାଇଜ୍‌ ପାଲଟିଥିଲେ ରାଜସ୍ଥାନର ୧୯ ବର୍ଷୀୟ ଯୁବ ଉଇକେଟକିପର୍‌ ତଥା ବ୍ୟାଟ୍ସମ୍ୟାନ କାର୍ତ୍ତିକ ଶର୍ମା। ଏହି...

ରାଜନୀତିରେ ପ୍ରବେଶ କରିବେ ଅଲିମ୍ପିଆନ୍ ଦୂତୀ ଚାନ୍ଦ, ବିଧାୟକ ହେବାକୁ ଇଚ୍ଛା

ଭୁବନେଶ୍ୱର,୧୬।୧୨: ଅଲିମ୍ପିଆନ୍ ସ୍ପ୍ରିଣ୍ଟର୍ ଦୂତୀ ଚାନ୍ଦ ପ୍ରତିଦ୍ୱନ୍ଦ୍ୱିତାମୂଳକ ଆଥଲେଟିକ୍ସରୁ ଅବସର ନେବା ପରେ ରାଜନୀତିରେ ପ୍ରବେଶ କରିବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ...

IPL 2026 Auction LIVE Updates: ଏଯାଏ ବିକ୍ରି ହୋଇଛନ୍ତି ଏସବୁ ଖେଳାଳି, ପ୍ରଶାନ୍ତ-କାର୍ତ୍ତିକଙ୍କ ଉପରେ CSKର ଟଙ୍କା ବର୍ଷା  

ଆବୁଧାବୀ,୧୬।୧୨: ବିଶ୍ୱର ସବୁଠାରୁ ଚର୍ଚ୍ଚିତ କ୍ରିକେଟ ପ୍ରିମିୟର୍‌ ଲିଗ୍‌ ଆଇପିଏଲ୍‌ର ୧୯ତମ ସିଜନ (୨୦୨୬) ପୂର୍ବରୁ ମିନି ନୀଲାମୀ ଆରମ୍ଭ ହୋଇଛି। ଏହି ନୀଲାମୀ ସଂଯୁକ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri