କଲମ୍ବିଆରେ ପୁଣି ଭୂସ୍ଖଳନ: ୩ ମୃତ, ୨୦ରୁ ଅଧିକ ନିଖୋଜ…

ବୋଗୋଟା,୫।୧୨ : କଲମ୍ବିଆରେ ପୁଣି ଥରେ ଭୂସ୍ଖଳନ ହେବାର ଖବର ଆସିଛି। ଭୂସ୍ଖଳନ ଯୋଗୁ ଏକ ସଡ଼କ କ୍ଷତିଗ୍ରସ୍ତ ହୋଇଛି। ଏହି ଘଟଣାରେ ତିନି ଜଣଙ୍କର ମୃତ୍ୟୁ ହୋଇଛି। ଅଧିକାରୀ କହିଛନ୍ତି ଯେ ବର୍ତ୍ତମାନ ସୁଦ୍ଧା ୨୦ରୁ ଅଧିକ ଜଣ ଲୋକ ନିଖୋଜ ରହିଥିବା ଜଣାଯାଇଛି। ସେମାନ ସନ୍ଧାନରେ ଉଦ୍ଧାର କାର୍ଯ୍ୟ ଚାଲିଛି।

ଅଧିକାରୀଙ୍କ କହିବାନୁସାରେ, ଉଦ୍ଧାରକାରୀ ଦଳ ଏକ ବସ ଏବଂ କେତେକ ମୋଟରସାଇକେଲରେ ଯାତ୍ରା କରୁଥିବା ଲୋକଙ୍କୁ ଖୋଜୁଛନ୍ତି। ସେମାନେ ଭୂସ୍ଖଳନରେ ମାଟି ତଳେ ପୋତି ରହିଥିବା ଜଣାଯାଇଛି। ଏନେଇ ରାଷ୍ଟ୍ରପତି ଗୁସ୍ତାଭୋ ପେଟ୍ରୋ ସୂଚନା ଦେଇଛନ୍ତି ଯେ ଏପର୍ଯ୍ୟନ୍ତ ନଅ ଜଣଙ୍କୁ ନିରାପଦରେ ଉଦ୍ଧାର କରାଯାଇଛି। ଲୋକେ ନିଖୋଜ ଥିବାରୁ ମୃତକଙ୍କ ସଂଖ୍ୟା ବଢ଼ିବାର ଆଶଙ୍କା ରହିଛି।
ସିଭିଲ ଡିଫେନ୍ସ ଅଧିକାରୀଙ୍କ କହିବାନୁସାରେ, ବସ ରେ ପ୍ରାୟ ୨୫ ଜଣ ଯାତ୍ରୀ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଶାମୁକ୍ତ ଓଡିଶା ଅଭିଯାନ କାର୍ଯ୍ୟକ୍ରମ, ନିଶା ସେବନ ବିରୋଧରେ ଶପଥ ପାଠ କଲେ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଦିଗପହଣ୍ଡି ଥାନା ପକ୍ଷରୁ ନିଶାମୁକ୍ତ ଓଡିଶା ଅଭିଯାନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ପିହୁ ନିଖୋଜ ଘଟଣା,କ୍ରାଇମବ୍ରାଞ୍ଚ ନୁହେଁ ସିବିଆଇ ତଦନ୍ତ ହେଉ:ବିଶ୍ୱ ରଞ୍ଜନ

ବରୀ,୨୫।୮(ମହେନ୍ଦ୍ର ସ୍ବଇଁ): ଯାଜପୁର ଜିଲା ବରୀ ବ୍ଲକ ବିଂଝାରପୁର ଥାନ ମଧୁସୂଦନପୁର ଗ୍ରାମର ବହୁଚର୍ଚ୍ଚିତ କୁନି ଝିଅ ପିହୁ ନିଖୋଜ ଘଟଣାକୁ ନେଇ , ଯାଜପୁର ସାଂସଦ…

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

ଜେଲ ଯିବେ ତରୁଣ ତେଜପାଲ, ସୁପ୍ରିମକୋର୍ଟରୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୫।୮: ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ ତେହେଲକା ସମ୍ପାଦକ ତରୁଣ ତେଜପାଲଙ୍କୁ ସୁପ୍ରିମକୋର୍ଟ ତୁରନ୍ତ ଆଶ୍ୱସ୍ତି ଦେବାକୁ ମନା କରିଦେଇଛନ୍ତି। କୋର୍ଟ ତାଙ୍କୁ ଦୁଇ…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

ପୁଟିନଙ୍କ ବଡ଼ ପ୍ରତିଶ୍ରୁତି: ସଙ୍କଟ ସମୟରେ ଭାରତକୁ ଯୋଗାଇବ…ବିଶ୍ୱରେ ହଇଚଇ

ନୂଆଦିଲ୍ଲୀ,୨୫।୮: ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ସୋମବାର ମସ୍କୋରେ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ସମୟରେ ଜୟଶଙ୍କର ରାଷ୍ଟ୍ରପତି ପୁଟିନଙ୍କୁ…

ରକ୍ଷାବନ୍ଧନ ପର୍ଯ୍ୟନ୍ତ ୩ ରାଶିଙ୍କୁ ବୁଧ ଦେବେ ଶୁଭ ଫଳ! ଅଚାନକ ଟଙ୍କା….

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୁଧ ଗ୍ରହକୁ ବୁଦ୍ଧି, ବାଣିଜ୍ୟ ଓ ଆର୍ଥିକ କାରବାରର କାରକ ଗ୍ରହ ବୋଲି ମନାଯାଏ । ବୁଧ ଏବେ କେତୁଙ୍କ ମଘା ନକ୍ଷତ୍ରରେ…

ଉଛୁଳୁଛି ସମୁଦ୍ର, ପୃଥିବୀ ଆଡକୁ ମାଡି ଆସୁଛି ବଡ଼ ‘ବିପର୍ଯ୍ୟୟ’? ବର୍ଷା-ବନ୍ୟା ଦେଉଛି ବିପଦର ବଡ଼ ସଙ୍କେତ

ନୂଆଦିଲ୍ଲୀ,୨୫।୮: ବିଶ୍ୱ ପାଣିପାଗ ଧାରାରେ ଦ୍ରୁତ ପରିବର୍ତ୍ତନ ହେଉଛି। କିଛି ଅଞ୍ଚଳ ପ୍ରବଳ ଗରମ ଅନୁଭବ କରୁଥିବା ବେଳେ, ଅନ୍ୟ ଅଞ୍ଚଳରେ ଅଳ୍ପ ସମୟ ମଧ୍ୟରେ ଏତେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri