୨୩ରେ ଆଉ ଏକ ଲଘୁଚାପ

ଭୁବନେଶ୍ୱର,୧୯।୮(ବ୍ୟୁରୋ):ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଲାଗି ରହିଛି। ତେବେ ଏହା ଶେଷ ନ ହେଉଣୁ ୨୩ରେ ଆଉ ଏକ ଲଘୁଚାପ ହେବା ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।
ମିଳିଥିବା ସୂଚନାନୁସାରେ, ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ହେବାର ସମ୍ଭାବନା ରହିଛି। ୨୧ ତାରିଖରେ ବର୍ଷା ସାମାନ୍ୟ କମିଲେ ମଧ୍ୟ ପୁନର୍ବାର ସବୁ ଅଞ୍ଚଳରେ ଲଘୁଚାପ ପ୍ରଭାବରେ ବର୍ଷା ହେବ। ତେବେ ଲଘୁଚାପ ପ୍ରଭାବରେ ମଙ୍ଗଳବାରଠାରୁ ରାଜ୍ୟରେ ବର୍ଷା ଲାଗି ରହିଛି। ବଧବାର ଓ ଗୁରୁବାର ଦୁଇଦିନ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ଖୋଲିବ ଆଉ ୩ନୂତନ ମହାବିଦ୍ୟାଳୟ, ଜାଣନ୍ତୁ କେଉଁଠି…

ଭୁବନେଶ୍ୱର,୨୭।୨: ରାଜ୍ୟରେ ଖୋଲିବ ଆଉ ୩ଟି ନୂତନ ମହାବିଦ୍ୟାଳୟ। ବ୍ରହ୍ମପୁରର ଏକ କାର୍ଯ୍ୟକ୍ରମରେ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଏହି ସୂଚନା ଦେଇଛନ୍ତି। ଗୋଟିଏ ମତ୍ସ୍ୟ ବିଜ୍ଞାନ, ଗୋଟିଏ…

‘ଭାରତୀୟ ଜ୍ଞାନ ପ୍ରଣାଳୀ: ବର୍ତ୍ତମାନର ଶାସନ ପାଇଁ ପ୍ରାସଙ୍ଗିକତା’ ଶୀର୍ଷକ ଜାତୀୟ ସମ୍ମିଳନୀ

ଭୁବନେଶ୍ୱର,୨୭।୨: ଉତ୍କଳ ବିଶ୍ୱବିଦ୍ୟାଳୟର ଲୋକ ପ୍ରଶାସନ ବିଭାଗ ଦ୍ୱାରା ‘ଭାରତୀୟ ଜ୍ଞାନ ପ୍ରଣାଳୀ: ଆଧୁନିକ ଶାସନ ବ୍ୟବସ୍ଥାରେ ପ୍ରାସଙ୍ଗିକତା’ ଶୀର୍ଷକ ଦୁଇଦିନିଆ ଜାତୀୟ ସମ୍ମିଳନୀର ଉଦଘାଟନ ଅନୁଷ୍ଠାନ…

ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ  ସ୍କୁଲରେ ଶିକ୍ଷକଙ୍କୁ ତାଲା ପକାଇଲେ ଗ୍ରାମବାସୀ 

ବାଲେଶ୍ୱର, ୨୭।୨( ବାଞ୍ଛାନିଧି ଦେ ): ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ବିଦ୍ୟାଳୟରେରେ ଶିକ୍ଷକଙ୍କୁ ତାଲା ପକାଇଲେ ଗ୍ରମବାସୀ ।  ଘଟଣାସ୍ଥଳରେ ଉତ୍ତେଜନା ଦେଖାଦେଇଛି।  ବାଲେଶ୍ବର ଜିଲା ସିଂଲା…

ଘରକୁ ଫେରୁଥିଲେ ରାସ୍ତାରେ ଘଟିଲା ଭୟଙ୍କର ଦୁର୍ଘଟଣା: ଆଖିବୁଜିଦେଲେ ଯୁବ ବିଜେଡିର ସୁସଙ୍ଗଠକ, ୩ ଗୁରୁତର 

ଦିଗପହଣ୍ଡି,୨୭।୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ଦିଗପହଣ୍ଡି-ଘୋଡାହାଡ ଡ୍ୟାମ ରାସ୍ତାର ବିଦେଶୀ ମଦ ଦୋକାନ ନିକଟରେ ଶୁକ୍ରବାର ମଧ୍ୟାହ୍ନରେ ଏକ ଦୁର୍ଘଟଣା ଘଟିଛି। ବୁଲେଟ୍‌ ଓ ସ୍କୁଟି ମଧ୍ୟରେ…

The Kerala Story 2 Release: ଫିଲ୍ମ ଉପରେ ଥିବା ସ୍ଥଗିତାଦେଶ ଉଠାଇଲେ କେରଳ ହାଇକୋର୍ଟର ଡିଭିଜନ ବେଞ୍ଚ

ମୁମ୍ବାଇ,୨୭।୨: ଶୁକ୍ରବାର କେରଳ ହାଇକୋର୍ଟ ‘ଦି କେରଳ ଷ୍ଟୋରି 2’ ଚଳଚ୍ଚିତ୍ରର ନିର୍ମାତାଙ୍କୁ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। କିଛି ଦିନ ପୂର୍ବରୁ କେରଳ ହାଇକୋର୍ଟର ଏକକ ବିଚାରପତି…

ଏହି ୩ ରାଶିଙ୍କ ପାଇଁ ମାର୍ଚ୍ଚ ମାସ ଅତ୍ୟନ୍ତ ଭାଗ୍ୟଶାଳୀ, ଖୋଲିଯବ ଉନ୍ନତିର ରାସ୍ତା

ବର୍ଷର ଦ୍ୱିତୀୟ ମାସ ଫେବୃଆରୀ ଶେଷ ହେବ। ବର୍ଷର ତୃତୀୟ ମାସ ଅର୍ଥାତ୍‌ ମାର୍ଚ୍ଚର ଆଗମନ। ଜ୍ୟୋତିଷ ଶାସ୍ତ୍ର ଅନୁସାରେ ମାର୍ଚ୍ଚ ମାସ ବହୁତ ସ୍ବତନ୍ତ୍ର ହେବାକୁ…

ଭାଜପା ଇଚ୍ଛାଧାରୀ ନାଗ, ମୋଦିଙ୍କୁ ନେଇ କ’ଣ କହିଲେ ପବନ ଖେରା ଜାଣନ୍ତୁ

ନୂଆଦିଲ୍ଲୀ,୨୭।୨: ଶୁକ୍ରବାର (୨୭ ଫେବୃଆରୀ) ରାଉଜ ଆଭେନ୍ୟୁ କୋର୍ଟ ଦିଲ୍ଲୀ ଅବକାରୀ ନୀତି ସହିତ ଜଡିତ ଏକ CBI ମାମଲାରେ ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ…

ଆକ୍ସନରେ ପ୍ରଶାସନ: ଇଟା ଭାଟିରେ ଚଢ଼ିଲା ବୁଲ୍‌ଡୋଜର

ଆସିକା,୨୭।୨: ଗଞ୍ଜାମ ଜିଲା ଋଷିପୁର ନିକଟରେ ଥିବା ବେଆଇନ ଇଟା ଭାଟିରେ ଶୁକ୍ରବାର ବୁଲ୍‌ଡୋଜର ଚଢିଛି। ତହସିଲଦାରଙ୍କ ସହ ସ୍ଥାନୀୟ ପୋଲିସ ଉପସ୍ଥିତରେ କଟାଯାଇଥିବା ହଜାର ହଜାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri