ବଙ୍ଗୋପସାଗରରେ ଆସୁଛି ଆଉ ଏକ ଲଘୁଚାପ: ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୭।୮: ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ଆସୁଛି। ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ପାର୍ଶବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳରେ ସକ୍ରିୟ ଥିବା ଜଣାପଡ଼ିଛି। ଏହାର ପ୍ରଭାବରେ ଅଗଷ୍ଟ ୨୯ ବେଳକୁ ସମାନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଉତ୍ତର ଓଡ଼ିଶା ଓ ଉପକୂଳ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି।

ପାଣିପାଗ କେନ୍ଦ୍ର ପକ୍ଷରୁ ମିଳିଥିବା ତଥ୍ୟ ଅନୁଯାୟୀ, ଚଳିତ ଜୁନ୍‌ ୧ ରୁ ବୁଧବାର (ଅଗଷ୍ଟ ୨୬) ଯାଏଁ ରାଜ୍ୟରେ ସ୍ବାଭାବିକ ବର୍ଷାଠାରୁ ୨୮% ଅଧିକ ବର୍ଷା ହୋଇଛି। ରାଜ୍ୟର ୪ଟି ଜିଲା ଯଥା ବରଗଡ଼, ବୌଦ୍ଧ, ସୋନପୁର ଏବଂ ବାଲେଶ୍ୱରରେ ସ୍ବାଭାବିକ ତୁଳନାରେ ଅତ୍ୟଧିକ ବର୍ଷା ହୋଇଛି। ସେହିପରି ୧୮ଟି ଜିଲା ଯଥା ନୂଆପଡ଼ା, ବଲାଙ୍ଗୀର, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଜଗତ୍‌ସିଂହପୁର, କଟକ, ଢେଙ୍କାନାଳ, ଅନୁଗୋଳ, ସମ୍ବଲପୁର, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ଯାଜପୁର, କେନ୍ଦ୍ରାପଡ଼ା, ଭଦ୍ରକ, ମୟୁରଭଞ୍ଜ ଅଧିକ ଏବଂ ଅବଶିଷ୍ଟ ୮ ଜିଲାରେ ସ୍ବାଭାବିକ ବର୍ଷା ହୋଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ନେପାଳରେ ବନ୍ୟା ତାଣ୍ଡବ: ୨୮୮ ଭାରତୀୟଙ୍କ ମିଳୁନି ପତ୍ତା,୨୧ ଉଦ୍ଧାର

ନୂଆଦିଲ୍ଲୀ,୨୭।୮: ନେପାଳରେ ବନ୍ୟା ପରେ ୨୮୮ ଜଣ ଭାରତୀୟ ନିଖୋଜ ଥିବା ରିପୋର୍ଟ ହୋଇଛି। ସେମାନଙ୍କୁ ଖୋଜିବା ପାଇଁ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ବୈଦେଶିକ ମନ୍ତ୍ରଣାଳୟର…

ନିଆରା ରାକ୍ଷୀପୂର୍ଣ୍ଣିମା: ଗଛକୁ ରାକ୍ଷୀ ବାନ୍ଧି ପରିବେଶ ସୁରକ୍ଷା ବାର୍ତ୍ତା ବାଣ୍ଟିଲେ ଛାତ୍ରୀଛାତ୍ର

ଭଞ୍ଜନଗର, ୨୭।୮(ବାବୁଲା ପ୍ରଧାନ): ଗଛ ଓ ମଣିଷର ସମ୍ପର୍କକୁ ଦୃଢ଼ କରିବା ସହ ପରିବେଶ ସୁରକ୍ଷାର ବାର୍ତ୍ତା ଦେବା ଲକ୍ଷ୍ୟରେ ରାକ୍ଷୀପୂର୍ଣ୍ଣିମା ଅବସରରେ ଭଞ୍ଜନଗର କବି ସମ୍ରାଟ…

ପୁଣି ବନ୍ଦ ହେଲା ୪ ସ୍ଲୁଇସ ଗେଟ: ହୀରାକୁଦ ଜଳଭଣ୍ଡାରରେ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ

ସମ୍ବଲପୁର,୨୭।୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି। ଫଳରେ ଗୁରବାର ୍ଯଯଯାହ୍ନରେ ପୁଣି ୪ଟି ସ୍ଲୁଇସ ଗେଟକୁ ବନ୍ଦ କରି…

ଉତ୍ତରାଞ୍ଚଳ ଡିଆଇଜି ଭାବେ ଦାୟିତ୍ୱ ଗ୍ରହଣ କଲେ ଚରଣ ସିଂ ମୀନା: ସାଇବର ଅପରାଧ ରୋକିବା ହେବ ପ୍ରାଥମିକତା

ସମ୍ବଲପୁର,୨୭।୮(ପ୍ରମୋଦ ବହିଦାର): ଉତ୍ତରାଞ୍ଚଳ ଡିଆଇଜି ଭାବେ ଆଇପିଏସ ଚରଣ ସିଂ ମୀନା ଆନୁଷ୍ଠାନିକ ଭାବେ ଯୋଗଦେଇଛନ୍ତି। ଗୁରୁବାର ସକାଳେ ସର୍ବପ୍ରଥମେ ସେ ସମ୍ବଲପୁରର ଆରାଧ୍ୟ ଦେବୀ ମା’…

Appleର ବଡ଼ ଘୋଷଣା! ଏହି ତାରିଖରେ ଲଞ୍ଚ ହେବ iPhone 18 Pro, ଏତିକି ରହିବ ଦାମ୍

ନୂଆଦିଲ୍ଲୀ,୨୭।୮: Apple ଶେଷରେ ନିଜର ବଡ଼ ଲଞ୍ଚ ଇଭେଣ୍ଟର ତାରିଖ ଘୋଷଣା କରିଛି । କମ୍ପାନୀ ଆସନ୍ତା ସେପ୍ଟେମ୍ବର ୯ ତାରିଖରେ Apple Event ଆୟୋଜନ କରିବ…

ସତ ହୋଇଗଲା ଭବିଷ୍ୟବାଣୀ! ବହୁ ବର୍ଷ ପୂର୍ବରୁ ନେପାଳକୁ ନେଇ ଏମିତି କହିଥିଲେ…

ନୂଆଦିଲ୍ଲୀ,୨୭।୮: ନେପାଳରେ ସୃଷ୍ଟି ହୋଇଥିବା ଭୟଙ୍କର ପରିସ୍ଥିତି ମଧ୍ୟରେ ଏବେ ଚର୍ଚ୍ଚାକୁ ଆସିଛି ପ୍ରସିଦ୍ଧ ଭବିଷ୍ୟବକ୍ତା ବାବା ଭେଙ୍ଗାଙ୍କ ପୁରୁଣା ଭବିଷ୍ୟବାଣୀ। ସୋସିଆଲ ମିଡିଆରେ ଦାବି କରାଯାଉଛି…

କ୍ୟାନସର୍‌ ମେଡିସିନକୁ ମିଳିଲା ମଞ୍ଜୁରୀ: ରୋଗୀଙ୍କ ପାଇଁ ବଡ଼ ଆଶ୍ୱସ୍ତି

ଓ୍ବାଶିଂଟନ୍‌,୨୭।୮: ଆମେରିକାର ଖାଦ୍ୟ ଏବଂ ଔଷଧ ପ୍ରଶାସନ (FDA) ମେଟାଷ୍ଟାଟିକ ପାନକ୍ରିଏଟିକ କ୍ୟାନସର୍‌ ରୋଗର ଚିକିତ୍ସା ପାଇଁ ରେଭଲ୍ୟୁସନ ମେଡିସିନ୍ସର ନୂତନ ଔଷଧ ‘ରାସୋକ’କୁ ଅନୁମୋଦନ କରିଛି।…

ପୁଣି କ୍ରାଶ୍‌ ହେଲା ବିମାନ: ସବୁକିଛି ଚୁର୍‌ମାର୍‌, ବିମାନରେ ଥିଲେ…

ଲକ୍ଷ୍ନୌ,୨୭।୮: ଉତ୍ତର ପ୍ରଦେଶର କାନପୁରରେ ଏକ ବଡ଼ଧରଣର ବିମାନ ଦୁର୍ଘଟଣା ଘଟିଛି। ଗଙ୍ଗା ବ୍ୟାରେଜ ନିକଟରେ ଏକ ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ଉଭୟ ପାଇଲଟଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri