Posted inରାଜ୍ୟ

୨୫ରେ ଆଉ ଏକ ଲଘୁଚାପ: ରାଜ୍ୟରେ ପ୍ରବଳ ବର୍ଷାର ଆଶଙ୍କା

ଭୁବନେଶ୍ୱର,୨୨ା୮: ଆସନ୍ତା ୨୫ ତାରିଖରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଗାଙ୍ଗେୟ ପଶ୍ଚିମବଙ୍ଗ ଅଞ୍ଚଳରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ବର୍ତ୍ତମାନ ରାଜ୍ୟରେ ଲଘୁଚାପଜନିତ ମୌସୁମୀ ବର୍ଷା ଜାରି ରହିଛି। ୨୫ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଗୁରୁବାର ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି। ସେହିପରି ଶୁକ୍ରବାର ଏବଂ ଶନିବାର ବଜ୍ରପାତ ଆଶଙ୍କାରେ ୨୦ଟି ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏହି ଜିଲାଗୁଡ଼ିକ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର ଏବଂ ମୟୂରଭଞ୍ଜ ଆଦି ସାମିଲ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସକାଳୁଆ ସ୍କୁଲକୁ ନେଇ ଆସିଲା ବଡ଼ ଖବର, ଏହିଦିନ ଠୁ…

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ଖୁବ୍‌ଶୀଘ୍ର ସକାଳୁଆ ହେବ ସ୍କୁଲ। ରାଜ୍ୟରେ ତାପମାତ୍ରା ସହ ଖରା ପ୍ରକୋପ ଅଧିକ ରହୁଛି। ମାର୍ଚ୍ଚରେ ବିଭିନ୍ନ ସ୍ଥାନରେ ଅସହ୍ୟ ଗରମ ଅନୁଭବ ହେଉଛି।…

ଆଗକୁ ଶିକ୍ଷକଙ୍କୁ ନିୟମିତ ନିଯୁକ୍ତି ଦିଆଯିବ,ସରକାରଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ରାଜ୍ୟରେ ଶିକ୍ଷାକ୍ଷେତ୍ରରେ ପରିବର୍ତ୍ତନ ଆଣିବା ପାଇଁ ରାଜ୍ୟ ସରକାର ପ୍ରୟାସ କରୁଛନ୍ତି। ଶିକ୍ଷକମାନେ ଯେପରି ରାଜରାସ୍ତାରେ ନ ବସିବେ, ପିଲାଙ୍କ ପାଠପଢ଼ାକୁ ଯେପରି ଗୁରୁତ୍ୱ…

ବିି.ଏଡ୍‌. ପ୍ରବେଶିକା ପରୀକ୍ଷା ପାଇଁ ୨୩ରୁ ଆବେଦନ

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ୨ବର୍ଷିଆ ବି.ଏଡ୍‌, ବିଏଚ୍‌.ଏଡ୍‌. ଓ ଏମ୍‌.ଏଡ୍‌. ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ପ୍ରବେଶିକା ପରୀକ୍ଷା ଲାଗି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।…

ଏଆଇ ପ୍ରସ୍ତୁତ ମୋଦିଙ୍କ ଆପତ୍ତିଜନକ ଫଟୋ ଶେୟାର କରିଥିବା ଯୁବକ ଗିରଫ

ନୂଆଦିଲ୍ଲୀ,୨୧ା୩: ଆର୍ଟିଫିସିଆଲ୍‌ ଇଣ୍ଟେଲିଜେନ୍ସ (ଏଆଇ) ସହାୟତାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆପତ୍ତିଜନକ ଫଟୋ ପ୍ରସ୍ତୁତ କରି ସୋସିଆଲ୍‌ ମିଡିଆରେ ଶେୟାର କରିଥିବା ଅଭିଯୋଗରେ ବିହାରର ସିଦ୍ଧନାଥ କୁମାରଙ୍କୁ…

ସୁନାଖଳା ପାହାଡ଼ରେ ବାଘ ଆତଙ୍କ, ଲୋକେ ଭୟଭୀତ

ପାତ୍ରପୁର୨୧।୩(ଉମାଚରଣ ନେପାକ): ଗଞ୍ଜାମ ଜିଲା ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଲଙ୍କା-ସୁନାଖଳା ପାହାଡ଼ ନିକଟରେ ଶନିବାର ସନ୍ଧ୍ୟାରେ ଏକ କଲରାପତିରିଆ ବାଘ ବସିଥିବା ସ୍ଥାନୀୟ ଲୋକେ ଦେଖିଥିବା ଚର୍ଚ୍ଚା…

ବିଜେଡି ଛାଡ଼ିଲେ ବସ୍ତା ବ୍ଲକ ସଭାପତି ଅନିଲ ମହାନ୍ତି, କହିଲେ ଏହି ବଡ଼ କାରଣ…

ବାଲେଶ୍ୱର, ୨୧।୩(ବାଞ୍ଛାନିଧି ଦେ): ବିଜେଡି ଛାଡ଼ିଲେ ବାଲେଶ୍ୱର ଜିଲା ବସ୍ତା ବ୍ଲକ ସଭାପତି ଅନିଲ କୁମାର ମହାନ୍ତି l ସେ ଶନିବାର ଦଳର ପ୍ରାଥମିକ ସଦସ୍ୟ ପଦରୁ…

ସ୍ତ୍ରୀଙ୍କୁ ତଣ୍ଟିଚିପି ହତ୍ୟା କରିବା ପରେ ଆତ୍ମହତ୍ୟାର ରୂପ ଦେଇଥିଲେ ସ୍ବାମୀ, ଅଦାଲତ ଶୁଣାଇଲେ ଏମିତି ରାୟ

ଥୁଆମୂଳ ରାମପୁର,୨୧ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଓ ଦୌରା ଜଜ୍‌ ଅଦାଲତ ଏକ ସମ୍ବେଦନଶୀଳ ହତ୍ୟା ମାମଲାର ବିଚାର କରି ଅଭିଯୁକ୍ତ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି।…

ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ଛାତରୁ ଡେଇଁ ପଡ଼ିଲେ ସ୍ତ୍ରୀ, ଆଉ ତା’ପରେ…

କଣ୍ଟାବାଞ୍ଜି,୨୧।୩: ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ଥାନା କପିଳାଭଟା ଗାଁରେ ଶନିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ସ୍ତ୍ରୀ ଛାତରୁ ଡେଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri