ଭୁବନେଶ୍ୱର,୨୫।୮: ପୁଣି ଏକ ଲଘୁଚାପ। ୪୮ ଘଣ୍ଟାରେ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି। ଏହାର ପ୍ରଭାବରେ ୨୯ ତାରିଖ ଯାଏ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ପ୍ରବଳ ପର୍ଷା ନେଇ ରାୟଗଡ଼ା, ଗଜପତି ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଆଉ ବାକି ୨୭ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି।


