ଅଗଷ୍ଟ ୧୯ରେ ପୁଣି ଏକ ଲଘୁଚାପ: ୧୮ରୁ ବର୍ଷିବ

ଭୁବନେଶ୍ୱର,୧୬।୯(ବ୍ୟୁରୋ): ବଙ୍ଗୋପସାଗରରେ ଆସନ୍ତା ଅଗଷ୍ଟ ୧୯ରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାର ପ୍ରଭାବରେ ଅଗଷ୍ଟ ୧୮ରୁ ଉପକୂଳରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ୧୯ରୁ ବର୍ଷାର ପରିମାଣ ବଢି ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ।
ରାଜ୍ୟରେ ଲଗାତର ୨ଟି ଲଘୁଚାପ ପ୍ରଭାବରେ ବର୍ଷା ଯୋଗୁ ଏହି ନିଅଣ୍ଟିଆ ବର୍ଷା ଭରଣ ହୋଇଛି। ୧ ଜୁନ ୨୦୨୨ରୁ ୧୫ ଅଗଷ୍ଟ ଯାଏ ୮୪୦.୧ ମିମି ବର୍ଷା ରେକର୍ଡ କରାଯାଇଛି, ଯାହା ସ୍ବାଭାବିକ ବର୍ଷା ୭୩୭.୧ ମିମି ତୁଳନାରେ ୧୪ ପ୍ରତିଶତ ଅଧିକ। ଏହି ସମୟ ମଧ୍ୟରେ ୧୧ ଜିଲାରେ ସ୍ବାଭାବିକଠାରୁ ଅଧିକ ବର୍ଷା ରେକର୍ଡ ହୋଇଥିବାବେଳେ ଅବଶିଷ୍ଟ ୧୯ ଜିଲାରେ ସ୍ବାଭାବିକ ବର୍ଷା ରେକର୍ଡ କରାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ସମସ୍ୟାରେ ୭,୮ ନଂ. ଓ୍ବାର୍ଡବାସୀ

ସୁନାବେଡ଼ା, ୧୦ା୩(ସ୍ବ. ପ୍ର.) ସରକାର ଗରିବ ଲୋକଙ୍କ ପାଇଁ ବିଭିନ୍ନ ଯୋଜନା କରୁଛନ୍ତି। ମାତ୍ର ଏଥିରୁ ଲୋକେ ଉପକୃତ ହେଉ ନ ଥିବା ଅଭିଯୋଗ ହେଉଛି। ସୁନାବେଡ଼ା...

କିରୋସିନ ବାଟମାରଣା ଅଭିଯୋଗରେ ଡିଲର ନିଲମ୍ବିତ

ବାଲେଶ୍ୱର ଅଫିସ, ୧୩।୩: ବାଲେଶ୍ୱର ସଦର ବ୍ଲକ ଅଧୀନ ଗୁଡ଼ ପଞ୍ଚାୟତର ଡିଲର ହିତାଧିକାରୀଙ୍କୁ କିରୋସିନ ନ ଦେଇ ହେରଫେର କରିଥିବା ନେଇ ୬ ମାସ...

ପୋଲିସ ଡିଜି ଭାବେ ଦାୟିତ୍ୱ ନେଲେ ସତ୍ୟଜିତ

ଭୁବନେଶ୍ୱର,୨୨ା୧୧(ବ୍ୟୁରୋ)/ କଟକ ଅଫିସ: ପୋଲିସ ଡିଜି ସମେତ ଅଗ୍ନିଶମ ଓ ହୋମ୍‌ଗାର୍ଡ ଡିଜି ଥିବା ବିଜୟ କୁମାର ଶର୍ମାଙ୍କୁ ବଦଳି ପରେ ୧୯୮୬ ବ୍ୟାଚ୍‌ର ଓଡିଶା...

ପ୍ରତିବର୍ଷ ହେପାଟାଇଟିସ୍‌ରେ ଆକ୍ରାନ୍ତ ହେଉଛନ୍ତି ରାଜ୍ୟର ୫ ହଜାର ଲୋକ

ଭୁବନେଶ୍ୱର,୨୭ା୭ (ବ୍ୟୁରୋ): ଓଡ଼ିଶାରେ ପ୍ରତିବର୍ଷ ୪ରୁ ୫ ହଜାର ଲୋକ ହେପାଟାଇଟିସ୍‌ରେ ଆକ୍ରାନ୍ତ ହେଉଛନ୍ତି। ରାଜ୍ୟର କେତେକ ଜନଜାତିଙ୍କଠାରେ ହେପାଟାଇଟିସ ‘ବି’ ମାତ୍ରା ଅଧିକ। ଆଦିବାସୀ...

୧୨୦୦ ସ୍ଥାନରେ ଜଳୁଛି ଜଙ୍ଗଲ

ଭୁବନେଶ୍ୱର, ୧୪।୩(ବ୍ୟୁରୋ):ଖରାଦିନ ଆସିଯାଇଥିବାରୁ ରାଜ୍ୟର ବିଭିନ୍ନ ଜଙ୍ଗଲରେ ନିଆଁ ଲାଗୁଛି। ସୋମବାର ସୁଦ୍ଧା ୧୨୦୦ ପଏଣ୍ଟରେ ନିଆଁ ଲାଗିଥିବାବେଳେ ଏହା ୧୫୦୦କୁ ବୃଦ୍ଧି ପାଇପାରେ। ତେବେ...

ଭୁବନେଶ୍ୱରରୁ ଆଜି ୪୩ ପଜିଟିଭ ଚିହ୍ନଟ: ସେଥିରୁ ଲୋକାଲ କେସ୍‌ ୩୪

ଭୁବନେଶ୍ୱର,୨୮ ା୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ୪୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୯ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ...

‘ଜାଗା ମିଶନ’ ଦିଗହରା

ଭୁବନ, ୧୦।୯ ସହରାଞ୍ଚଳର ଗରିବ ଭୂମିହୀନ ବସ୍ତିବାସିନ୍ଦାଙ୍କ ମୁହଁରେ ଫୁଟିବ ହସ। ମୁଣ୍ଡକୁ ଛାତ। ପେଟକୁ ଭାତ। ହାତପାହାନ୍ତାରେ ଆବଶ୍ୟକ ମୌଳିକ ସୁବିଧା ଯୋଗାଇ ଦେବେ...

ଭୁଶୁଡିଲା ବଙ୍ଗଳାଗୁଡ଼ା ବ୍ରିଜ୍‌

କୋରାପୁଟ,୧୬।୮(ସ୍ବ.ପ୍ର.): କୋରାପୁଟ ରାୟଗଡା ୩୨୬ ନଂ ଜାତୀୟ ରାଜପଥର ବଙ୍ଗଳାଗୁଡା ଗ୍ରାମ ନିକଟରେ ଥିବା ଏକ ବଡ ବ୍ରିଜ଼ ମଙ୍ଗଳବାର ଅପରାହ୍ନରେ ହଠାତ ଭୁଶୁଡିପଡ଼ିଛି। ଫଳରେ...

Advertisement
Archives

Model This Week