ଆମେରିକାରେ ଆଉ ଏକ ବଡ଼ ବିମାନ ଦୁର୍ଘଟଣାଗ୍ରସ୍ତ: ୬ ଜଣଙ୍କ ମୃତ୍ୟୁ

ଓ୍ବାଶିଂଟନ୍‌,୧।୨: ଆମେରିକାରେ ଆଉ ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫିଲାଡେଲଫିଆ ବିମାନବନ୍ଦରରୁ ଉଡ଼ାଣ ଆରମ୍ଭ କରିବାର କିଛି ସମୟ ପରେ ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏପର୍ଯ୍ୟନ୍ତ ୬ ଜଣଙ୍କ ମୃତ୍ୟୁ ନିଶ୍ଚିତ ହୋଇଛି। ୱାଶିଂଟନର ରିଗାନ ନ୍ୟାଶନାଲ ଏୟାରପୋର୍ଟ ନିକଟରେ ଏକ ଯାତ୍ରୀବାହୀ ଜେଟ ଏବଂ ଏକ ସାମରିକ ହେଲିକପ୍ଟର ମଧ୍ୟରେ ଧକ୍କା ହେବାର ମାତ୍ର ଦୁଇ ଦିନ ପରେ ଏହି ଦୁର୍ଘଟଣା ଘଟିଛି। ଦୁଇ ଦିନ ପୂର୍ବେ ଘଟିଥିବା ସେହି ଦୁର୍ଘଟଣାରେ ୬୭ ଜଣଙ୍କର ମୃତ୍ୟୁ ହୋଇଥିଲା॥

ବିମାନଟି ଏକ ସପିଂ ମଲ ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ବିମାନଟି ଉତ୍ତର-ପୂର୍ବ ଫିଲାଡେଲଫିଆ ବିମାନବନ୍ଦରରୁ ଉଡ଼ାଣ ଆରମ୍ଭ କରିଥିଲା। କିନ୍ତୁ, ଉଡ଼ାଣ ଆରମ୍ଭ କରିବାର ମାତ୍ର ୩୦ ସେକେଣ୍ଡ ପରେ ଏହା ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣା ଯୋଗୁଁ ଅନେକ କୋଠାରେ ନିଆଁ ଲାଗିଯାଇଛି ଏବଂ ଅନେକ ଲୋକ ଆହତ ହୋଇଥିବା ଜଣାପଡିଛି। ଫିଲାଡେଲଫିଆ ଜରୁରୀକାଳୀନ ପରିଚାଳନା କାର୍ଯ୍ୟାଳୟ ସୋସିଆଲ ମିଡିଆରେ ଦୁର୍ଘଟଣାର ନିଶ୍ଚିତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ପ୍ରଧାନମନ୍ତ୍ରୀ ମୋଦି ଅଭିମନ୍ୟୁ ନୁହଁନ୍ତି, ବରଂ ଅର୍ଜୁନ’ ବିରୋଧୀଙ୍କୁ ଟାର୍ଗେଟ କରି ଆଚାର୍ଯ୍ୟ ପ୍ରମୋଦ କୃଷ୍ଣମ ଦେଲେ ଏମିତି ବୟାନ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୨।୧୧: ଶ୍ରୀ କଲ୍କି ଧାମର ମୁଖ୍ୟ ଆଚାର୍ଯ୍ୟ ପ୍ରମୋଦ କୃଷ୍ଣମ, ଦିଲ୍ଲୀର ରାମଲୀଳା ମୈଦାନରେ ଆୟୋଜିତ ‘ଇଣ୍ଡିଆ’ (INDIA) ମେଣ୍ଟର ରାଲିକୁ ଟାର୍ଗେଟ କରିଛନ୍ତି। ବିରୋଧୀ ଦଳଗୁଡ଼ିକୁ…

ଆମେ ଚାହିଁଲେ ଏକ ସୁନ୍ଦର ସବୁଜ ପରିବେଶ ଗଢ଼ିପାରିବା

ଭୁବନେଶ୍ୱର,୨।୧୧: ଆମେ ପରିବେଶ ପ୍ରଦୂଷଣ ବଢ଼ୁଛି ବୋଲି କହୁଛେ। ହେଲେ ପରିବେଶ ସୁରକ୍ଷା ପାଇଁ ଆମେ କେତେ ଉତ୍ତରଦାୟୀ ହେଉଛୁ? ସତରେ ଆମେ ପରିବେଶ ସୁରକ୍ଷା ଦିଗରେ…

୨ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨ା୧୧: ସୋମବାରଠାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ। ଆଜି ସନ୍ଧ୍ୟା ୬ଟାରେ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ। ଏହି ଗସ୍ତ…

୧୩୪ ବର୍ଷ ବିଦ୍ୟାଳୟର ନାହିଁ ନିଜସ୍ବ ଜମି: ବିଶ୍ୱନାଥପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶ୍ରେଣୀଗୃହ ଅଭାବ, ନାହାନ୍ତି ବିଜ୍ଞାନ ଶିକ୍ଷକ

ବାଲିପାଟଣା,୨ା୧୧(ଅଭିମନ୍ୟୁ ନାୟକ): ଖୋର୍ଦ୍ଧା ଜିଲା ବାଲିପାଟଣା ବ୍ଲକର ବିଶ୍ୱନାଥପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ୧୮୯୨ମସିହାରେ ପ୍ରତିଷ୍ଠା ହୋଇଥିବାବେଳେ ଚଳିତବର୍ଷ ୧୩୪ ବର୍ଷରେ ପଦାର୍ପଣ କରିଛି। ଏହି…

ଆଇପିଏସ୍‌ ଅଧିକାରୀସ୍ତରରେ ଅଦଳବଦଳ

ଭୁବନେଶ୍ୱର,୨।୧୧(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଭାରତୀୟ ପୋଲିସ ସେବା(ଆଇପିଏସ୍‌) ଅଧିକାରୀସ୍ତରରେ ବ୍ୟାପକ ଅଦଳବଦଳ କରାଯାଇଛି। ଗୃହବିଭାଗ ପକ୍ଷରୁ ରବିବାର ଜାରି ବିଜ୍ଞପ୍ତି ଅନୁଯାୟୀ, ରାଜ୍ୟ କାରାଗାର…

ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ସିରିଜ ପରେ ବଡ଼ ବୟାନ ଦେଲେ ଗୌତମ ଗମ୍ଭୀର; ଜାଣନ୍ତୁ କ’ଣ କହିଲେ

ନୂଆଦିଲ୍ଲୀ,୨।୧୧: ଭାରତ T20 ସିରିଜରେ ନ୍ୟୁଜିଲ୍ୟାଣ୍ଡକୁ ୩-୨ରେ ପରାସ୍ତ କରିଛି। ସିରିଜର ଶେଷ ଦୁଇଟି ମ୍ୟାଚରେ ଭାରତୀୟ ଦଳକୁ କଠୋର ବାସ୍ତବତାର ସାମ୍ନା କରିବାକୁ ପଡ଼ିଥିଲା ଏବଂ…

ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ସିରିଜ ଜିତିଲା ଭାରତ, ହେଲେ ଦଳର ୩ ବଡ଼ ଦୁର୍ବଳତା ଆସିଲା ସାମ୍ନାକୁ, ଜାଣନ୍ତୁ…

ନୂଆଦିଲ୍ଲୀ,୨।୧୧: ଭାରତ ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଟି-୨୦ ଆନ୍ତର୍ଜାତୀୟ (T20I) ସିରିଜକୁ ୩-୨ରେ ଜିତି ନେଇଛି। ପ୍ରଥମ ତିନୋଟି ମ୍ୟାଚ ଜିତିବା ପରେ, ଶ୍ରେୟସ ଆୟରଙ୍କ ନେତୃତ୍ୱରେ ଭାରତୀୟ…

ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଶିମିଳିପାଳ: ଦୈନିକ ଏତିକି ଗାଡ଼ିକୁ ପ୍ରବେଶ ଅନୁମତି…

ବାରିପଦା,୨ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ପ୍ରକୃତିପ୍ରେମୀ ଓ ପର୍ଯ୍ୟଟକଙ୍କ ଅପେକ୍ଷାର ଅନ୍ତ ଘଟିଛି। ରବିବାରଠାରୁ ୨୦୨୬-୨୭ ପର୍ଯ୍ୟଟନ ଋତୁ ପାଇଁ ଖୋଲିଛି ବିଶ୍ୱପ୍ରସିଦ୍ଧ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?