ପୁଣି ଏକ ବଡ଼ଧରଣର ବିମାନ ଦୁର୍ଘଟଣା: ଟେକ୍‌ଅଫ୍‌ବେଳେ ଜଳିଗଲା, ସବୁଯାତ୍ରୀ ମୃତ

ଭେନେଜୁଏଲା,୨୯।୧: କଲମ୍ବିଆ ଏବଂ ଭେନେଜୁଏଲା ସୀମା ନିକଟରେ ଥିବା ନର୍ଟ ଡି ସାଣ୍ଟାଣ୍ଡର ପ୍ରଦେଶରେ ସାଟେନା ଏୟାରଲାଇନ୍ସର ଏକ ବାଣିଜି୍ୟକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ସମସ୍ତ ୧୫ ଜଣଙ୍କର ମୃତ୍ୟୁ ହୋଇଛି। ବିମାନଟି କୁକୁଟାରୁ ଉଡ଼ାଣ ଭରିବା ପରେ ଓକାନା ଅଭିମୁଖେ ଯାଉଥିବା ସମୟରେ ଉଡ଼ାଣ ଭରିବାର କିଛି ମିନିଟ ପରେ ଏହି ଦୁର୍ଘଟଣା ଘଟିଥିଲା।

ସରକାରୀ ଏବଂ ବିମାନ ଅଧିକାରୀମାନେ ନିଶ୍ଚିତ କରିଛନ୍ତି ଯେ, ଦୁର୍ଘଟଣାଗ୍ରସ୍ତ ବିମାନଟି ଏକ Beechcraft 1900D ଥିଲା, ଏଥିରେ ୧୩ ଜଣ ଯାତ୍ରୀ ଏବଂ ଦୁଇ ଜଣ କ୍ରୁ ସଦସ୍ୟ ଥିଲେ। ମୃତକଙ୍କ ମଧ୍ୟରେ ସଂସଦର ଜଣେ ସଦସ୍ୟ ଏବଂ ଆଗାମୀ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ଜଣେ ବିଧାୟକ ପ୍ରାର୍ଥୀ ଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଏପ୍ରିଲ ୧୫ରୁ ଏସବୁ ବ୍ୟାଙ୍କ ଆକାଉଣ୍ଟ ବନ୍ଦ, ଖାତାରେ ଟଙ୍କା ଥିଲେ…

ନୂଆଦିଲ୍‌ଲୀ,୧୭।୩: ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ (PNB) ଯେଉଁ ଆକାଉଣ୍ଟଗୁଡ଼ିକ ଦୀର୍ଘ ସମୟ ଧରି ନିଷ୍କ୍ରିୟ ଅଛନ୍ତି ବିଶେଷକରି, ସେହି ଆକାଉଣ୍ଟଗୁଡ଼ିକୁ ‘ଇନ ଆକ୍ଟିଭ’ ଭାବରେ ବର୍ଗୀକୃତ କରାଯାଇଛି।…

ପାକିସ୍ତାନର ଏୟାରଷ୍ଟ୍ରାଇକ୍‌କୁ ନେଇ ଚାଇନାର ବଡ଼ ବୟାନ, ଯୁଦ୍ଧ ଭିତରେ ଚମକି ପଡିଲା ବିଶ୍ୱ!

ବେଜିଂ,୧୭।୩: ଆଫଗାନିସ୍ତାନର କାବୁଲରେ ପାକିସ୍ତାନୀ ସାମରିକ ଆକ୍ରମଣ ପରେ ପରିସ୍ଥିତି ଏତେ ଗମ୍ଭୀର ହୋଇଯାଇଛି। ଯାହାଯୋଗୁ ପାକ୍‌ର ଘନିଷ୍ଠ ସହଯୋଗୀ ଚାଇନା ମଧ୍ୟ ଚୁପ ରହିପାରି ନାହିଁ।…

ଦିଦିଙ୍କ ଗଡ଼ ପାଲଟିଲା ‘ହଟ୍‌-ସିଟ୍‌’: ପୁଣି ମୁହାଁମୁହିଁ ହେବେ ମମତା-ଶୁଭେନ୍ଦୁ, ଭାଜପା କାର୍ଡକୁ କିଭଳି…

କୋଲକାତା,୧୭।୩: ପଶ୍ଚିମବଙ୍ଗ ରାଜନୀତିରେ ପୁଣି ଥରେ ଦୁଇ ମହାରଥୀଙ୍କ ମଧ୍ୟରେ ମହାମୁକାବିଲା ଦେଖିବାକୁ ମିଳିବ। ତୃଣମୂଳ କଂଗ୍ରେସ (TMC) ସୁପ୍ରିମୋ ମମତା ବାନାର୍ଜୀ ଏବଂ ଭାଜପା ନେତା…

ସୁନା ୩୬,୦୦୦ ଟଙ୍କା; ରୁପା ହେଲା ୧୮୭,୦୦୦ ଟଙ୍କା ଶସ୍ତା; ଏକ୍ସପର୍ଟ ଚକିତ, ଆଗକୁ…   

ନୂଆଦିଲ୍ଲୀ,୧୭।୩: ଆମେରିକା-ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ମଧ୍ୟରେ ବିଶ୍ୱ ବଜାରରେ ଏକ ଆଶ୍ଚର୍ଯ୍ୟଜନକ ଚିତ୍ର ସାମ୍ନାକୁ ଆସିଛି। ସାଧାରଣତଃ ଯୁଦ୍ଧ ସମୟରେ ସୁନା…

ଶଳାଙ୍କୁ ପିଟିପିଟି ହତ୍ୟା କଲେ ଭିଣୋଇ: ଅଭିଯୁକ୍ତଙ୍କୁ ଧରିଲା ପୋଲିସ

ଭେଡେନ ,୧୭।୩(ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଚିଚିଣ୍ଡା ହାଇସ୍କୁଲ ପଡ଼ାରେ ମଙ୍ଗଳବାର ଏକ ହତ୍ୟାକାଣ୍ଡ ଘଟିଛି। ଗ୍ରାମର ସୁଦୀପ ବାଗ(୨୮)ଙ୍କୁ ତାଙ୍କ ଭିଣୋଇ ସାଳନା…

ବଡ଼ ଦାବି କଲେ ରାଘବ ଚଢ଼ା: ୩ ବର୍ଷରେ ୧୯,୦୦୦ କୋଟି ଲୁଟିଲେଣି ବ୍ୟାଙ୍କ!

ନୂଆଦିଲ୍ଲୀ,୧୭।୫: ସଂସଦରେ ବ୍ୟାଙ୍କିଙ୍ଗ୍ ବ୍ୟବସ୍ଥା ଏବଂ ସାଧାରଣ ଜନତାଙ୍କୁ ନେଇ ଏକ ବଡ଼ ପ୍ରସଙ୍ଗ ଉଠିଛି। ସର୍ବନିମ୍ନ ଜମା ରାଶି ନ ରଖିପାରିବାରୁ ଦେଶର ବ୍ୟାଙ୍କଗୁଡ଼ିକ ଗ୍ରାହକଙ୍କଠାରୁ…

ଇରାନର ଦ୍ୱିତୀୟ ଶକ୍ତିଶାଳୀ ନେତା ବି ନିହତ! ଇସ୍ରାଏଲ୍‌ କଲା ଦାବି

ତେହରାନ,୧୭।୩: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ହତ୍ୟା ପରେ ଇସ୍ରାଏଲ ଏବେ ତେହରାନର ଦ୍ୱିତୀୟ ସବୁଠାରୁ ଶକ୍ତିଶାଳୀ ନେତା ତଥା ଇରାନର ସର୍ବୋଚ୍ଚ ଜାତୀୟ…

LPG ସଙ୍କଟ: ୧୨ ହଜାର ସ୍ଥାନରେ ରେଡ୍, ୧୫ ହଜାର ସିଲିଣ୍ଡର ଜବତ

ନୂଆଦିଲ୍ଲୀ,୧୭।୫: ଦେଶରେ LPG ସିଲିଣ୍ଡରର ଅଭାବକୁ ନେଇ ଜନସାଧାରଣଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଏଭଳି ସମୟରେ ସରକାରଙ୍କ ପକ୍ଷରୁ ଏକ ବଡ଼ ଅପଡେଟ୍ ସାମ୍ନାକୁ ଆସିଛି। ଇରାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri