କରୋନା କବଳରେ ଆଉ ଜଣେ ମନ୍ତ୍ରୀ

ଭୁବନେଶ୍ୱର,୧୧ା୯(ବ୍ୟୁରୋ): ଦିନକୁ ଦିନ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ି ଚାଲିଥିବା ବେଳେ ଏଥିରୁ ବାଦ୍‌ ପଡ଼ିନାହାନ୍ତି ମନ୍ତ୍ରୀ, ବିଧାୟକ ଏବଂ ଏମ୍‌ପି। ଶୁକ୍ରବାର ରାଜ୍ୟର ଆଉ ଜଣେ ମନ୍ତ୍ରୀ କରୋନା ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ସେ ହେଲେ ରାଜ୍ୟ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁ।


ମନ୍ତ୍ରୀ ନିଜେ ଟୁଇଟ୍‌ କରି ଏ ବିଷୟରେ ସୂଚନା ଦେଇଛନ୍ତି। ସେ ଏବେ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଅଛନ୍ତି। ତାଙ୍କ ସ୍ବାସ୍ଥ୍ୟାବସ୍ଥା ଭଲ ଅଛି। ତେବେ ଗତ କିଛିଦିନ ଧରି ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକମାନଙ୍କୁ କୋଭିଡ୍‌ ଟେଷ୍ଟ କରାଇ ନେବାକୁ ସେ ଅନୁରୋଧ କରିଛନ୍ତି।
ସୂଚନାଯୋଗ୍ୟ, ଏହା ପୂର୍ବରୁ ୪ ଜଣ ମନ୍ତ୍ରୀ କରୋନା ସଂକ୍ରମିତ ହୋଇଥିବା ବେଳେ ୧୮ ଜଣ ବିଧାୟକ ଏବଂ ୩ ଜଣ ଏମ୍‌ପି ମଧ୍ୟ କରୋନା ସଂକ୍ରମିତ ହୋଇସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୮ରୁ ୪୪ ବର୍ଷ ବୟସ୍କଙ୍କ ଟିକାକରଣରେ ହୋଇପାରେ ବିଳମ୍ବ

ଭୁବନେଶ୍ୱର,୨୭।୪(ବ୍ୟୁରୋ): କରୋନାକୁ ନେଇ ଚିନ୍ତା ବଢ଼ିଥିବା ବେଳେ ଦ୍ୱିତୀୟ ଲହରକୁ ନେଇ ଲୋକେ ଭୟଭୀତ ହୋଇପଡ଼ୁଛନ୍ତି। ଏଭଳି ପରସ୍ଥିତିରେ ୧୮ରୁ ୪୪ ବର୍ଷ ପର୍ଯ୍ୟନ୍ତ ସମସ୍ତଙ୍କୁ...

ଖୁବଶୀଘ୍ର ରାଜ୍ୟରୁ ହଟିବ ବିପଦ: ସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର,୧୫।୨(ବ୍ୟୁରୋ) : କୋଭିଡ୍‌କୁ ନେଇ ପ୍ରତିକ୍ରିୟା ରଖିଛନ୍ତି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର। ସେ କହିଛନ୍ତି, ହସ୍ପିଟାଲ ରେଟ ଦେଖିଲେ ଆମେ ଭଲ ସ୍ଥିତିରେ ରହିଛେ।...

ମେ’ ତୃତୀୟ ସପ୍ତାହରେ ମାଟ୍ରିକ, ଶେଷ ସପ୍ତାହରେ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ

ଭୁବନେଶ୍ୱର,୭ା୫(ବ୍ୟୁରୋ): ମେ’ ତୃତୀୟ ସପ୍ତାହରେ ମାଟ୍ରିକ୍‌ ଏବଂ ଶେଷ ସପ୍ତାହରେ ଯୁକ୍ତ ୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶ ପାଇପାରେ ବୋଲି  ବିଦ୍ୟାଳୟ...

ଶୀତରେ ଥରୁଛି ଓଡ଼ିଶା

ଭୁବନେଶ୍ୱର,୧୮ା୧୨(ବ୍ୟୁରୋ): ସମଗ୍ର ରାଜ୍ୟ ହାଡ଼ଭଙ୍ଗା ଶୀତରେ କମ୍ପୁଛି। ସଞ୍ଜ ହେବା ମାତ୍ରେ ମାଡ଼ିଆସୁଛି ପ୍ରଚଣ୍ଡ ଶୀତ। ଦେହ ହାତ କୋଲ ମାରିଯାଉଛି। ଗାଁଠୁ ସହର ସବୁଠି...

ସଚ୍ଚୋଟ ହୁଅ, ବୃତ୍ତିକୁ ଭଲପାଅ

ଢେଙ୍କାନାଳ ଅଫିସ, ୧୮।୧୨ ଢେଙ୍କାନାଳ ଜିଲା ଓକିଲ ସଂଘ ପକ୍ଷରୁ ଶୁକ୍ରବାର ସନ୍ଧ୍ୟାରେ ‘ଭାରତୀୟ ସମାଜର ବିକାଶରେ ଆଇନଜୀବୀଙ୍କ ଭୂମିକା’ ସମ୍ପର୍କିତ ଏକ ଆଲୋଚନାଚକ୍ର ଅନୁଷ୍ଠିତ...

ମହୋତ୍ସବରେ ସ୍ଥାନୀୟ କଳାକାରଙ୍କୁ ମିଳିବ ଅଗ୍ରାଧିକାର

ଭୁବନେଶ୍ୱର,୨୧।୧(ବ୍ୟୁରୋ): ସାରା ଓଡ଼ିଶାର କଳାକାର ଓ ଶିଳ୍ପୀଙ୍କୁ ନେଇ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ କାମ କରିବ। ଏକାଡେମୀ ପକ୍ଷରୁ ଆୟୋଜିତ କୌଣସି କାର୍ଯ୍ୟକ୍ରମ ବନ୍ଦ...

ଥରୁଛି କନ୍ଧମାଳ: ଫୁଲବାଣୀରେ ୪, ଦାରିଙ୍ଗିବାଡିରେ ୫ ଡିଗ୍ରୀ ତଳକୁ ଖସିଲା ପାରଦ

ଫୁଲବାଣୀ ଅଫିସ, ୨୩ା୧୨: କନ୍ଧମାଳ ଜିଲାରେ ଶୀତର ପ୍ରକୋପ ହଠାତ୍‌ ବଢ଼ିଯାଇଛି । ବିଗତ ତିନି ଦିନ ହେବ ଜିଲାରେ ତାପମାତ୍ରା କମିବାରେ ଲାଗିଛି ।...

ଜିଲା ମୁଖ୍ୟ ଚିକିତ୍ସାଳୟରେ ରାଜ୍ୟ ସ୍ବାସ୍ଥ୍ୟ ପ୍ରତିନିଧି ଦଳ:ଖୁବ୍‌ଶୀଘ୍ର ମିନି ଆଇସିୟୁ, ଏଚ୍‌ଡିୟୁ

ଢେଙ୍କାନାଳ ଅଫିସ, ୧୦।୧୨ ରାଜ୍ୟ ସ୍ବାସ୍ଥ୍ୟ ବିଭାଗର ୩ଜଣିଆ ପ୍ରତିନିଧି ଦଳ ସୋମବାର ଢେଙ୍କାନାଳ ଜିଲା ଚିକିତ୍ସାଳୟର ଭିତ୍ତିଭୂମି ଯାଞ୍ଚ କରିଛନ୍ତି। ସ୍ବାସ୍ଥ୍ୟ ବିଭାଗ ଉପଦେଷ୍ଟା...

Advertisement
Archives

Model This Week