ପୁରୀ,୨୧।୧୦: ପୁଣି ଶ୍ରୀମନ୍ଦିର ଭିତରକୁ ଯାଇଛି ମୋବାଇଲ ଫୋନ। ଫଟୋ ଉଠାଇବା ସମୟରେ ଜଣେ ଗୁମାସ୍ତାଙ୍କୁ ଅଟକ ରଖାଯାଇଛି। ପ୍ରତିହାରୀ ନିଯୋଗ ସମ୍ମୁଖରେ ଫଟୋ ଉଠାଇ ସେ ଧରାପଡ଼ିଛନ୍ତି। ଗୁମାସ୍ତା ଫୋନ୍ରେ ଯାତ୍ରୀଙ୍କ ଫଟୋ ଉଠାଇଥିବା ସୂଚନା ମିଳିଛି।
Dharitri – Odisha’s No.1 Odia Daily
ପୁରୀ,୨୧।୧୦: ପୁଣି ଶ୍ରୀମନ୍ଦିର ଭିତରକୁ ଯାଇଛି ମୋବାଇଲ ଫୋନ। ଫଟୋ ଉଠାଇବା ସମୟରେ ଜଣେ ଗୁମାସ୍ତାଙ୍କୁ ଅଟକ ରଖାଯାଇଛି। ପ୍ରତିହାରୀ ନିଯୋଗ ସମ୍ମୁଖରେ ଫଟୋ ଉଠାଇ ସେ ଧରାପଡ଼ିଛନ୍ତି। ଗୁମାସ୍ତା ଫୋନ୍ରେ ଯାତ୍ରୀଙ୍କ ଫଟୋ ଉଠାଇଥିବା ସୂଚନା ମିଳିଛି।
ସମ୍ବଲପୁର,୩୧।୧(ପ୍ରମୋଦ ବହିଦାର): ସମ୍ବଲପୁର ଧନୁପାଲି ଥାନା ଅନ୍ତର୍ଗତ ଭତରା ପେଟ୍ରୋଲ ପମ୍ପ ନିକଟରେ ଜାତୀୟ ରାଜପଥ-୫୫ରେ ଶୁକ୍ରବାର ଭୟଙ୍କର ଦୁର୍ଘଟଣା ଘଟିଥିଲା। ଏକ ଅଜଣା ଗାଡ଼ି ଧକ୍କାରେ…
ମୁମ୍ବାଇ,୩୧।୧: ନ୍ୟାସନାଲିଷ୍ଟ କଂଗ୍ରେସ ପାର୍ଟି (NCP) ବୈଠକରେ ନିଷ୍ପତ୍ତି ହୋଇଛି। ସୁନେତ୍ରା ପାୱାର ଉପମୁଖ୍ୟମନ୍ତ୍ରୀ ପଦ ଗ୍ରହଣ କରିବେ ଏବଂ ସା ୫ଟାରେ ଶପଥ ଗ୍ରହଣ କରିବେ।…
ନୂଆଦିଲ୍ଲୀ,୩୧।୧: ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ର ଶେଷ ସୁପର ୬ ମ୍ୟାଚ ଭାରତ ଏବଂ ପାକିସ୍ତାନ ମଧ୍ୟରେ ରବିବାର ଅନୁଷ୍ଠିତ ହେବ। ଏହି ମ୍ୟାଚ ଅତ୍ୟନ୍ତ…
ମୁମ୍ବାଇ: ଡାଏଲଗ୍ ବିନା ଫିଲ୍ମ। ଆଜିର ଯୁଗରେ ଏମିତି ଫିଲ୍ମ ନିର୍ମାଣ କରିବା ବୋଧହୁଏ କାଠିକର ପାଠ। କିନ୍ତୁ ନିର୍ଦ୍ଦେଶକ କିଶୋର ପାଣ୍ଡୁରଙ୍ଗ ବେଲେକର ଟିକେ ନିଆରା।…
ମୁମ୍ବାଇ,୩୧ା୧: ଦିବଂଗତ ଏନ୍ସିପି(ଅଜିତ) ନେତା ତଥା ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କ ସ୍ଥାନ ଗ୍ରହଣ କରିବେ ତାଙ୍କ ସ୍ତ୍ରୀ ସୁନେତ୍ରା ପାଓ୍ବାର। ଆଜି ଅର୍ଥାତ୍ ଶନିବାର ସୁନେତ୍ରା…
ମୁମ୍ବାଇ,୩୧।୧: ଶନିବାର ମହାରାଷ୍ଟ୍ର ରାଜନୀତିରେ ଏକ ବଡ଼ ଘଟଣା ଘଟୁଛି। ପାୱାର ପରିବାର ଏବଂ ଏନସିପି ମଧ୍ୟରେ ଆଭ୍ୟନ୍ତରୀଣ ରାଜନୈତିକ ଅସ୍ଥିରତା ମଧ୍ୟରେ, ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ…
ବ୍ରହ୍ମପୁର,୩୧।୧(ସୁବାସ ଚନ୍ଦ୍ର ପାଢ଼ୀ): ସଡ଼କ ଦୁର୍ଘଟଣା ହ୍ରାସ ପାଇଁ ଅନେକ ଯୋଜନା କରାଯାଉଛି। ତାହାସତ୍ତ୍ବେ ଦୁର୍ଘଟଣା ଜନିତ ମୃତ୍ୟୁ ଘଟିବାରେ ଲାଗିଛି। ଶନିବାର ମଧ୍ୟାହ୍ନରେ ହଳଦିଆପଦର ଓଭରବ୍ରିଜରେ…
ବଲାଙ୍ଗୀର, ୩୧/୧ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଏକ ଦାଦନ ପ୍ରବଣ ଜିଲା। ତଥ୍ୟ ଅନୁସାରେ ଜିଲାରୁ ୧୯ ହଜାର ଦାଦନ ଶ୍ରମିକ ନିଜ ଘରେ…