ପୁରୀ,୨୧।୧୦: ପୁଣି ଶ୍ରୀମନ୍ଦିର ଭିତରକୁ ଯାଇଛି ମୋବାଇଲ ଫୋନ। ଫଟୋ ଉଠାଇବା ସମୟରେ ଜଣେ ଗୁମାସ୍ତାଙ୍କୁ ଅଟକ ରଖାଯାଇଛି। ପ୍ରତିହାରୀ ନିଯୋଗ ସମ୍ମୁଖରେ ଫଟୋ ଉଠାଇ ସେ ଧରାପଡ଼ିଛନ୍ତି। ଗୁମାସ୍ତା ଫୋନ୍ରେ ଯାତ୍ରୀଙ୍କ ଫଟୋ ଉଠାଇଥିବା ସୂଚନା ମିଳିଛି।
Dharitri – Odisha’s No.1 Odia Daily
ପୁରୀ,୨୧।୧୦: ପୁଣି ଶ୍ରୀମନ୍ଦିର ଭିତରକୁ ଯାଇଛି ମୋବାଇଲ ଫୋନ। ଫଟୋ ଉଠାଇବା ସମୟରେ ଜଣେ ଗୁମାସ୍ତାଙ୍କୁ ଅଟକ ରଖାଯାଇଛି। ପ୍ରତିହାରୀ ନିଯୋଗ ସମ୍ମୁଖରେ ଫଟୋ ଉଠାଇ ସେ ଧରାପଡ଼ିଛନ୍ତି। ଗୁମାସ୍ତା ଫୋନ୍ରେ ଯାତ୍ରୀଙ୍କ ଫଟୋ ଉଠାଇଥିବା ସୂଚନା ମିଳିଛି।
ଇସଲାମାବାଦ,୧୫।୯: ଇଂଲଣ୍ଡ ଗସ୍ତରେ ପରାଜିତ ହୋଇ ଫେରିଥିବା ପାକିସ୍ତାନ ଦଳକୁ ଚାରିଆଡୁ କଡ଼ା ସମାଲୋଚନା କରାଯାଉଛି। କିନ୍ତୁ ଏହି ନିରାଶାଜନକ ପ୍ରଦର୍ଶନ ମଧ୍ୟରେ ଦଳର ୨୧ ବର୍ଷୀୟ…
ଭଞ୍ଜନଗର,୧୫।୯(ବାବୁଲା ପ୍ରଧାନ): ପବିତ୍ର ଗଣେଶ ପୂଜା ଅବସରରେ ଭଞ୍ଜନଗର ସହର ସମେତ ଆଖପାଖ ଗ୍ରାମାଞ୍ଚଳରେ ଏକ ଆନନ୍ଦଉଲ୍ଲାସ ଓ ଉତ୍ସବମୁଖର ପରିବେଶ ସୃଷ୍ଟି ହୋଇଛି। ଗତ ଦୁଇଦିନ…
ବଲାଙ୍ଗୀର,୧୫ା୯ (ବୀରେନ୍ଦ୍ର କୁମାର ଝାଙ୍କର): ପବିତ୍ର ନୂଆଁଖାଇ ଅବସରରେ ପୂର୍ବତନ ଆଇନ ମନ୍ତ୍ରୀ ନରସିଂହ ମିଶ୍ର ନିଜ ପରିବାର ସହ ନବାନ୍ନ ଭକ୍ଷଣ କରିବା ପରେ ନିଜ…
କଲ୍ୟାଣସିଂହପୁର,୧୫।୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତରେ ପୁଣି ଥରେ ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଏକ ୧୩ ଟିକିଆ ହାତୀପଲ…
କୋରାପୁଟ,୧୫।୯(ଅମିତାଭ ବେହେରା): ସଜନା ଶାଗ ତୋଳିବାକୁ ଯାଇଥିଲେ, ହେଲେ ଫେରିଲା ମୃତଦେହ। ଅସାବଧାନତାର ଏକ ମୁହୂର୍ତ୍ତ ଜଣେ ଯୁବକଙ୍କ ଜୀବନରେ କାଳ ସାଜିଛି। ୧୧ କେଭି ବିଦ୍ୟୁତ୍…
ନୂଆଦିଲ୍ଲୀ,୧୫।୯: ବଢ଼ୁଥିବା ମହଙ୍ଗା ମାଡ଼ ମଧ୍ୟରେ ଏବେ UPI ପେମେଣ୍ଟ ଉପରେ ଦେବାକୁ ପଡ଼ିବ ଚାର୍ଜ। ଅର୍ଥାତ ଆପଣଙ୍କର UPI ଆଉ ମାଗଣା ରହିଲା ନାହିଁ। ଏହି…
ଭଞ୍ଜନଗର,୧୫।୯ (ବାବୁଲା ପ୍ରଧାନ): ଘୁମୁସର ମାଟିର ବିଶିଷ୍ଟ ଜ୍ୟୋତିଷ, ଭଞ୍ଜ ସାହିତ୍ୟ ଗବେଷକ ତଥା ପ୍ରତିଷ୍ଠିତ ସାହିତ୍ୟିକ ଭଞ୍ଜଶ୍ରୀ ପଣ୍ଡିତ ଶ୍ରୀଧର ଶତପଥୀଙ୍କ ୧୧୩ତମ ଜୟନ୍ତୀ ମଙ୍ଗଳବାର…
ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି – ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ପୋଡ଼ାମାରି ନିକଟସ୍ଥ ରାଜନାପଲ୍ଲୀ ଗ୍ରାମ ମୁଖ୍ୟରାସ୍ତାରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ଟାରେ…