ପୁଣି KIITରେ ନେପାଳୀ ଛାତ୍ରୀଙ୍କ ଆତ୍ମହତ୍ୟା, ସୂଚନା ଦେଲେ ପୋଲିସ କମିଶନର

ଭୁବନେଶ୍ୱର, ୧।୫: କଳିଙ୍ଗ ଇନଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡଷ୍ଟ୍ରିଆଲ୍ ଟେକ୍ନୋଲୋଜି (KIIT) ବିଶ୍ୱବିଦ୍ୟାଳୟରେ ପୁଣି ଜଣେ ନେପାଳୀ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣା ସାମ୍ନାକୁ ଆସିଛି। ଏହା ବିଶ୍ୱବିଦ୍ୟାଳୟର ପରିଚାଳନା ଓ ଛାତ୍ରୀଙ୍କ ସୁରକ୍ଷା ଉପରେ ଗମ୍ଭୀର ପ୍ରଶ୍ନ ଉଠାଇଛି। ଘଟଣାସ୍ଥଳରେ ଇନ୍ଫୋସିଟି ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଏନେଇ ପୋଲିସ କମିଶନର ଏସ. ଦେବଦତ୍ତ ସୂଚନ ଦେଇଛନ୍ତି। ତେବେ କେଉଁ ପରିସ୍ଥିତିରେ ମୃତ୍ୟୁ ହେଲା ଏଯାଏଁ ଜଣାପଡ଼ି ନାହିଁ ଏବଂ ଆତ୍ମହତ୍ୟା ନେଇ କିଟ୍‌ ପକ୍ଷରୁ ପ୍ରତିକ୍ରିୟା ମିଳିପାରି ନାହିଁ।

ଗତ ଫେବୃଆରୀ ୧୬, ୨୦୨୫ରେ ଜଣେ ୨୦ ବର୍ଷୀୟ ନେପାଳୀ ଛାତ୍ରୀ ପ୍ରକ୍ରିତି ଲମସାଲଙ୍କ ଆତ୍ମହତ୍ୟା ପରେ ଏହା ଦ୍ୱିତୀୟ ଏଭଳି ଘଟଣା ବୋଲି ଜଣାପଡ଼ିଛି। ଘଟଣାର ପ୍ରାଥମିକ ତଦନ୍ତରୁ ଜଣାପଡିଥିଲା ଯେ, ଛାତ୍ରୀ ଜଣଙ୍କ ଜଣେ ସହପାଠୀଙ୍କ ଦ୍ୱାରା ଉତ୍ପୀଡ଼ନର ଶିକାର ହୋଇଥିଲେ। ଏହି ଅଭିଯୋଗକୁ ନେଇ ସେ ବିଶ୍ୱବିଦ୍ୟାଳୟର ଇନଟରନ୍ୟାସନାଲ ରିଲେସନ୍ସ ଅଫିସ (IRO)ରେ ଅଭିଯୋଗ କରିଥିଲେ, କିନ୍ତୁ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଇ ନଥିଲା। ଜାତୀୟ ମାନବାଧିକାର ଆୟୋଗ (NHRC) ତାଙ୍କ ରିପୋର୍ଟରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ଏହି ଅବହେଳାକୁ “ଗୁରୁତର ଅବହେଳା” ବୋଲି କୁହାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଚାୟତ ନିର୍ବାଚନ ପାଇଁ ରଣନୀତି : ବୁଥ୍‌ରୁ ଗାଁ ଯାଏ ସଂଗଠନ ମଜବୁତ କରିବ ଭାଜପା

ଭଞ୍ଜନଗର, ୧୫/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଡେକା ସମ୍ମିଳନୀ କକ୍ଷରେ ମଙ୍ଗଳବାର ଭାଜପା ଭଞ୍ଜନଗର ସାଂଗଠନିକ ଜିଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା…

ରହସ୍ୟଜନକ ପାରା ଥାନାରେ ଅଟକ: ବାଂଲାଦେଶରୁ ଆସିଥିବା ସନ୍ଦେହ

ବୈଶିଙ୍ଗା, ୧୫/୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ କଷିପଦା ଗ୍ରାମରୁ ମଙ୍ଗଳବାର ଦ୍ୱିପ୍ରହର ସମୟରେ ଏକ ରହସ୍ୟଜନକ ପାରା ଉଦ୍ଧାର କରାଯାଇଛି। ଗ୍ରାମର…

କଳାହାଣ୍ଡିରେ ଧୁମ୍‌ଧାମ୍‌ରେ ପାଳିତ ହେଲା ନୂଆଁଖାଇ, ଖିରି, ପିଠାରେ ମହକିଲା ଗାଁ ଦାଣ୍ଡ

ଭବାନୀପାଟଣା,୧୫ା୯(ଉତ୍ତମ କୁମାର ଦାଶ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ମଙ୍ଗଳବାର କଳାହାଣ୍ଡି ଜିଲାରେ ଧୁମ୍‌ଧାମରେ ପାଳିତ ହୋଇଯାଇଛି। ଜିଲାର ସର୍ବପୁରାତନ ଜୁନାଗଡ଼ ସହରସ୍ଥିତ ଦଧିବାମନ ମନ୍ଦିରରେ ସକାଳ…

୧୯ ବର୍ଷ ହେଲା ବଜାୟ ରହିଛି ପରମ୍ପରା: ନୂଆଁଖାଇରେ ଶିରାବାହାଲ ଗ୍ରାମବାସୀ ଏକାଠି ଖାଇଲେ

ବଲାଙ୍ଗୀର ଅଫିସ, ୧୫।୯ (ସୁନିଲ କୁମାର ମହାନ୍ତି): ଯେଉଁ ମହାନ ଉଦ୍ଦେଶ୍ୟ ନେଇ ନୂଆଁଖାଇ ତିହାରର ପରିକଳ୍ପନା କରାଯାଇଥିଲା, ତାହାକୁ ସାକାର ରୂପ ଦେଉଛନ୍ତି ବଲାଙ୍ଗୀର ଜିଲା…

ବିଜ୍ଞାନକୁ ବାଦ୍‌ ଦେଇ ଦେଶର ପ୍ରଗତି ପରିକଳ୍ପନା ଅସମ୍ଭବ

ଦିଗପହଣ୍ଡି, ୧୫।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଜ୍ଞାନଶ୍ରୀ ପବ୍ଲିକ୍‌ ସ୍କୁଲର ଷଷ୍ଠତମ ଜ୍ଞାନବିଜ୍ଞାନ ମେଳା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ହରିବନ୍ଧୁ ଦୋରା, କାଳୁଚରଣ…

UPI ୟୁଜର୍ସଙ୍କ ପାଇଁ ବଡ଼ ଖବର: ୨୦୦୦ରୁ ଅଧିକ ପେମେଣ୍ଟରେ ଲାଗିବ ଚାର୍ଜ? ସ୍ପଷ୍ଟ କଲେ ସରକାର, ଜାଣନ୍ତୁ…

ନୂଆଦିଲ୍ଲୀ,୧୫।୯: UPI ପେମେଣ୍ଟ ଉପରେ ୦.୫ ପ୍ରତିଶତ ଟ୍ୟାକ୍ସ କିମ୍ବା ଚାର୍ଜ ଲାଗିବାକୁ ନେଇ ଚର୍ଚ୍ଚା ମଧ୍ୟରେ ବଡ଼ ସ୍ପଷ୍ଟତା ଆସିଛି। ୨୦୦୦ ଟଙ୍କାରୁ ଅଧିକ UPI…

ଓଡ଼ିଶା ଆସିବେ ରାହୁଲ ଗାନ୍ଧୀ

ଭୁବନେଶ୍ୱର,୧୫।୯: ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଭକ୍ତ ଚରଣ ଦାସ ମଙ୍ଗଳବାର ଏକ ବଡ଼ ସୂଚନା ଦେଇଛନ୍ତି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ଅକ୍ଟୋବରରେ ଓଡ଼ିଶା ଆସିବେ…

ଶୈଳଶ୍ରୀ ପ୍ୟାଲେସ୍‌ରେ ନୂଆଁଖାଇ ପାଳିଲେ ରାଜ ପରିବାର

ବଲାଙ୍ଗୀର, ୧୫/୯ (ସୁନିଲ କୁମାର ମହାନ୍ତି): ଗଣପର୍ବ ନୂଆଁଖାଇ ଅବସରରେ ମଙ୍ଗଳବାର ବଲାଙ୍ଗୀର ଶୈଳଶ୍ରୀ ପ୍ୟାଲେସ୍‌ରେ ରାଜପରିବାରର ସଦସ୍ୟମାନେ ନୂଆଁଖାଇ ପାଳନ କରିଥିଲେ। ପ୍ୟାଲେସ୍‌ ପରିସରରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?