ନବୀନଙ୍କ ଆଉ ଏକ ନୂଆ ଭିଡିଓ ଭାଇରାଲ, ଇନଷ୍ଟାରେ ପାଣ୍ଡିଆନ କଲେ ଶେୟାର, ସବୁକିଛି ଜଣାପଡିଗଲା…

ଭୁବନେଶ୍ୱର,୨୭।୬: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଧୀରେଧୀରେ ସୁସ୍ଥ ହେଉଛନ୍ତି। ଗୁରୁବାର ମେଡିକାଲ ବେଡରୁ ସେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଥିଲେ। ତେବେ ଆଜି ସେ ରଥଯାତ୍ରା ଦେଖୁଥିବା ଏକ ଭିଡିଓ ଭାଇରାଲ ହୋଇଛି। ସୋସିଆଲ ମିଡିଆରେ ଏହି ଭିଡିଓ ପାଣ୍ଡିଆନ ଶେୟାର କରିଛନ୍ତି।

 

View this post on Instagram

 

A post shared by VK Pandian (@vkpandian.odisha)

ଗତକାଲି ସେ ଭିଡିଓ ଜାରି କରି କହିଥିଲେ, ଜୟ ଜଗନ୍ନାଥ, ଏବଂ ସମସ୍ତଙ୍କୁ ଏହି ପବିତ୍ର ଉତ୍ସବରେ ଆନନ୍ଦ ଓ ସମୃଦ୍ଧି କାମନା କରିଛନ୍ତି। ନବୀନଙ୍କ ଏହି ଶୁଭେଚ୍ଛା ବାର୍ତ୍ତା ତାଙ୍କ ସୁସ୍ଥତାର ସୂଚନା ଦେବା ସହ ଲୋକଙ୍କ ମନରେ ଉତ୍ସାହ ସୃଷ୍ଟି କରିଛି।

ସେପଟେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ସୱାସ୍ଥ୍ୟ ସମ୍ପର୍କରେ ପଚାରିବା ପାଇଁ ଗତକାଲି ରାତିରେ ତାଙ୍କ ସହ ଫୋନରେ କଥା ହୋଇଛନ୍ତି ଏବଂ ଶୀଘ୍ର ଓ ପୂର୍ଣ୍ଣ ଆରୋଗ୍ୟ ପାଇଁ ଶୁଭେଚ୍ଛା ଜଣାଇଛନ୍ତି।

ବିଜୁ ଜନତା ଦଳ (ବିଜେଡି) ସଭାପତି ନବୀନ ପଟ୍ଟନାୟକ ନିକଟରେ ମୁମ୍ବାଇର କୋକିଲାବେନ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ସର୍ଭିକାଲ ଆର୍ଥ୍ରାଇଟିସର ଅସ୍ତ୍ରୋପଚାର କରିଥିଲେ। ଜୁନ ୨୨ରେ ତାଙ୍କର ଅସ୍ତ୍ରୋପଚାର ସଫଳତାର ସହ ସମ୍ପନ୍ନ ହୋଇଥିଲା ଏବଂ ସେ ବର୍ତ୍ତମାନ ଆଇସିୟୁରୁ ଏକ ବ୍ୟକ୍ତିଗତ କକ୍ଷକୁ ସ୍ଥାନାନ୍ତରିତ ହୋଇଛନ୍ତି, ଯାହା ତାଙ୍କ ସୱାସ୍ଥ୍ୟରେ ଉନ୍ନତିର ସଙ୍କେତ ଦେଉଛି।

ନବୀନଙ୍କୁ ଦେଖା କରିବାକୁ ଯାଇଥିଲେ ବିଜେଡି ନେତା, ହେଲେ ପାଣ୍ଡିଆନ ଦେଖାଇଲେ…

 


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri