ସର୍ବଭାରତୀୟ ସ୍ତରରେ ଚମକିଲେ ପୁଣି ଜଣେ ଓଡ଼ିଆ

ଭୁବନେଶ୍ୱର,୩୦ା୪(ବ୍ୟୁରୋ): କେନ୍ଦ୍ର ସରକାର ପୁଣି ଜଣେ ଓଡ଼ିଆଙ୍କୁ ଗୁରୁଦାୟିତ୍ୱ ପ୍ରଦାନ କରିଛନ୍ତି। କେନ୍ଦ୍ର ସରକାର ଡ. ଅଜିତ ମହାନ୍ତିଙ୍କୁ ଆଟମିକ୍‌ ରିସର୍ଚ୍ଚ ଏନର୍ଜି କମିଶନର ଅଧ୍ୟକ୍ଷ ଭାବେ ନିଯୁକ୍ତ ଦେଇଛନ୍ତି।
୨୦୧୯ ମାର୍ଚ୍ଚ ୧୨ରେ ଅଜିତ ଭାବା ଆଟମିକ୍‌ ରିସର୍ଚ୍ଚ କେନ୍ଦ୍ରର ନିର୍ଦ୍ଦେଶକ ଭାବରେ ନିଯୁକ୍ତି ପାଇ ଏହି ପଦ ସମ୍ଭାଳି ଆସୁଛନ୍ତି। ବର୍ତ୍ତମାନ ସେ ଆଟମିକ୍‌ ଏନର୍ଜି ବିଭାଗର ସେକ୍ରେଟାରୀ ଭାବେ କାର୍ଯ୍ୟ କରିବେ। ସେ ୬୬ ବର୍ଷ ପର୍ଯ୍ୟନ୍ତ ଆଣବିକ ଶକ୍ତି ଆୟୋଗର ଅଧ୍ୟକ୍ଷ ଭାବରେ ଦାୟିତ୍ୱରେ ରହିବେ। ଆସନ୍ତା ୨୦୨୫ ଅକ୍ଟୋବର ୧୦ରେ କାର୍ଯ୍ୟକାଳ ଶେଷ ହେବ। ଅଜିତ ପୂର୍ବରୁ ବିଭିନ୍ନ ସଂସ୍ଥାରେ ସମ୍ମାନଜନକ ପଦରେ କାର୍ଯ୍ୟ କରିଛନ୍ତି।

୧୯୫୯ରେ ମୟୂରଭଞ୍ଜ ଜିଲା ବାରିପଦାର ଏମ୍‌ପିସି କଲେଜରୁ ପଦାର୍ଥ ବିଜ୍ଞାନରେ ଗ୍ରାଜୁଏଟ କରିଥିଲେ। ଏହା ପରେ ସେ କଟକର ରେଭେନ୍‌ଶା କଲେଜରେ ପିଜି କରିଥିଲେ। ଭାରତୀୟ ଫିଜିକ୍ସ ସୋସାଇଟି ପକ୍ଷରୁ ତାଙ୍କୁ ୧୯୮୮ରେ ଯୁବ ପଦାର୍ଥ ବିଜ୍ଞାନୀ ପୁରସ୍କାର ପ୍ରଦାନ କରାଯାଇଥିବା ବେଳେ ଜାତୀୟ ବିଜ୍ଞାନ ଏକାଡେମୀ ପକ୍ଷରୁ ଯୁବକ ବିଜ୍ଞାନୀ ପୁରସ୍କାର ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘ଏହା କ୍ରିକେଟ୍‌ ନୁହେଁ, କେବଳ ବ୍ୟାଟିଂ’: ୪୦୬ ରନ୍‌ ଚେଜ୍‌ କରିବା ପରେ ବି ରାଗିଗଲେ ହେଡ୍‌ କୋଚ୍‌ ଗମ୍ଭୀର…ଜାଣନ୍ତୁ କାରଣ

ଗୁଆହାଟି,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଏକଦିବସୀୟ (ODI) ମ୍ୟାଚ୍‌ରେ ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ହାସଲ କରି ସିରିଜ କବ୍ଜା କରିବା ସତ୍ତ୍ୱେ ଗୁଆହାଟି ପିଚ୍‌କୁ ନେଇ…

ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ୧୩ ଗେଟ୍‌, ୨ ଗେଟ୍‌ରେ ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୧ା୯(ପ୍ରମୋଦ ବହିଦାର): ସମ୍ପ୍ରତ୍ତି ମହାନଦୀର ଉପରମୁଣ୍ଡରୁ ବନ୍ୟାଜଳ ପ୍ରବାହ ହ୍ରାସ ପାଇବାରୁ ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ମଧ୍ୟ କ୍ରମଶଃ ହ୍ରାସ ପାଇଛି। ତେଣୁ ହୀରାକୁଦ…

ଭାରତୀୟ ପାଇଲଟ ସ୍ମିତ ମଚ୍ଛରଙ୍କୁ ସଲାମ କଲା ସାରା ବିଶ୍ୱ: ମୋଦି କହିଲେ, ହିରୋ…

ନୂଆଦିଲ୍ଲୀ,୧।୧୦: ଦୁବାଇରୁ ଇସ୍ରାଏଲ ଯାଉଥିବା ଫ୍ଲାଇଦୁବାଇ ବିମାନରେ କଥିତ ଅପହରଣ ଉଦ୍ୟମକୁ ପ୍ରତିହତ କରିବାରେ ଭୂମିକା ନେଇଥିବା ଭାରତୀୟ କ୍ୟାପ୍ଟେନ ସ୍ମିତ ମଚ୍ଛରଙ୍କ ସାହସକୁ ପ୍ରଶଂସା କରିଛନ୍ତି…

ଭୁଶୁଡ଼ିଲା ବାଘୁଆମେଦୀ ମୁଖ୍ୟ ରାସ୍ତା: ଗାଁକୁ ଯାଇପାରୁନି ଆମ୍ବୁଲାନ୍ସ

ମହାକାଳପଡ଼ା,୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଉଳକଣୀ ପଞ୍ଚାୟତ ଆଦିବାସୀ ଅଧ୍ୟୁଷିତ ବାଘୁଆ ମେଦୀ ମୁଖ୍ୟ ରାସ୍ତା ଲଘୁଚାପ ଜନିତ ବର୍ଷାରେ ଭୁଶୁଡି ପଡିଛି।…

ଅଙ୍ଗନୱାଡ଼ି କେନ୍ଦ୍ରରେ ୪ ଶିଶୁଙ୍କୁ ତାଲା ପକାଇ ରାଶନ ପାଇଁ ଗଲେ କର୍ମଚାରୀ

ଜି.ଉଦୟଗିରି,୧ା୧୦(ଚିନ୍ମୟ କୁମାର ସେଠୀ):କୁପୋଷଣ ଦୂର ପାଇଁ ଅଙ୍ଗନଓ୍ବାଡି କେନ୍ଦ୍ରଗୁଡ଼ିକରେ ଆଙ୍ଗନ କା ଉତ୍ସବ ପାଳନ କରାଯାଇଥିବା ବେଳେ ମଙ୍ଗଳବାର ୪ ଶିଶୁଙ୍କୁ କେନ୍ଦ୍ରରେ ତାଲା ପକାଇ ରଖାଯାଇଥିବା…

ଅକ୍ଟୋବର ପହିଲାରୁ ମହଙ୍ଗା ମାଡ଼: ପୁଣି ବଢ଼ିଲା କମର୍ସିଆଲ LPG ସିଲିଣ୍ଡର ଦାମ୍‌, ୬୨ଟଙ୍କାରୁ ଅଧିକ …

ନୂଆଦିଲ୍ଲୀ,୧।୧୦: ପାର୍ବଣ ଋତୁ ଆରମ୍ଭ ହେଉଥିବା ବେଳେ ସାଧାରଣ ଲୋକ ଓ ବ୍ୟବସାୟୀଙ୍କୁ ବଡ଼ ଝଟକା ଲାଗିଛି। ଅକ୍ଟୋବର ୧ ତାରିଖରୁ ସରକାରୀ ତୈଳ କମ୍ପାନୀଗୁଡ଼ିକ ୧୯…

ବିଶ୍ୱର ପ୍ରଥମ ବ୍ୟାଟର୍‌ ଭାବେ ବଡ଼ କାରନାମା କଲେ ରୋହିତ ଶର୍ମା

ଗୁଆହାଟୀ,୧।୧୦: ‘ହିଟ୍‌ମ୍ୟାନ’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ପୁଣିଥରେ ଛକାର ବର୍ଷା ଦେଖିବାକୁ ମିଳିଛି। ଗୁଆହାଟୀରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ରୋହିତ ଏକ ବିଶେଷ ରେକର୍ଡ ନିଜ…

ଆଜିଠୁ ବଦଳିଲା ଏହିସବୁ ନିୟମ: ବ୍ୟାଙ୍କ, LPG, UPI, ଟ୍ରେନ ଯାତ୍ରାରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧।୧୦:ଅକ୍ଟୋବର ମାସ ଆରମ୍ଭ ସହ ଦେଶରେ ବ୍ୟାଙ୍କିଂ, LPG, UPI, NPS, ଇନକମ ଟ୍ୟାକ୍ସ ଏବଂ ରେଳଯାତ୍ରା ସହ ଜଡ଼ିତ କିଛି ନିୟମରେ ପରିବର୍ତ୍ତନ ହୋଇଛି। ଏଥିରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?