ଭୁବନେଶ୍ୱର,୨୯।୧୨(ବ୍ୟୁରୋ): ରାଜ୍ୟରେ ଆଉ ଜଣେ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ଆଇଏଲଏସ୍ ପକ୍ଷରୁ ସ୍ବାସ୍ଥ୍ୟ ବିଭାଗକୁ ସୂଚନା ଦିଆଯାଇଛି। ତେବେ ଚିହ୍ନଟ ହୋଇଥିବା ଆକ୍ରାନ୍ତ ଜଣଙ୍କ ୟୁଏଇ ଫେରନ୍ତା ବୋଲି ଜଣାପଡିଛି। ରାଜ୍ୟରେ ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୯କୁ ବୃଦ୍ଧି ପାଇଛି।

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…
ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ ୱାର୍ଡ ଆନନ୍ଦ ନଗର ର ବିଶ୍ଵନାଥ ମହାରଣାଙ୍କ ଝିଅ ଉଷାରାଣୀ ମହାରଣା ସ୍ବାମୀ ଓ…
ହାଟଡିହୀ/ଛେନାପଦୀ, ୨।୧୦ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲାରେ ଝାଡ଼ଖଣ୍ଡ ସମେତ ବାହାର ରାଜ୍ୟର ଅପରାଧୀ ଗ୍ୟାଙ୍ଗର ଗତିବିଧି ନଜରକୁ ଆସିବା ପରେ ଜିଲା ପୋଲିସ ପକ୍ଷରୁ…
ତୁମୁଡିବନ୍ଧ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବନାଞ୍ଚଳରେ ହାତୀଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଗତ କିଛି ଦିନ ହେବ ପଡ଼ୋଶୀ କଳାହାଣ୍ଡି ଜିଲାରୁ ୫ଟି…
ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର) ଅହିଂସା ଓ ସତ୍ୟର ମାର୍ଗ ଦେଇ ଦେଶକୁ ସ୍ବାଧିନତା ଆଣିବାରେ ପ୍ରମୁଖ ଗ୍ରହଣ କରିଥିବା ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ଅବସରରେ…
ମୋହନା, ୨।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଚନ୍ଦ୍ରଗିରି ଫାଣ୍ଡି ଅଧୀନ ଏକଲବ୍ୟ ଆବାସିକ ବିଦ୍ୟାଳୟ ସମ୍ମୁଖରେ ଶୁକ୍ରବାର ବାଇକ୍ ଓ କାର୍ ମଧ୍ୟରେ…
ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର): ସମଗ୍ର ଦେଶରେ ଚଳିତ ମାସ ୧୫ ତାରିଖରୁ ସରକାରୀ ସମର୍ଥିତ ଡିଜିଟାଲ ପେମେଣ୍ଟ ( ୟୁପିଆଇ) ସିଷ୍ଟମ କାରବାରରେ ପରିବର୍ତ୍ତନ ଓ ନୂଆ…
ନୂଆଦିଲ୍ଲୀ,୨।୧୦: ଭାରତୀୟ ମହିଳା ହକି ଦଳ ୨୦୨୬ ଏସୀୟ କ୍ରୀଡ଼ାରେ ଇତିହାସ ସୃଷ୍ଟି କରିଛି। ଫାଇନାଲ ମ୍ୟାଚରେ ଚାଇନାକୁ ୧-୦ ଗୋଲରେ ପରାସ୍ତ କରି ଭାରତୀୟ ଦଳ…