Posted inରାଜ୍ୟ

ଓସିଏସ୍‌ ପରୀକ୍ଷାର୍ଥୀଙ୍କୁ ଆଉ ଏକ ସୁଯୋଗ

ଭୁବନେଶ୍ୱର, ୧୩ା୧୨(ବ୍ୟୁରୋ): ଓଡ଼ିଶା ସିଭିଲ୍‌ ସର୍ଭିସ୍‌ (ଓସିଏସ୍‌)-୨୦୨୦ ପରୀକ୍ଷାରୁ ବଞ୍ଚତ୍ତ ଆଶାୟୀଙ୍କ ପାଇଁ ଖୁସି ଖବର। ସେମାନଙ୍କୁ ପରୀକ୍ଷା ଦେବାଲାଗି ଆଉଏକ ସୁଯୋଗ ଦେବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତ ପ୍ରକାଶ ପାଇଛି। ଯେଉଁ ଛାତ୍ରୀଛାତ୍ରମାନେ ଓସିଏସ୍‌-୨୦୧୮ କିମ୍ବା ଓସିଏସ୍‌-୨୦୧୯ ପରୀକ୍ଷା ଦେଇଛନ୍ତି, କିନ୍ତୁ ବୟସ ସୀମା ଯୋଗୁ ଓସିଏସ୍‌-୨୦୨୦ ପରୀକ୍ଷା ଦେଇପାରି ନାହାନ୍ତି, ସେମାନଙ୍କୁ ଓସିଏସ୍‌- ୨୦୨୦ ପରୀକ୍ଷା ଦେବା ଲାଗି ସୁଯୋଗ ମିଳିବ। ୟୁପିଏସ୍‌ସି ପାର୍ଟନରେ ଓଡ଼ିଶା ସିଭିଲ ସର୍ଭିସ୍‌ ପରୀକ୍ଷା ହେବାପରେ ପରୀକ୍ଷାର୍ଥୀଙ୍କୁ ସରକାରଙ୍କ ପକ୍ଷରୁ ପୂର୍ବରୁ ମଧ୍ୟ ଏଭଳି ସୁବିଧା ଯୋଗାଇ ଦିଆଯାଇଥିଲା। ତେବେ ପରୀକ୍ଷାର୍ଥୀଙ୍କ ଅନୁରୋଧକ୍ରମେ ପୁଣି ସରକାର ଏପରି ସୁଯୋଗ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀ ଉପକଣ୍ଠରେ ପଡ଼ିଛି ମହିଳାଙ୍କ ମୁଣ୍ଡବିହୀନ ମୃତଦେହ 

ଭୁବନେଶ୍ୱର,୪।୨(ବ୍ୟୁରୋ): ରମାଦେବୀ ଛାତ୍ରୀ ଝରାଫୁଲଙ୍କ ମୃତ୍ୟୁ ରହସ୍ୟରୁ ପରଦା ହଟି ନ ଥିବା ବେଳେ ରାଜଧାନୀ ଉପକଣ୍ଠ ତଥା ଚନ୍ଦକା ଥାନା ଅନ୍ତର୍ଗତ ଦାସପୁର ନିକଟରେ...

ଗୁମର ଖୋଲି ସର୍ତ୍ତରେ ଆସିଲେ ଡେଭିଡ୍‌

ଭୁବନେଶ୍ୱର,୮।୧୨(ବ୍ୟୁରୋ): ଟାଟା ମୋଟର୍ସ କମ୍ପାନୀରେ ଚାକିରି ଦେବା ଆଳରେ ଠକେଇ କରି ଜେଲ ଯାଇଥିବା ଆକାଶ ପାଠକଙ୍କ ବ୍ୟକ୍ତିଗତ ସହାୟକ ଡେଭିଡ୍‌ ପିଟରଙ୍କୁ କ୍ରାଇବ୍ରାଞ୍ଚ ଟିମ୍‌...

ମୁମ୍ବାଇଠାରେ ଚିକିତ୍ସିତ ଖୋର୍ଦ୍ଧା ବିଧାୟକ ଜିତୁ ମିତ୍ରଙ୍କୁ ଭେଟିଛନ୍ତି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ

ଭୁବନେଶ୍ୱର,୧୯।୮(ବ୍ୟୁରୋ): ମୁମ୍ବାଇଠାରେ ଚିକିତ୍ସିତ ହେଉଥିବା ଖୋର୍ଦ୍ଧା ବିଧାୟକ ଜିତୁ ମିତ୍ରଙ୍କୁ ସୋମବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣମନ୍ତ୍ରୀ ନବ କିଶୋର ଦାସ ଭେଟି ତାଙ୍କର ସ୍ବାସ୍ଥ୍ୟାବସ୍ଥା...

ଅଧ୍ୟାପିକାଙ୍କୁ ବଳାତ୍କାର, ଅପହରଣ ମାମଲା: ଥାନା ଆଗରେ ଧାରଣା ଦେଲେ ଗିରଫ ବ୍ୟାଙ୍କ୍‌ ମ୍ୟାନେଜରଙ୍କ ମା’

ଭୁବନେଶ୍ୱର, ୧୪।୧(ବ୍ୟୁରୋ): ଅଧ୍ୟାପିକାଙ୍କୁ ବଳାତ୍କାର ଓ ବ୍ୟାଙ୍କ୍‌ ମ୍ୟାନେଜରଙ୍କୁ ଅପହରଣ କରି ଟଙ୍କା ଲୁଟିବା ଘଟଣାରେ ପୋଲିସ ବ୍ୟାଙ୍କ୍‌ ମ୍ୟାନେଜର ସମେତ ୪ଜଣଙ୍କୁ ଗିରଫ କରିଛି।...

ଭୁବନେଶ୍ୱରରୁ ଆଉ ୩୫୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୮।୮(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଶୁକ୍ରବାର ଆଉ ୩୫୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୫୨ଜଣ ରହିଥିବାବେଳେ ସ୍ଥାନୀୟ ସଂକ୍ରମିତ ହେଉଛନ୍ତି...

ବାଇକ୍‌ ଚାଳକଙ୍କୁ ୨୨ ହଜାର ଫାଇନ୍‌

ସୁନ୍ଦରଗଡ,୨୭।୧୨(ଡି.ଏନ୍‌.ଏ.): ମଦ ପିଇ ଗାଡ଼ି ଚଲାଇବା ବାଇକ୍‌ ଚାଳକଙ୍କୁ ପଡିଲା ମହଙ୍ଗା। ଏ ନେଇ ୨୨ ହଜାର ୫ ଶହ ଫାଇନ୍‌ ଗଣିଛନ୍ତି। ସୁନ୍ଦରଗଡ଼ ପରିବହନ...

ବାଟ ହୁଡ଼ିଛି ଏମ୍‌ଜିଏନ୍‌ଆର୍‌ଇଜିଏସ୍‌

ନୟାଗଡ଼ ଅଫିସ,୧୯ା୫: ନୟାଗଡ଼ ଜିଲାରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌) ବାଟ ହୁଡ଼ିଛି। ବାବୁ ଜାଣି ଯନ୍ତ୍ର କାମ କରୁଥିବାବେଳେ...

ନଦୀ ଜଳଧାରଣ କ୍ଷମତା କମୁଛି

ଭୁବନେଶ୍ୱର, ୧୫।୯(ବ୍ୟୁରୋ):ରାଜ୍ୟର ପ୍ରମୁଖ ନଦୀଗୁଡ଼ିକର ଜଳପ୍ରବାହ ଗତ ୨୦ ବର୍ଷ ଭିତରେ ଯଥେଷ୍ଟ ହ୍ରାସ ପାଇଛି। ଜଳବାୟୁ ପରିବର୍ତ୍ତନ, ଦୁର୍ବଳ ମୌସୁମୀ ପ୍ରଭାବରେ ନଦୀଗୁଡ଼ିକୁ ଶୁଷ୍କ...

Advertisement
Archives

Model This Week