କଳାହାଣ୍ଡିରେ ପୁଣି ଅଜଗର ଉଦ୍ଧାର

ଭବାନୀପାଟଣା,୨୩।୭(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ପୁଣି ଏକ ଅଜଗର ସାପ ଉଦ୍ଧାର ହୋଇଛି। ଗତ ଶନିବାର ଜିଲାର କୋକସରା ବ୍ଲକ କାଉଡୋଲା ପଞ୍ଚାୟତ ଚାବୃପଡାରେ ଏକ ୭ ଫୁଟର ଅଜଗରକୁ ବନବିଭାଗ ଉଦ୍ଧାର କରିଥିଲା। ତେବେ ବୁଧବାର ଭବାନୀପାଟଣା ସ୍ଥିତ କୂଟରୁଖାଇ ମେଘାନର୍ସରୀ ନିକଟରେ ଏକ ଛୋଟ ଅଜଗରକୁ ଉଦ୍ଧାର କରିଛି ସ୍ଥାନୀୟ ବନବିଭାଗ। ଏହାପରେ ସୁରକ୍ଷିତ ଭାବେ ଅଜଗରକୁ କର୍ଲାପାଟ ଅଭୟାରଣ୍ୟର ଜାକମ ପାଖରେ ଛଡ଼ାଯାଇଥିଲା। ଏହି ସମୟରେ ସ୍ଥାନୀୟ ଫରେଷ୍ଟର ଯୋଗେନ୍ଦ୍ର ମାଝୀ,ବାୟୋଲୋଜିଷ୍ଟ ସିଦ୍ଧାର୍ଥ କୁମାର ମହନ୍ତ, ଫିଲଡ଼ ଆସିଷ୍ଟାଣ୍ଟ ବିଶ୍ଵଜିତ ହରପାଳ ଓ ଅନ୍ୟମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାଟଣାରେ ଭାଜପା ପକ୍ଷରୁ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା, ସାମିଲ ହେଲେ ବିଧାୟକଙ୍କ ସହ…

ପାଟଣା,୧୨।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମଣ୍ଡଳ ଭାଜପା ପକ୍ଷରୁ ବୁଧବାର ଏକ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ମୁଖ୍ୟାଳୟ ପ୍ରାଚୀନ ଆନନ୍ଦେଶ୍ୱର…

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO, ୧୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ

ବ୍ରହ୍ମପୁର,୧୨ା୮: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ବ୍ୟୋମକେଶ ମିଶ୍ର । ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ…

ବରଗଡ଼ ଓକିଲ ସଂଘ ସଭାପତିଙ୍କୁ ଆକ୍ରମଣ ଘଟଣା: ଜିଲାପାଳ ଓ ଏସପିଙ୍କୁ ଭେଟିଲା ଅଲ୍ ଓଡିଶା ଲୟର୍ସ ଆସୋସିଏସନ୍

ବରଗଡ଼,୧୨।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଓକିଲ ସଂଘ ସଭାପତି ଭୀଷ୍ମଦେବ ସରାଫଙ୍କ ପ୍ରତି ଗତ ୬ ତାରିଖରେ ହୋଇଥିବା ଆକ୍ରମଣ ଘଟଣାର ତ୍ୱରିତ ତଦନ୍ତ ଏବଂ ଆଇନଜୀବୀମାନଙ୍କୁ…

ରୋଷେଇ କରୁଥିବା ବେଳେ ଗ୍ୟାସ ଲିକ୍ ହୋଇ ଘର ଜଳିଗଲା, ଅଳ୍ପକେ ବର୍ତ୍ତିଲେ…

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ନୂଆଗୁଡା ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗ୍ରାମର ହୀରା ବିଶି ନାମକ ଜଣେ ବିଧବା ମହିଳା…

ସାନଖେମୁଣ୍ଡିରେ ବନ ବିଭାଗ ପ୍ରକଳ୍ପରୁ ସାମଗ୍ରୀ ଚୋରି: ପାଣି ମୋଟର-ସୋଲାର ପ୍ୟାନେଲ ଜବତ, ଜେଲ୍‌ ଗଲେ ୩ ଅଭିଯୁକ୍ତ

ଦିଗପହଣ୍ଡି,୧୨|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଦ୍ମପୁର ପଞ୍ଚାୟତ ଅନ୍ତର୍ଗତ ସଅଁଢେପ ଗ୍ରାମର ଏକ ବନ ବିଭାଗ ଜଳାଶୟ ପ୍ରକଳ୍ପରୁ ବିଭିନ୍ନ ସାମଗ୍ରୀ ଚୋରି…

ଭଞ୍ଜନଗରରେ ଖରିଫ୍ ଧାନକିଣା: ଅଗଷ୍ଟ ୩୧ ପର୍ଯ୍ୟନ୍ତ ଚାଲିବ ପଞ୍ଜୀକରଣ, ତାଲିମ୍ ଶିବିରରେ…

ଭଞ୍ଜନଗର,୧୨।୮(ବାବୁଲା ପ୍ରଧାନ)- ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ସ୍ଥାନୀୟ ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ କକ୍ଷରେ ଖରିଫ୍ ଧାନକିଣା ପାଇଁ ଚାଷୀ ପଞ୍ଜୀକରଣ ଉପରେ ଏକ ଉପଖଣ୍ଡସ୍ତରୀୟ…

ଆଉ ନାହାନ୍ତି ଖେଳ ଶିକ୍ଷକ ଲକ୍ଷ୍ମୀଧର, ହାଟଡିହୀରେ ଶୋକର ଛାୟା

ହାଟଡିହୀ/ଛେନାପଦୀ,୧୨l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ହାଇସ୍କୁଲର ପୂର୍ବତନ ଖେଳ ଶିକ୍ଷକ ଲକ୍ଷ୍ମୀଧର ପହିଙ୍କର ୮୨ ବର୍ଷ ବୟସରେ ପରଲୋକ ଘଟିଛି। କିଛିଦିନ ହେବ ସେ…

ଉଦଘାଟନର ବର୍ଷେ ପରେବି ଅଚଳ ନୂଆ ମେଡିକାଲ, ଅବ୍ୟବସ୍ଥା ନେଇ ବର୍ଷିଲେ ବିଧାୟକ

କୋରାପୁଟ,୧୨ା୮(ଅମିତାଭ ବେହେରା ): କୋରାପୁଟ ମେଡିକାଲ ଉଦ୍‌ଘାଟନକୁ ବର୍ଷେ ପୂରିଥିଲେ ମଧ୍ୟ କାର୍ଯ୍ୟକ୍ଷମ ହୋଇପାରିନି ନୂଆ ମେଡିକାଲ କୋଠା। ଫଳରେ ପୁରୁଣା ମେଡିକାଲ କଲେଜ ଓ ହସ୍ପିଟାଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri