ଦାନ୍ତବିନ୍ଧା ତାଲିକାରେ ଯୋଡ଼ା ହେଲା ଆଉ ଏକ କାରଣ…

ସାଧାରଣତଃ ଥଣ୍ଡାଜନିତ ସମସ୍ୟା କିମ୍ବା ଦାନ୍ତ ମୂଳରେ ସଂକ୍ରମଣ ହେଲେ ଦାନ୍ତ ବିନ୍ଧିଥାଏ। ତେବେ ଏହି ତାଲିକାରେ ଏବେ ଆଉ ଏକ କାରଣକୁ ଯୋଡ଼ାଯାଇଛି। ଦାନ୍ତ ବିନ୍ଧା ସମ୍ପର୍କିତ କାରଣ ବିଷୟରେ ତର୍ଜମା କରିବା ବେଳେ କାଲିଫର୍ନିଆ ବିଶ୍ୱବିଦ୍ୟାଳୟର ବିଶେଷଜ୍ଞମାନେ ଏ କଥା ଜାଣିପାରିଛନ୍ତି। ନିକଟରେ ଉକ୍ତ ବିଶ୍ୱବିଦ୍ୟାଳୟ ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟରେ ଦାନ୍ତ ବିନ୍ଧାର ନୂଆ କାରଣ ବିଷୟରେ ଉଲ୍ଲେଖ କରାଯାଇଛି। ଏହାପଛରେ ଜିନ୍‌ଗତ ସମ୍ପର୍କ ରହିଛି ବୋଲି ଏହି ବିଶେଷଜ୍ଞମାନେ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି। ଏଭଳି ସିଦ୍ଧାନ୍ତରେ ପହଞ୍ଚତ୍ବା ପୂର୍ବରୁ ସେମାନେ ଦାନ୍ତ ବିନ୍ଧା ସମସ୍ୟା ସହ ଜଡ଼ିତ କେତେକ ବ୍ୟକ୍ତିଙ୍କର ସ୍ବାସ୍ଥ୍ୟ ଉପରେ ପରୀକ୍ଷା କରିଥିଲେ। କେତେକ ଜିନ୍‌ର ପ୍ରଭାବରୁ ଦାନ୍ତ ବିନ୍ଧା ସମସ୍ୟା ଦେଖାଯିବାର ଯଥେଷ୍ଟ କାରଣ ରହିଛି ବୋଲି ସେମାନେ ଜାଣିପାରିଥିଲେ। ତେବେ ଏଭଳି ସମସ୍ୟା ଦେଖାଦେଲେ ଦନ୍ତ ଡାକ୍ତରଙ୍କ ସହ ପରାମର୍ଶ କରି ଚିକିତ୍ସା କରାଇବା ଦରକାର। କେବଳ ସକାଳୁ ନୁହେଁ, ରାତ୍ରି ଭୋଜନ ପରେ ନିୟମିତ ଦାନ୍ତ ଘଷିବା ଆବଶ୍ୟକ। ଏହାର ଅବଧି ଅତିକମ୍‌ରେ ଦୁଇ ମିନିଟ୍‌ ରହିବା ଉଚିତ। ସବୁବେଳେ ଫ୍ଲୋରାଇଡଯୁକ୍ତ ଟୁଥ୍‌ପେଷ୍ଟରେ ଦାନ୍ତ ଘଷିଲେ ଦାନ୍ତ ଦୃଢ଼ ରହିଥାଏ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ହୋଟେଲ ରୁମରେ ଅନ୍ୟ ମହିଳାଙ୍କ ସହ ସ୍ବାମୀଙ୍କୁ ଦେଖିଲେ ସ୍ତ୍ରୀ; ତା’ପରେ ହୋଟେଲରୁ ପୋଲିସ ଷ୍ଟେଶନ…

ଇନ୍ଦୋର,୧୩।୭: ମଧ୍ୟପ୍ରଦେଶର ରେୱାର ସମନ ପୋଲିସ ଷ୍ଟେଶନ ଅଞ୍ଚଳର ଏକ ହୋଟେଲରେ ଜଣେ ମହିଳା ପହଞ୍ଚି ତାଙ୍କ ସ୍ବାମୀଙ୍କୁ ଅନ୍ୟ ମହିଳାଙ୍କ ସହିତ ଥିବା ଅଭିଯୋଗ କରି…

ମହାକାଳପଡ଼ା ବିଡିଓ ଓ ଆଇଆଇସିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି: ଆମରଣ ଅନଶନରେ ସରପଞ୍ଚ ଚାମେଲୀ ଓଝା

ଭୁବନେଶ୍ୱର,୧୨।୭: କେନ୍ଦ୍ରାପଡ଼ା ଜିଲା  ମହାକାଳପଡ଼ା ବ୍ଲକ୍ ଅନ୍ତର୍ଗତ ତିଖିରୀ ଗ୍ରାମ ପଞ୍ଚାୟତର ସରପଞ୍ଚ ଚାମେଲୀ ଓଝା ନିଜର ବିଭିନ୍ନ ଦାବି ପୂରଣ ଦାବିରେ ଭୁବନେଶ୍ୱର ଲୋୟର ପିଏମଜିଠାରେ…

ବିବାହ ପାଇଁ ଭାରତୀୟଙ୍କ ନୂଆ ପସନ୍ଦ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୩ା୭(ପି.ଟି.): ଭାରତୀୟମାନଙ୍କ ମଧ୍ୟରେ ବିଦେଶରେ ବିବାହ ଉତ୍ସବ ବା ଡେଷ୍ଟିନେଶନ ୱେଡିଂ କରିବାର ଆଗ୍ରହ ବଢ଼ୁଥିବା ବେଳେ ଏହି ଦୌଡ଼ରେ ଶ୍ରୀଲଙ୍କା ନୂଆ ପସନ୍ଦର ସ୍ଥାନ ପାଲଟିଛି। ୨୦୨୫ରେ…

ମଦ ନିଶା ଛାଡ଼ିବାର ସରଳ ଚିକିତ୍ସା, ବିନା କଷ୍ଟରେ…

ମଦ ଛାଡ଼ିଲେ ଯେଉଁ କଷ୍ଟଦାୟକ ଲକ୍ଷଣମାନ ଦେଖା ଦେଇଥାଏ, ସେଗୁଡିକୁ ରୋକିବା ପାଇଁ କେତେକ ନିର୍ଦ୍ଦିଷ୍ଟ ମେଡିସିନ୍‌ ବ୍ୟବହାର କରାଯାଇଥାଏ। ଏହାଦ୍ୱାରା ରୋଗୀ ବିନା କଷ୍ଟରେ ବା…

୧୮ ବର୍ଷ ପରେ CSKର ହାତ ଛାଡିଲେ ଏହି ଖେଳାଳି, ପାରସ୍ପରିକ ସହମତିରେ ଦଳରୁ ହେଲେ ଅଲଗା

ନୂଆଦିଲ୍ଲୀ,୧୩।୭: ୧୮ ବର୍ଷର ସହଭାଗିତା ପରେ ଚେନ୍ନାଇ ସୁପର କିଙ୍ଗସ ଏବଂ ମୁଖ୍ୟ ପ୍ରଶିକ୍ଷକ ଷ୍ଟିଫେନ ଫ୍ଲେମିଂ ଅଲଗା ହେବାକୁ ନିଷ୍ପତ୍ତି ନେଇଛନ୍ତି। ସୋମବାର ଇଣ୍ଡିଆନ ପ୍ରିମିୟର…

ବିଡିଓଙ୍କ ବିରୋଧରେ ଅଭିଯୋଗ ଆଣିଲେ ଗ୍ରାମବାସୀ, ଦାବିପତ୍ର ପ୍ରଦାନ କରି…

କର୍ଲାମୁଣ୍ଡା:୧୩।୭,(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ଗ୍ରାମ ପଞ୍ଚାୟତ ସିଲେଟପଡ଼ା ଗ୍ରାମରେ, ବିକଶିତ ଗାଁ ବିକଶିତ ଓଡ଼ିଶା ଯୋଜନାରେ ଗାଁର ଜନୈକ ବ୍ୟକ୍ତି…

କୂଅରୁ ମିଳିଲା ଯୁବକଙ୍କ ମୃତଦେହ: ଗାଁରେ ପଡିଛି ଚହଳ…

ଦିଗପହଣ୍ଡି,୧୩।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡ଼ା ଗାଁ ମା’ ମାଣିକେଶରୀ ମନ୍ଦିର ନିକଟ ଶ୍ରୀ ମଦନ ମୋହନ ମନ୍ଦିର ପରିସରରେ ଥିବା କୂଅରୁ…

ଦୋକାନରେ ପିଉଥିଲେ ଚା’, ମୁଣ୍ଡରେ ପଡିଲା ଗଛ ଡ଼ାଳ, ତା’ପରେ…

ଦିଗପହଣ୍ଡି,୧୩।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ନିକଟରେ ସୋମବାର ଭୋରରେ ଏକ ଅଭାବନୀୟ ଘଟଣା ଘଟିଛି। ଆଡ଼ପଡ଼ା ଗ୍ରାମରେ ରହୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri