‘ମେଟା ଇଣ୍ଡିଆ’ରୁ ଇସ୍ତଫା ଦେଲେ ଆଉ ଜଣେ ବଡ ଅଧିକାରୀ

ନୂଆଦିଲ୍ଲୀ,୧୭।୫:ଫେସବୁକ୍‌, ଇନଷ୍ଟାଗ୍ରାମ ଏବଂ ଫେସବୁକ୍‌ର ସହାୟକ କମ୍ପାନୀ ମେଟାର ଜଣେ ବଡ ଅଧିକାରୀ ମେଟାରୁ ଅଲଗା ହୋଇଛନ୍ତି। ସେ ହେଉଛନ୍ତି ଭାରତର ମେଟାର ଡାଇରେକ୍ଟର ଏବଂ ପାର୍ଟନରସିପ୍‌ ହେଡ୍‌ ମନୀପ ଚୋପ୍ରା। ସେ ମଙ୍ଗଳବାର ଲିଙ୍କ୍‌ଡିନ୍‌ରେ ଇସ୍ତଫା ଦେଇଛନ୍ତି ବୋଲି ସୂଚନା ଦେଇଛନ୍ତି। ସେ ସାଡେ ଚାରି ବର୍ଷ ମେଟାସହ ଜଡିତ ଥିଲେ। ଏହି ଗୋଟିଏ ବର୍ଷ ମଧ୍ୟରେ ମନୀଷଙ୍କ ପରେ ମେଟା ଇଣ୍ଡିଆରେ ଏହା ୪ର୍ଥ ପ୍ରମୁଖ ଇସ୍ତଫା।

ଏହା ପୂର୍ବରୁ ମେଟା ଇଣ୍ଡିଆର ମୁଖ୍ୟ ଅଜିତ ମୋହନ ଏବଂ ପବ୍ଲିକ ପଲିସି ମୁଖ୍ୟ ରାଜିବ ଅଗ୍ରଓ୍ବାଲ୍‌ କମ୍ପାନୀରୁ ଇସ୍ତଫା ଦେଇଥିଲେ। ସେହିପରି ହ୍ବାଟସ ଆପ୍‌ର ହେଡ୍‌ ଅଭିଜିତ୍‌ ବୋଷ ମଧ୍ୟ ଇସ୍ତଫା ଦେଇଥିଲେ। ଅଜିତଙ୍କ ଇସ୍ତଫା ପରେ ମନୀଷ ୨ମାସ ଯାଏଁ ମେଟା ଇଣ୍ଡିଆର ମୁଖ୍ୟ ଦାୟିତ୍ୱ ସମ୍ଭାଳି ଥିଲେ।

ତେବେ କମ୍ପାନୀର ଛଟେଇ ସମୟରେ ମନୀଷ ଇସ୍ତଫା ଦେଇଛନ୍ତି। ଏପର୍ଯ୍ୟନ୍ତ ମେଟା ୨୧ହଜାର ଲୋକଙ୍କୁ ଛଟେଇ କରିସାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଅବତାରରେ ଧୋନୀ: ଭାଇରାଲ ହେଉଛି VIDEO

ରାଞ୍ଚି,୩।୮: ପୁଣି ଚର୍ଚ୍ଚାରେ ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ। ତାଙ୍କୁ ଏକ ନୂଆ ଅବତାରରେ ଦେଖାଯାଇଛି। ଧୋନୀ ଏକ ରେସଟ୍ରାକରେ ବାଇକ…

୧୦ ଦିନରେ ୩ ସ୍ଥାନରେ ବଡ଼ଧରଣର ଲୁଟ୍‌କୁ ନେଇ ଖେଳିଗଲା ଆତଙ୍କ: ସିସିଟିଭି ଲଗାଇବାକୁ ପରାମର୍ଶ ଦେଲେ ଏସଡିପିଓ

ଦାରିଙ୍ଗବାଡି, ୩ ।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗତ କିଛି ଦିନ ହେଲା ଲୁଟେରା ମାତିଛନ୍ତି । ୧୦ ଦିନ ମଧ୍ୟରେ ୩ଟି…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଲାଗୁ ହେଲା ପେଟ୍ରୋଲ-ଡିଜେଲର ନୂଆ ଦାମ୍‌

ନୂଆଦିଲ୍ଲୀ,୩।୮: ଅନ୍ତର୍ଜାତୀୟ ବଜାରରେ କଞ୍ଚା ତେଲର ଦର ଏବଂ ତେଲ କମ୍ପାନୀଗୁଡ଼ିକର ରୋଜଗାରକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲ ରପ୍ତାନି ଉପରେ ଲାଗୁ…

ଭାଜପା ହାରିବାର ୫ ବଡ଼ କାରଣ, ଜାଣନ୍ତୁ…

ପାଟନା,୩।୮: ପାଟନାର ବାଙ୍କିପୁର ବିଧାନସଭା ଆସନରେ ଅନୁଷ୍ଠିତ ଉପନିର୍ବାଚନର ଫଳାଫଳ ଆସିସାରିଛି ଏବଂ ଏଠାରେ ୩୦ ବର୍ଷର ରେକର୍ଡ ଭାଙ୍ଗିଯାଇଛି। ଜନ ସୁରାଜ ପାର୍ଟିର ସଂସ୍ଥାପକ ତଥା…

ପିକେଙ୍କ ବିଜୟଠୁ ଭାଜପାର ପରାଜୟ କାହିଁକି ଚର୍ଚ୍ଚାରେ? ବାଙ୍କୀପୁର ଫଳାଫଳର ପ୍ରଭାବ ପଡ଼ିବ ଦିଲ୍ଲୀ ଗାଦି ଉପରେ!

ପାଟନା,୩।୮: ବାଙ୍କୀପୁରରେ ପ୍ରଶାନ୍ତ କିଶୋରଙ୍କ ବିଜୟ ରାଜନୀତିରେ ଏକ ନୂଆ କୌତୂହଳ ସୃଷ୍ଟି କରିଛି। ଆଜି ସକାଳ ପର୍ଯ୍ୟନ୍ତ ଯେଉଁ ବାଙ୍କୀପୁର ବିଧାନସଭା ଆସନକୁ ଭାଜପାର ଦୁର୍ଗ…

ପ୍ରଶାନ୍ତ କିଶୋରଙ୍କୁ ଜିତାଇଦେଲେ Gen-Z? ହେଲା ବଡ଼ ଖୁଲାସା…

ପାଟନା,୩।୮: ପାଟନାର ହାଇ-ପ୍ରୋଫାଇଲ୍ ବାଙ୍କୀପୁର ବିଧାନସଭା ଆସନରେ ଜନ ସୁରାଜ ପାର୍ଟିର ସଂସ୍ଥାପକ ପ୍ରଶାନ୍ତ କିଶୋର ୧୯,୩୨୪ ଭୋଟ୍‌ରେ ବିଜୟ ହାସଲ କରିଛନ୍ତି। ୩୨ ରାଉଣ୍ଡ ଗଣତିରେ…

ରାଗିକି ଇସ୍ତଫା ଦେଲେ ୨ ବିଧାୟକ

ବେଙ୍ଗାଲୁରୁ,୩।୮: କର୍ନାଟକରେ କଂଗ୍ରେସ ସରକାରଙ୍କ କ୍ୟାବିନେଟ ବିସ୍ତାରକୁ ନେଇ ଚାଲିଥିବା କଳ୍ପନାଜଳ୍ପନାର ଅନ୍ତ ଘଟିଥିବାବେଳେ ନୂତନ ଭାବରେ ପ୍ରକାଶିତ ମନ୍ତ୍ରୀ ତାଲିକା ସେହି ବିଧାୟକମାନଙ୍କୁ ନିରାଶ କରିଛି…

ଝାଡ଼ଖଣ୍ଡର ‘ସୋନମ ୱାଙ୍ଗଚୁକ୍’! ଜାଣନ୍ତୁ କିଏ ଏହି ଦେବେନ୍ଦ୍ର ମାହାତୋ, ଯିଏ ଛାତ୍ରଙ୍କ ହକ୍‌ ପାଇଁ ଆମରଣ ଅନଶନରେ…

ନୂଆଦିଲ୍ଲୀ,୩।୮: ନିଟ୍ (NEET) ପେପର ଲିକ୍‌କୁ ନେଇ ଛାତ୍ରଛାତ୍ରୀଙ୍କ ବିକ୍ଷୋଭ ପ୍ରଦର୍ଶନ କିଛିଟା ପ୍ରଶମିତ ହୋଇଥିଲେ ବି ଝାଡ଼ଖଣ୍ଡରେ ଏବେ ବି ନିଆଁ ଜଳୁଛି, ଆଉ ଏହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri