ପୁଣି ବିଜେଡିକୁ ଝଟ୍‌କା: ଭାଜପାରେ ମିଶିଲେ ୩ ୱାର୍ଡମେମ୍ବର

ଭଞ୍ଜନଗର,୧୧ା୨(ବାବୁଲା ପ୍ରଧାନ): ଭଞ୍ଜନଗର ବ୍ଲକ ଦୋମୁହାଣୀ ପଞ୍ଚୟତର ବିଜେଡି ସମର୍ଥିତ ୩ ଜଣ ୱାର୍ଡମେମ୍ବର ମଙ୍ଗଳବାର ଦଳ ଛାଡି ମଙ୍ଗଳବାର ଭାଜପାରେ ଯୋଗ ଦେଇଛନ୍ତି। ସେମାନେ ହେଲେ ତ୍ରିପତି ଜାନି, ମୁରଲୀ ନାୟକ ଓ ରମା ଜାନି। ସ୍ଥାନୀୟ ବନ ବିଭାଗ ଡାକ ବଙ୍ଗଳାରେ ଅନୁଷ୍ଠିତ ସଭାରେ ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ସେମାନଙ୍କୁ ଫୁଲତୋଡ଼ା ଦେଇ ସ୍ବାଗତ କରିଥିଲେ। ପୂର୍ବତନ ଗାଲେରି ମଣ୍ଡଳ ସମ୍ପାଦକ ଧବଳେଶ୍ବର ମାଝୀ, ଏମ୍‌ପି ପ୍ରତିନିଧି ସନ୍ତୋଷ ତିଆଡି, ରବୀନ୍ଦ୍ର ଗୌଡ,ଆଇନଜୀବୀ ରଜତ ଦାସ ପ୍ରମୁଖ ଉପସ୍ଥିତ ଥିଲେ। ଅପରପକ୍ଷେ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ପୁଣ୍ୟ ତିଥି ଅବସରରେ ଭଞ୍ଜନଗର ନିର୍ବାଚନ ମଣ୍ଡଳୀର ସମସ୍ତ ମଣ୍ଡଳରେ ଭାଜପା ପକ୍ଷରୁ ସ୍ବତନ୍ତ୍ର କାର୍ଯ୍ୟକ୍ରମ ହୋଇଥିଲା। ସନ୍ତୋଷ ତିଆଡି, ଧବଳେଶର ମାଝୀ, ପ୍ରଦୀପ ସାହୁଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ କେତେକ କାର୍ଯ୍ୟକ୍ରମରେ ବିଧାୟକ ନାୟକ ଅତିଥି ଭାବେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri