Posted inଜାତୀୟ

ଚାଇନାକୁ ପୁଣି ଝଟ୍‌କା: ୪୦ ହଜାର କୋଟିର ସାମଗ୍ରୀ ବର୍ଜନ କରିବେ ଭାରତବାସୀ

ନୂଆଦିଲ୍ଲୀ, ୧୭।୮: ଗଲଓ୍ବାନ ଘାଟିର ସଂଘର୍ଷ ଯୋଗୁ ଗୋଟିଏ ପରେ ଗୋଟିଏ ବିପଦ ଚାଇନା ଉପରେ ମାଡ଼ି ଆସୁଛି। ଆଗକୁ ଗଣେଶ ପୂଜା। ତେବେ ଭାରତରେ ବ୍ୟବସାୟୀମାନେ ଏକଜୁଟ ହୋଇ ୪୦ ହଜାର କୋଟି ଟଙ୍କାର ଚାଇନା ସାମଗ୍ରୀ ବର୍ଜନ କରିବା ଲାଗି ଅଣ୍ଟା ଭିଡ଼ିଛନ୍ତି। ଦେଶରେ ମାଟିରେ ତିଆରି ଗଣେଶ ମୂର୍ତ୍ତି ପୂଜା କରାଯିବ। ଏଥିରେ ଚାଇନାର କୌଣସି ସାମଗ୍ରୀର ବ୍ୟବହାର କରାଯିବ ନାହିଁ। କନଫେଡେରେଶନ୍‌ ଅଫ୍‌ ଅଲ୍‌ ଇଣ୍ଡିଆ ଟ୍ରେଡର୍ସ ପକ୍ଷରୁ ନିଷ୍ପତ୍ତି ଗ୍ରହଣ କରାଯାଇଛି। ପ୍ରତିବର୍ଷ ଗଣେଶ ପୂଜାରେ ଚାଇନା ଦ୍ୱାରା ପ୍ରସ୍ତୁତ ହୋଇଥିବା ୩୫ ହଜାର କୋଟି ଟଙ୍କାରୁ ୪୦ ହଜାର କୋଟି ଟଙ୍କାର ବିଭିନ୍ନ ସାମଗ୍ରୀ ଭାରତୀୟ ବଜାରରେ ବିକ୍ରି ହୋଇଥାଏ। ତେବେ ଚଳିତ ବର୍ଷ ଏଭଳି କରାଯିବ ନାହିଁ ବୋଲି କନଫେଡେରେଶନ୍‌ ଅଫ୍‌ ଅଲ୍‌ ଇଣ୍ଡିଆ ଟ୍ରେଡର୍ସର ରାଷ୍ଟ୍ରୀୟ ଅଧ୍ୟକ୍ଷ ବି.ସି. ଭରତିଆ ଏବଂ ଜେନେରାଲ ସେକ୍ରେଟାରୀ ପ୍ରବୀଣ ଖଣ୍ଡେଲଓ୍ବାଲ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଆରା ରାକ୍ଷୀପୂର୍ଣ୍ଣିମା: ଗଛକୁ ରାକ୍ଷୀ ବାନ୍ଧି ପରିବେଶ ସୁରକ୍ଷା ବାର୍ତ୍ତା ବାଣ୍ଟିଲେ ଛାତ୍ରୀଛାତ୍ର

ଭଞ୍ଜନଗର, ୨୭।୮(ବାବୁଲା ପ୍ରଧାନ): ଗଛ ଓ ମଣିଷର ସମ୍ପର୍କକୁ ଦୃଢ଼ କରିବା ସହ ପରିବେଶ ସୁରକ୍ଷାର ବାର୍ତ୍ତା ଦେବା ଲକ୍ଷ୍ୟରେ ରାକ୍ଷୀପୂର୍ଣ୍ଣିମା ଅବସରରେ ଭଞ୍ଜନଗର କବି ସମ୍ରାଟ…

ପୁଣି ବନ୍ଦ ହେଲା ୪ ସ୍ଲୁଇସ ଗେଟ: ହୀରାକୁଦ ଜଳଭଣ୍ଡାରରେ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ

ସମ୍ବଲପୁର,୨୭।୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି। ଫଳରେ ଗୁରବାର ୍ଯଯଯାହ୍ନରେ ପୁଣି ୪ଟି ସ୍ଲୁଇସ ଗେଟକୁ ବନ୍ଦ କରି…

ଉତ୍ତରାଞ୍ଚଳ ଡିଆଇଜି ଭାବେ ଦାୟିତ୍ୱ ଗ୍ରହଣ କଲେ ଚରଣ ସିଂ ମୀନା: ସାଇବର ଅପରାଧ ରୋକିବା ହେବ ପ୍ରାଥମିକତା

ସମ୍ବଲପୁର,୨୭।୮(ପ୍ରମୋଦ ବହିଦାର): ଉତ୍ତରାଞ୍ଚଳ ଡିଆଇଜି ଭାବେ ଆଇପିଏସ ଚରଣ ସିଂ ମୀନା ଆନୁଷ୍ଠାନିକ ଭାବେ ଯୋଗଦେଇଛନ୍ତି। ଗୁରୁବାର ସକାଳେ ସର୍ବପ୍ରଥମେ ସେ ସମ୍ବଲପୁରର ଆରାଧ୍ୟ ଦେବୀ ମା’…

Appleର ବଡ଼ ଘୋଷଣା! ଏହି ତାରିଖରେ ଲଞ୍ଚ ହେବ iPhone 18 Pro, ଏତିକି ରହିବ ଦାମ୍

ନୂଆଦିଲ୍ଲୀ,୨୭।୮: Apple ଶେଷରେ ନିଜର ବଡ଼ ଲଞ୍ଚ ଇଭେଣ୍ଟର ତାରିଖ ଘୋଷଣା କରିଛି । କମ୍ପାନୀ ଆସନ୍ତା ସେପ୍ଟେମ୍ବର ୯ ତାରିଖରେ Apple Event ଆୟୋଜନ କରିବ…

ସତ ହୋଇଗଲା ଭବିଷ୍ୟବାଣୀ! ବହୁ ବର୍ଷ ପୂର୍ବରୁ ନେପାଳକୁ ନେଇ ଏମିତି କହିଥିଲେ…

ନୂଆଦିଲ୍ଲୀ,୨୭।୮: ନେପାଳରେ ସୃଷ୍ଟି ହୋଇଥିବା ଭୟଙ୍କର ପରିସ୍ଥିତି ମଧ୍ୟରେ ଏବେ ଚର୍ଚ୍ଚାକୁ ଆସିଛି ପ୍ରସିଦ୍ଧ ଭବିଷ୍ୟବକ୍ତା ବାବା ଭେଙ୍ଗାଙ୍କ ପୁରୁଣା ଭବିଷ୍ୟବାଣୀ। ସୋସିଆଲ ମିଡିଆରେ ଦାବି କରାଯାଉଛି…

କ୍ୟାନସର୍‌ ମେଡିସିନକୁ ମିଳିଲା ମଞ୍ଜୁରୀ: ରୋଗୀଙ୍କ ପାଇଁ ବଡ଼ ଆଶ୍ୱସ୍ତି

ଓ୍ବାଶିଂଟନ୍‌,୨୭।୮: ଆମେରିକାର ଖାଦ୍ୟ ଏବଂ ଔଷଧ ପ୍ରଶାସନ (FDA) ମେଟାଷ୍ଟାଟିକ ପାନକ୍ରିଏଟିକ କ୍ୟାନସର୍‌ ରୋଗର ଚିକିତ୍ସା ପାଇଁ ରେଭଲ୍ୟୁସନ ମେଡିସିନ୍ସର ନୂତନ ଔଷଧ ‘ରାସୋକ’କୁ ଅନୁମୋଦନ କରିଛି।…

ପୁଣି କ୍ରାଶ୍‌ ହେଲା ବିମାନ: ସବୁକିଛି ଚୁର୍‌ମାର୍‌, ବିମାନରେ ଥିଲେ…

ଲକ୍ଷ୍ନୌ,୨୭।୮: ଉତ୍ତର ପ୍ରଦେଶର କାନପୁରରେ ଏକ ବଡ଼ଧରଣର ବିମାନ ଦୁର୍ଘଟଣା ଘଟିଛି। ଗଙ୍ଗା ବ୍ୟାରେଜ ନିକଟରେ ଏକ ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ଉଭୟ ପାଇଲଟଙ୍କ…

କିଏ ଏହି ଅନୟା ବାଙ୍ଗର, ଆପଣ ତାଙ୍କ ବିଷୟରେ କେତେ ଜାଣନ୍ତି? ଜାଣନ୍ତୁ ଜୀବନ କାହାଣୀ

ନୂଆଦିଲ୍ଲୀ,୨୭।୮: କ୍ରିକେଟ ଅଷ୍ଟ୍ରେଲିଆ (ସିଏ) ଦ୍ୱାରା ସମ୍ପ୍ରଦାୟ କ୍ରିକେଟ ଖେଳିବାକୁ ଅନୁମତି ଦିଆଯିବା ପରେ ଅନାୟା ବାଙ୍ଗର ବହୁତ ଚର୍ଚ୍ଚାର ବିଷୟ ହୋଇଛନ୍ତି। ସେ ସମ୍ପ୍ରତି ଖେଳକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri