Posted inଜାତୀୟ

ଉଦ୍ଧବଙ୍କୁ ପୁଣି ଝଟ୍‌କା: ଆଦିତ୍ୟଙ୍କ ନିକଟତର ଥିବା ରାହୁଲ ଶିନ୍ଦେ ଶିବିରରେ…

ମୁମ୍ବାଇ,୧।୭ : ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କୁ ପୁଣି ଥରେ ବଡ଼ ଝଟ୍‌କା ଲାଗିଛି। ଉଦ୍ଧବଙ୍କ ପୁଅ ଆଦିତ୍ୟ ଠାକରେଙ୍କ ଅତି ନିକଟଔତର କୁହାଯାଉଥିବା ରାହୁଲ କାନାଲ ବାଡ଼ ଡେଇଁ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ଶିବିରରେ ଯୋଗ ଦେଇଛନ୍ତିି।

ସେ  ସମର୍ଥକଙ୍କ ସହିତ ଶିନ୍ଦେଙ୍କ ଶିବିରରେ ଯୋଗଦେବେ ବୋଲି ପୂର୍ବରୁ ଘୋଷଣା କରିଥିଲେ।

ସେ ଉଦ୍ଧବଙ୍କ ବିରୋଧରେ ଗୁରୁତର ଅଭିଯୋଗ ଆଣିଛନ୍ତି। ସେ କହିଛନ୍ତି ଉଦ୍ଧବ ଅନ୍ୟାମନଙ୍କ ପରାମର୍ଶ କ୍ରମେ ଦଳୀୟ ନିଷ୍ପତ୍ତି ନେଉଛନ୍ତି। ଦଳରେ ସ୍ବାଭିମାନର କୌଣସି ଚିହ୍ନବର୍ଣ୍ଣ ନାହିଁ।

ଦଳୀୟ ପ୍ରସଙ୍ଗରେ ପ୍ରତିକ୍ରିୟା ଦେବାକୁ ଉଦ୍ଧବ ଉପଲବ୍ଧ ହେଉ ନ ଥିବା ରାହୁଲ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବରୁଣେଇ ପୀଠରେ ସାମୁହିକ ବିବାହ ଉତ୍ସବ: ୪୯ ଯୋଡ଼ିଙ୍କର ଏକାସାଙ୍ଗେ ପଡ଼ିଲା ହାତଗଣ୍ଠି

ଖୋର୍ଦ୍ଧା,୨୧ା୪(ପ୍ରଭାତ କୁମାର ପାଣିଗ୍ରାହୀ): ଖୋର୍ଦ୍ଧା ବରୁଣେଇ ପୀଠରେ ସାମୁହିକ ବିବାହୋତ୍ସବ ଅନୁଷ୍ଠିତ ହୋଇଛି। ଜିଲାରେ ବିଭିନ୍ନ ବ୍ଲକରୁ ମନୋନୀତ ହୋଇଥିବା ୪୯ ଯୋଡ଼ି ଏହି ବିବାହରେ ସାମିଲ…

ଇସଲାମାବାଦ ଆଲୋଚନାରେ ନୂଆ ଟୁଇଷ୍ଟ! ଯୋଗ ଦେବେ ଟ୍ରମ୍ପ, ଇରାନ ପାଇଁ ଏହା ସରପ୍ରାଇଜ ନାଁ ଆଶ୍ଚର୍ଯ୍ୟକର ଘଟଣା? ଜାଣନ୍ତୁ…

ଓ୍ବାଶିଂଟନ,୨୧।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜେ ଇସଲାମାବାଦରେ ହେବାକୁ ଥିବା ଇରାନ ସହିତ ଶାନ୍ତି ଆଲୋଚନାରେ ଅଂଶଗ୍ରହଣ କରିପାରନ୍ତି; କିନ୍ତୁ, ସେ ବ୍ୟକ୍ତିଗତ ଭାବରେ ଯୋଗ…

ମୁଁ ନିଜକୁ ଅସହଜ ମନେ କରୁଛି….ମୈଥିଲିଙ୍କ ଚାଞ୍ଚଲ୍ୟକର ବୟାନ

କୋଲକାତା,୨୧।୪:ଭାଜପା ବିଧାୟକ ମୈଥିଲି ଠାକୁର ବଙ୍ଗଳା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ହୁଗଲି (ପଶ୍ଚିମବଙ୍ଗ)କୁ ନିର୍ବାଚନ ପ୍ରଚାର ପାଇଁ ଆସିଛନ୍ତି। ବଙ୍ଗଳାରେ ପହଞ୍ଚିବା ପରେ…

ରାତିରେ ଏତିକି ଘଣ୍ଟା ଶୋଉଛନ୍ତି ଭାରତର ମୁଖ୍ୟ ବିଚାରପତି: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୧।୪: ମଦୁରାଇ ଜିଲା କୋର୍ଟ ପରିସରରେ ଅତିରିକ୍ତ କୋର୍ଟ କୋଠା ଏବଂ ମାଡ୍ରାସ ହାଇକୋର୍ଟର ମଦୁରାଇ ବେଞ୍ଚ ପାଇଁ ନୂତନ ଅତିଥି ଗୃହ ଉଦ୍‌ଘାଟିତ ହୋଇଥିଲା। ଏହି…

ଗିରଫ ହେଲେ ପୂର୍ବତନ କ୍ରିକେଟରଙ୍କ ଶଳା-ଶ୍ୱଶୁର

ମୁମ୍ବାଇ,୨୧।୪: ପୂର୍ବତନ ଭାରତୀୟ କ୍ରିକେଟର ଏବଂ ତୃଣମୂଳ କଂଗ୍ରେସ ଏମପି ୟୁସୁଫ ପଠାନଙ୍କ ଶ୍ୱଶୁର ଘର ଘରେ ଉତ୍ତେଜନା ଦେଖାଦେଇଛି। ମୁମ୍ବାଇ ପୋଲିସ ୟୁସୁଫ ପଠାନଙ୍କ ଶ୍ୱଶୁର…

ଇରାନ ସହିତ ଯୁଦ୍ଧ ମଧ୍ୟରେ ଜେଲ ଯିବେ ବେଞ୍ଜାମିନ ନେତାନ୍ୟାହୁ!

ଜେରୁଜେଲମ,୨୧।୪: ହଙ୍ଗେରୀର ନୂତନ ପ୍ରଧାନମନ୍ତ୍ରୀ ପିଟର ମାଗୟାର ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି ଯେ ଯଦି ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ…

ଚାଲିଗଲେ ଗୁଣପୁର ସବ୍‌-ରେଜିଷ୍ଟ୍ରାର କାର୍ଯ୍ୟାଳୟର ପିଅନ, ଝୁରି ହେଉଛନ୍ତି କର୍ମଚାରୀ

ଗୁଣପୁର,୨୧ା୪(ସଙ୍କେତ ପାତ୍ର): ଗୁଣପୁର ସବ-ରେଜିଷ୍ଟ୍ରାର କାର୍ଯ୍ୟାଳୟରେ ପିଅନ ଭାବେ କାର୍ଯ୍ୟରତ ଚକ୍ରଗୁଡ଼ା ଗ୍ରାମ ନିବାସୀ ପୀତାମ୍ବର ଶବରଙ୍କର ମଙ୍ଗଳବାର ବ୍ରହ୍ମପୁର ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ଘଟିଛି।…

ଫେରି ଆସିଲା ରୋଷେଇ ଗ୍ୟାସର ପୁରୁଣା ଦିନ! ବୁକିଂ ଉପରେ ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୧।୪: ପଶ୍ଚିମ ଏସିଆ (ମଧ୍ୟପ୍ରାଚ୍ୟ)ର ପ୍ରଚଳିତ ପରିସ୍ଥିତିକୁ ଦୃଷ୍ଟିରେ ରଖି, ପ୍ରତ୍ୟେକ ସାଧାରଣ ଲୋକଙ୍କ ମନରେ ସମାନ ଭୟ: ପେଟ୍ରୋଲ, ଡିଜେଲ ଏବଂ ରୋଷେଇ ଗ୍ୟାସ ମହଙ୍ଗା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri