Advertisement

ଆମେରିକାରେ ପୁଣି ଗୁଳିକାଣ୍ଡ: ୫ ମୃତ

ନ୍ୟୁୟର୍କ,୨୦।୧୧: ଆମେରିକାର କଲୋରଡୋ ସ୍ପ୍ରିଙ୍ଗ୍ସ ଗେ କ୍ଲବରେ ଗୁଳିକାଣ୍ଡ ଘଟିଛି। ଏଥିରେ ୨୩ ଜଣଙ୍କୁ ଗୁଳି କରାଯାଇଥିଲା। ସେମାନଙ୍କ ମଧ୍ୟରୁ ୫ ଜଣଙ୍କର ମୃତ୍ୟୁ ହୋଇଛି। ୧୮ ଜଶ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଛନ୍ତି। ନାଇଟ କ୍ଲବରେ ଜଣେ ବନ୍ଧୁକଧାରୀ ହଠାତ୍‌ ଗୁଳି ଚଳାଇଥିଲେ। ଘଟଣା ସମ୍ପର୍କରେ ସୂଚନା ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉଦ୍ଦାର କାର୍ଯ୍ୟ ଆରମ୍ଭ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦେଖିବାକୁ ମିଳିଲା ସୂର୍ଯ୍ୟଙ୍କର ସବୁଠାରୁ ସ୍ବଚ୍ଛ ଛବି!

ମ୍ୟାଡ୍ରିଡ,୭।୯: ୟୁରୋପରେ ଥିବା ଏକ ଟେଲିସ୍କୋପ ସୂର୍ଯ୍ୟଙ୍କର ବର୍ତ୍ତମାନ ପର୍ଯ୍ୟନ୍ତ ନିଆଯାଇଥିବା ସବୁଠାରୁ ସ୍ବଚ୍ଛ ଚବି ଉଠାଇବାରେ ସଫଳ ହୋଇଥିବା କୁହାଯାଉଛି। ସୂର୍ଯ୍ୟଙ୍କର ଉକ୍ତ ଛବିଟି...

କବର ଦେବାକୁ ସ୍ଥାନର ଅଭାବ: ପୁରୁଣା କବରସ୍ତାନରୁ ବାହାର କରାଯାଉଛି କଙ୍କାଳ

ବ୍ରାସିଲିଆ,୩।୪: କରୋନା ଆତଙ୍କ ଥମିବାର ନା ଧରୁନି। ଦକ୍ଷିଣ ଆମେରିକାର ବ୍ରାଜିଲରେ କରୋନାରେ ଆକ୍ରାନ୍ତ ହୋଇ ମୃତ୍ୟୁ ଘଟୁଥିବା ଲୋକଙ୍କୁ କବର ଦେବାକୁ ସ୍ଥାନର ଅଭାବ...

ଡୋରିଆନ ସାମୁଦ୍ରିକ ଝଡ଼ ପାଇଁ ୬ଶହ ବିମାନ ବାତିଲ

ଓ୍ବାଶିଂଟନ,୨।୯: ମାଡି ଆସୁଛି ସାମୁଦ୍ରିକ ଝଡ଼ ଡୋରିଆନ। ଏହା ଉତ୍ତର ବାହାମସରେ ଲ୍ୟାଣ୍ଡଫଲ୍‌ କରିବାର ଅନୁମାନ କରାଯାଉଛି। ଏହା ଆମେରିକାରେ ତାଣ୍ଡବ ରଚିବ ବୋଲି କହିଛି...

ଜେନେଭାରେ ପାକିସ୍ତାନକୁ ଅପମାନ: ଲାଗିଲା ‘ଅନ୍ତରାଷ୍ଟ୍ରୀୟ ଆତଙ୍କବାଦୀଙ୍କ ଆଡ୍ଡା’ ଲେଖାଥିବା ପୋଷ୍ଟର

ଜେନେଭା,୨୯।୨: ସ୍ବିଜରଲ୍ୟାଣ୍ଡର ଜେନେଭାରେ ୟୁନାଇଟେଡ ନେଶନନ୍ସ ହ୍ୟୁମାନ ରାଇଟ୍ସ କାଉନସିଲ୍‌ (ୟୁଏନ୍‌ଏଚ୍‌ଆର୍‌ସି)ର ୪୩ ତମ ଅଧିବେଶନ ଅବସରରେ ବ୍ରୋକେନ୍‌ ଚେୟାର ସ୍ମାରକ ନିକଟରେ ପାକିସ୍ତାନକୁ ଅପମାନ...

ବ୍ରିଟେନରେ ରେକର୍ଡ ଭାଙ୍ଗିଲା ତାପମାତ୍ରା

ଲଣ୍ଡନ,୨୦ା୭: ବ୍ରିଟେନରେ ଜାରି ରହିଥିବା ଗ୍ରୀଷ୍ମଲହର ଚଳିତ ବର୍ଷ ସବୁ ରେକର୍ଡ ଭାଙ୍ଗିଛି। ପ୍ରଥମ ଥର ପାଇଁ ଏହି ୟୁରୋପୀୟ ଦେଶରେ ତାପମାତ୍ରା ୪୦ଡିଗ୍ରୀ ଟପିଛି।...

ଅରୁଣାଞ୍ଚଳ ପ୍ରଦେଶରେ ଗାଁ ନିର୍ମାଣ କରିଛି ଚାଇନା

ନୂଆଦିଲ୍ଲୀ,୧୮।୧: ଅରୁଣାଞ୍ଚଳ ପ୍ରଦେଶରେ ଏକ ନୂଆ ଗାଁ ନିର୍ମାଣ କରିଛି ଚାଇନା। ଏଥିରେ ୧୦୧ ଘର ଥିବା ସାଟେଲାଇଟ୍‌ ଚିତ୍ରରୁ ଜଣାପଡ଼ିଛି। ଏହି ଫଟୋ ଗତବର୍ଷ...

କମଲା ହାରିସ୍‌ଙ୍କୁ ‘ଫାଷ୍ଟ ଲେଡି’ କହିଲେ ବାଇଡେନ୍‌

ଓ୍ବାଶିଂଟନ୍‌, ୧୭ା୩: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ମଙ୍ଗଳବାର ହ୍ବାଇଟ୍‌ହାଉସ୍‌ରେ ‘ସମାନ ବେତନ ଦିବସ’ ଉପରେ ମନ୍ତବ୍ୟ ରଖୁଥିବାବେଳେ ଭୁଲ୍‌ରେ ଉପରାଷ୍ଟ୍ରପତି କମଲା ହାରିସ୍‌ଙ୍କୁ ଫାଷ୍ଟ...

ଜାପାନ ଗସ୍ତରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ଟୋକିଓ,୨।୯: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଜାପାନ ଗସ୍ତରେ ଯାଇ ସୋମବାର ଟୋକିଓରେ ପହଞ୍ଚିଛନ୍ତି। ଦୁଇଦେଶ ମଧ୍ୟରେ ସାମରିକ ସହଯୋଗ ବୃଦ୍ଧି ପାଇଁ ଜାପାନ ପ୍ରତିରକ୍ଷାମନ୍ତ୍ରୀ...

Advertisement
Archives

Model This Week