Posted inଖେଳ

ପ୍ରତ୍ୟାଶାଙ୍କୁ ଆଉ ଏକ ରୌପ୍ୟ

ଭୁବନେଶ୍ୱର, ୨୯।୫ (କ୍ରୀଡ଼ା ପ୍ରତିନିଧି): ଉତ୍ତର ପ୍ରଦେଶର ଗ୍ରେଟର ନଏଡାଠାରେ ଚାଲିଥିବା ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ାର ସୁଇମିଂ ଇଭେଣ୍ଟରେ ଓଡ଼ିଶାର ପ୍ରତ୍ୟାଶା ରାୟ ରବିବାର ଆଉ ଏକ ରୌପ୍ୟ ପଦକ ହାସଲ କରିଛନ୍ତି। ଉତ୍କଳ ବିଶ୍ୱବିଦ୍ୟାଳୟ ପକ୍ଷରୁ ପ୍ରତିନିଧିତ୍ୱ କରୁଥିବା ପ୍ରତ୍ୟାଶା ୨୦୦ ମିଟର ଫ୍ରିଷ୍ଟାଇଲ୍‌ ଇଭେଣ୍ଟରେ ସେ ୨:୧୭.୮୦ ସେକେଣ୍ଡ ସମୟ ନେଇ ଏହି ସଫଳତା ପାଇଛନ୍ତି। ଏହାକୁ ମିଶାଇ ସେ ପ୍ରତିଯୋଗିତାରେ ୧ ସ୍ବର୍ଣ୍ଣ ଓ ୩ ରୌପ୍ୟ ପଦକ ପାଇଛନ୍ତି। ପୂର୍ବରୁ ସେ ୧୦୦ ମିଟର ବ୍ୟାକ୍‌ଷ୍ଟ୍ରୋକ୍‌ରେ ସ୍ବର୍ଣ୍ଣ ଏବଂ ୪୦୦ ମିଟର ଫ୍ରିଷ୍ଟାଇଲ ଓ ୨୦୦ ମିଟର ବ୍ୟାକ୍‌ଷ୍ଟ୍ରୋକ୍‌ରେ ରୌପ୍ୟ ପଦକ ପାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୮ ଫୁଟ ଲମ୍ବର ଅଜଗର ଉଦ୍ଧାର: ଜମିରେ ଚାଷ କାମ କରୁଥିବାବେଳେ…

କେସିଙ୍ଗା,୧୦।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁସ୍ଥିତ ତେଳନଦୀ ଜମି ପାର୍ଶ୍ୱରୁ ସୋମବାର ୮ ଫୁଟ ଲମ୍ବର…

ଲଗାଣ ବର୍ଷାରେ ଭାଙ୍ଗିଲା ଘର, ପରିବାର ଲୋକ ବେସାହାରା

ଖଡ଼ିଆଳ,୧୦ା୮ (ସୁଜିତ କୁମାର ପ୍ରଧାନ)- ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ ସାନମହେଶ୍ୱର ପଞ୍ଚାୟତ କୁଲିଗାଁ ଗ୍ରାମରେ ଲଗାଣ ବର୍ଷାରେ ଘର ଭାଙ୍ଗିବା ପରେ ଏକ ପରିବାର ବେସାହାରା…

ଦାଦନ ଖଟିବାକୁ ଯାଇ କେରଳରେ ଯୁବକ ମୃତ; ମୃତଦେହ ଗାଁକୁ ଆଣିବାକୁ ଜିଲାପାଳଙ୍କୁ ନିବେଦନ

ଜି.ଉଦୟଗିରି,୧୦।୮(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲାରୁ ଦାଦନ ଖଟିବାକୁ କେରଳ ଯାଇଥିବା ଯୁବକଙ୍କ ମୃତ୍ୟୁ ଘଟଣା ନେଇ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି । ସୂଚନା…

ଅମିତ ଶାହାଙ୍କୁ ଦେଖି ଦୌଡିଲେ କଲେକ୍ଟର: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ, ଦେଖନ୍ତୁ VIDEO

ଚେନ୍ନାଇ,୧୦।୮: ତାମିଲନାଡୁ ଏବଂ ପୁଡୁଚେରୀ ଗସ୍ତ ସମୟରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ତିରୁଭନ୍ନାମଲାଇର ପ୍ରସିଦ୍ଧ ଅନ୍ନାମଲାଇର ମନ୍ଦିର ପରିଦର୍ଶନ କରି ବିଶେଷ ପ୍ରାର୍ଥନା କରିଥିଲେ।…

ଏମିତି କଥା କହିଲେ ବକ୍ସର, ହସି ହସି ଗଡ଼ିଲେ ମୋଦି: ପଛରେ ପାକିସ୍ତାନ କନେକ୍ସନ

ନୂଆଦିଲ୍ଲୀ,୧୦।୬: ୨୦୨୬ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତର ପ୍ରଦର୍ଶନ ଐତିହାସିକ ଥିଲା। ଦେଶ ୧୩ଟି ସ୍ବର୍ଣ୍ଣ ସହିତ ମୋଟ ୩୯ଟି ପଦକ ହାସଲ କରିଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି…

ମନ୍ଦିରର ଉନ୍ନୟନ କାର୍ଯ୍ୟ ପାଇଁ ସହଯୋଗର ହାତ ବଢ଼ାଇଲେ ଯୁବ ସମାଜସେବୀ ଦୀପକ ମୁଦୁଲି

ଛତ୍ରପୁର, ୧୦।୮ (ଦିଲ୍ଲୀପ ସାମଲ): ଛତ୍ରପୁର ପୌର ପରିଷଦ ଅନ୍ତର୍ଗତ ବ୍ୟାରେକସାହିସ୍ଥିତ ଶ୍ରୀ ସମ୍ପଦ ବିନାୟକ ମନ୍ଦିରର ଉନ୍ନୟନମୂଳକ କାର୍ଯ୍ୟ ପାଇଁ ସହଯୋଗର ହାତ ବଢ଼ାଇଛନ୍ତି ଯୁବ…

ଝାରସୁଗୁଡାରେ ଅଜବ ଘଟଣା: ନାଗସାପକୁ କାମୁଡ଼ି ମାରିଦେଲେ ଯୁବକ, ପୂରା ଘଟଣା ଜାଣିଲେ…

ଝାରସୁଗୁଡା,ଲାଇକେରା, ୧୦।୮(ଆଶିଷ ରଞ୍ଜନ ଦାଶ/ରଞ୍ଜନ କୁମାର ମେହେର):ଗୁଣିଆର ଅନ୍ଧବିଶ୍ୱାସୀ କଥାରେ ପଡ଼ି ଜଣେ ଯୁବକ ନାଗସାପର ଫଣାକୁ ଦାନ୍ତରେ କାମୁଡ଼ି ଛିଣ୍ଡାଇ ମାରିଦେବା ଭଳି ଏକ ଅଜବ…

ସଞ୍ଜୀବ, ଯଶୋବନ୍ତଙ୍କୁ ମିଳିଲା ପଦୋନ୍ନତି

ଭୁବନେଶ୍ୱର,୧୦।୮: ରାଜ୍ୟରେ ନୂଆ ଡିଜିପି ନିଯୁକ୍ତି ଚର୍ଚ୍ଚା ଭିତରେ ସୋମବାର ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସରକାର ପୋଲିସ ଅଧିକାରୀ ସଞ୍ଜୀବ ପଣ୍ଡା ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri