Posted inଜାତୀୟ

ଅପରେଶନ ଗଙ୍ଗା: ଆଜି ୧୮ଟି ବିମାନରେ ସ୍ୱଦେଶ ଫେରିବେ ୟୁକ୍ରେନରେ ଫସିଥିବା ଭାରତୀୟ

ନୂଆଦିଲ୍ଲୀ,୪ ।୩: ଅପରେଶନ ଗଙ୍ଗା ମିଶନରେ ଶୁକ୍ରବାର ସକାଳୁ ସକାଳୁ ସ୍ପେଶାଲ ଇଣ୍ଡିଗୋ ବିମାନ ରୋମାନିଆର ବୁଖାରେଷ୍ଟରୁ ଦିଲ୍ଲୀ ପହଞ୍ଚିଛି । ସେଠାରେ କେନ୍ଦ୍ର କୃଷି ରାଜ୍ୟମନ୍ତ୍ରୀ କୈଳାସ ଚୌଧୁରୀ ୟୁକ୍ରେନରୁ ଫେରିଥିବା ଭାରତୀୟଙ୍କୁ ସ୍ୱାଗତ କରିଥିଲେ । ସେହିପରି ଶୁକ୍ରବାର ସକାଳୁ ବି ଏକ ସ୍ପେଶାଲ ବିମାନ ଭାରତୀୟଙ୍କୁ ଧରି ମୁମ୍ବାଇ ଏୟାରପୋର୍ଟରେ ପହଞ୍ଚିଥିଲା ।
ୟୁକ୍ରେନ-ରୁଷିଆ ଯୁଦ୍ଧ ମଧ୍ୟରେ ଫସି ରହିଥିବା ଭାରତୀୟଙ୍କୁ ଉଦ୍ଧାର କରିବା ପାଇଁ କେନ୍ଦ୍ର ସରକାର ପୂର୍ଣ୍ଣ ପ୍ରୟାସ ଜାରି ରଖିଥିବା ବେଳେ ଖୁବଶୀଘ୍ର ଏମାନଙ୍କୁ ସ୍ୱଦେଶ ଫେରାଇ ଆଣିବାର ବ୍ୟବସ୍ଥା କରାଯାଉଛି । ଗୁରୁବାର ବୈଦେଶିକମନ୍ତ୍ରୀ ଏସ. ଜୟଶଙ୍କର ଟୁଇଟ କରି ଜଣାଇଛନ୍ତି କି, ଶୁକ୍ରବାର ୧୮ଟି ବିମାନ ଯୋଗେ ୟୁକ୍ରେନରେ ଫସି ରହିଥିବା ଭାରତୀୟଙ୍କୁ ଉଦ୍ଧାର କରାଯିବ ।


Enter your email to get our daily news in your inbox.

All Right Reserved By Dharitri.Com

ଦିବଙ୍ଗତ ଅଭିନେତା ଧର୍ମେନ୍ଦ୍ରଙ୍କୁ ମରଣୋତ୍ତର ପଦ୍ମ ବିଭୂଷଣ: ରାଷ୍ଟ୍ରପତିଙ୍କଠାରୁ ପୁରସ୍କାର ନେଲେ ପତ୍ନୀ ହେମା ମାଳିନୀ

ନୂଆଦିଲ୍ଲୀ,୨୫।୫: ଦିବଙ୍ଗତ ଅଭିନେତା ଧର୍ମେନ୍ଦ୍ରଙ୍କୁ ମରଣୋତ୍ତର ପଦ୍ମ ବିଭୂଷଣ ପ୍ରଦାନ କରାଯାଇଛି। ସୋମବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ହେମା ମାଲିନୀଙ୍କୁ ଏହି ପୁରସ୍କାର ପ୍ରଦାନ କରିଛନ୍ତି।  …

SIR ପାଇଁ ସମୟସୂଚୀରେ ବଡ଼ ପରିବର୍ତ୍ତନ

ଭୁବନେଶ୍ୱର,୨୫।୫: ରାଜ୍ୟ ମୁଖ୍ୟ ନିର୍ବାଚନ ମୁଖ୍ୟ ଅଧିକାରୀ(CEO) ସୋମବାର SIR ପାଇଁ ସମୟସୂଚୀରେ ବଡ଼ ପରିବର୍ତ୍ତନ କରିଛନ୍ତି। ରାଜ୍ୟରେ ବଢୁଥିବା ହିଟ ୱେଭ୍‌କୁ ଦୃଷ୍ଟିରେଖ CEO ମଧ୍ୟାହ୍ନ…

ସାବଧାନ ବଲାଙ୍ଗୀରବାସୀ! ପାଣିପାଗ କେନ୍ଦ୍ର ଜାରି କଲା ଚେତାବନୀ, ୪ ଦିନ ଯାଏ…

ବଲାଙ୍ଗୀର,୨୫।୫(ସୁନୀଲ କୁମାର ମହାନ୍ତି): ରାଜ୍ୟରେ ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ଅସହ୍ୟ ହେବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ହିଟଓ୍ବେଭ୍‌ ପାଇଁ…

ବଢୁଛି ବିଜୟ ଥଲାପତିଙ୍କ ଶକ୍ତି: ୩ AIDMK ବିଧାୟକ ଦଳ ଛାଡି TVKରେ ସାମିଲ

ଚେନ୍ନାଇ,୨୫।୫: ତାମିଲନାଡୁରେ AIADMKର ତିନି ଜଣ ବିଦ୍ରୋହୀ ବିଧାୟକ ପଦବୀରୁ ଇସ୍ତଫା ଦେଇଛନ୍ତି। ଏହି ତିନି ଜଣ ବିଧାୟକ ସି.ଭି. ଶାନମୁଗମ ଏବଂ ଏସ.ପି. ଭେଲୁମଣିଙ୍କ ନେତୃତ୍ୱାଧୀନ…

ଖରାରେ ବୁଲୁଥିବାରୁ ତାଗିଦ କଲେ ମା’, ରାଗିଯାଇ ଝୁଲିପଡିଲେ ପୁଅ

କେନ୍ଦୁଝର,୨୫।୫ ( ନରେଶ ଚନ୍ଦ୍ର ପଟ୍ଟନାୟକ): ତେଲକୋଇ ବ୍ଲକ ଦେଉଳଡିହା ପଞ୍ଚାୟତ ଜେନାଦାର ଗାଁରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ମା’ ତାଗିଦ୍ କରିବାରୁ ପୁଅର ଆତ୍ମହତ୍ୟା…

ଗର୍ଲଫ୍ରେଣ୍ଡ ରୁମରେ ପତ୍ନୀଙ୍କୁ ହତ୍ୟା କଲେ ସ୍ବାମୀ, ବିବାହର ୩ ମାସ ପରେ…

ଚଣ୍ଡିଗଡ, ୨୫।୫: ହରିୟାଣାର ଗୁରୁଗ୍ରାମର ମାନେସରରୁ ଏକ ହୃଦୟବିଦାରକ ଏବଂ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଜଣେ ନବବିବାହିତା ମହିଳାଙ୍କୁ ତାଙ୍କ ବିବାହର ମାତ୍ର ତିନି…

ଗୁଲମାର୍ଗରେ ଅଟକିଲା ରୋପଓ୍ବେ; ଫସିଲେ ୩୦୦ ପର୍ଯ୍ୟଟକ, ଆଉ ତାପରେ…

ଶ୍ରୀନଗର,୨୫।୫: ଜମ୍ମୁ କଶ୍ମୀରର ପ୍ରସିଦ୍ଧ ଗୁଲମାର୍ଗ ଗୋଣ୍ଡୋଲାରେ ଏକ ଯାନ୍ତ୍ରିକ ତ୍ରୁଟି ଦେଖାଦେବା ପରେ ଶହ ଶହ ପର୍ଯ୍ୟଟକ ଫସି ରହିଛନ୍ତି । ଖବର ଲେଖାଯିବା ସୁଦ୍ଧା…

ଆଉ ପାଦେ ଆଗକୁ ବଢିଲା ଦାରିଙ୍ଗବାଡି ପର୍ଯ୍ୟଟନ କ୍ଷେତ୍ର: ଏଣିକି ପର୍ଯ୍ୟଟଙ୍କୁ ମିଳିବ…

ଦାରିଙ୍ଗବାଡି, ୨୫।୫ (ଅରୁଣ ସାହୁ):ଓଡିଶାର କଶ୍ମୀର ଭାବେ ପରିଚିତ କନ୍ଧମାଳ ଜିଲା ଦାରିଙ୍ଗବାଡି। ରାଜ୍ୟ ପର୍ଯ୍ୟଟନ ବିଭାଗର ମାନଚିତ୍ରରେ ରହିଥିବା ଦାରିଙ୍ଗବାଡି ପର୍ଯ୍ୟଟନ କ୍ଷେତ୍ରକୁ ରାଜ୍ୟ ସରକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri